ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୧୩/୦୯/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ରେଡ କ୍ରସ୍ ତରଫରୁ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟ ର ଅଧ୍ୟକ୍ଷ ରମେଶ ଚନ୍ଦ୍ର ନାହାକ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ…

ଡାବୁଗାଁ ରେ ନୂତନ ଭତ୍ତା ବଣ୍ଟନ ଶିବିର ଅନୁଷ୍ଠିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୧୩/୦୯/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ କାର୍ଯ୍ୟାଳୟ ପରିସରରେ ନୂତନ ଭତ୍ତା ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ବୀଣା ମାଝୀଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର…

ସ୍ଵତନ୍ତ୍ର ପୋଲିସ୍ ୟୁନିଟ ଅଧିକାରୀ ଙ୍କ ନିମନ୍ତେ କିଶୋର ନ୍ୟାୟ ଆଇନ ସମ୍ବନ୍ଧିତ ଦିନିକିଆ ସଚେତନତା କାର୍ଯ୍ୟକ୍ରମ

ଜଗତସିଂହପୁର, ତା୧୩.୦୯.୨୫ /ସୁମନ୍ତ କୁମାର ଦାସ: ଆଜି ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି ତଥା ମହିଳା ଓ ଶିଶୁ ବିକାଶ ବିଭାଗ ର ମିଳିତ ଆନୁକୂଲ୍ୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ରେ କିଶୋର ନ୍ୟାୟ…

ଜଗତସିଂହପୁରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ଜଗତସିଂହପୁର ତା ୧୩.୦୯.୨୦୨୫/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଜିଲ୍ଲା ଅଦାଲତ ଓ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ଓ ଦୌରା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀନିବାସ ପ୍ରତିହାରୀଙ୍କ ଅଧ୍ୟକ୍ଷତାରେ ଚଳିତ…

ଗଜପତି ଜିଲ୍ଲାର ଶିକ୍ଷାର ବିକାଶ କୁ ରାଜ୍ୟ ନୋଡାଲ୍ ଅଫିସରଙ୍କ ପ୍ରଶଂସା

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି (ଶନିବାର ) ଗଜପତି ଜିଲ୍ଲାର ରାଜ୍ୟ ନୋଡାଲ୍ ଅଫିସର ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦେଶକ ସ୍ମୃତି ସ୍ନିଗ୍ଧା ମିଶ୍ର ଜିଲ୍ଲାକୁ ଦୁଇ ଦିନିଆ ଗସ୍ତରେ ଆସି ଜିଲ୍ଲାର ସରକାରୀ ଉଚ୍ଚ ବିଦ୍ୟାଳୟ ନାରାୟଣପୁର ,…

ପଟ୍ଟାମୁଣ୍ଡାଇରେ ବ୍ରାଉନସୁଗାର ଜବତ, ଜଣେ ଅଭିଯୁକ୍ତ ଗିରଫ ।

କେନ୍ଦ୍ରାପଡା :(ପ୍ରଫୁଲ୍ଲ କୁମାର ମଲ୍ଲ) ପଟ୍ଟାମୁଣ୍ଡାଇ ପୋଲିସ ଆଜି ଗୋଟେ ବଡ଼ ସଫଳତା ହାସଲ କରିଛି। ବିଶେଷ ଅଭିଯାନରେ ପ୍ରାୟ ୯୦ ହଜାର ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ କରିବା ସହ ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି । ସୂତ୍ରରୁ ମିଳିଥିବା ଗୋପନ ସୂଚନା ଆଧାରରେ ପୋଲିସ ଏହି…

ରାୟଗଡ଼ାରେ ଆଦିବାସୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଫିଟନେସ୍-କମ୍-ଆମ୍ୟୁଜମେଣ୍ଟ ପାର୍କ ବିକଶିତ କରୁଛି ବେଦାନ୍ତ…

ରାମକୃଷ୍ଣ ମିଶନ ଆଶ୍ରମ ସ୍କୁଲରେ ନୂତନ ସୁବିଧା ୭୦୦ ପିଲାଙ୍କୁ ଉପକୃତ କରିବ ଭୁବନେଶ୍ୱର, ୧୩/୦୯/୨୫- ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ରାୟଗଡ଼ାର ହାତମୁନିଗୁଡ଼ାରେ ଥିବା ରାମକୃଷ୍ଣ ମିଶନ ଆଶ୍ରମ ସ୍କୁଲର ୭୦୦ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଉତ୍ସର୍ଗୀକୃତ…

ଟିକିଲିପଡ଼ା କନ୍ୟାଶ୍ରମ ତିନି ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ରେ ସମ୍ମାନିତ

ସମ୍ବଲପୁର(ଲିପନ ନାଏକ): ସମ୍ବଲପୁର ଜିଲ୍ଲା ଜମନକିରା ବ୍ଲକ ଟିକିଲିପଡ଼ା ବାଳିକା ହାଇସ୍କୁଲ ର ତିନି ଜଣ ଶିକ୍ଷକଙ୍କୁ ଏକା ସଙ୍ଗରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ରେ ସମ୍ମାନିତ କରାଯାଇଛି। ସମ୍ବଲପୁର ଜିଲ୍ଲାର ଏକ ମାତ୍ର ବିଦ୍ୟାଳୟର ତିନି ଜଣଙ୍କୁ ଏକା ସାଙ୍ଗରେ ପୁରସ୍କୃତ କରାଯାଇଛି।…

ବିଧି ପ୍ରତି ସମ୍ମାନ ସମ୍ବିଧାନର ସୁରକ୍ଷା କବଚ : ନ୍ୟାୟମୂର୍ତୀ ଦୀକ୍ଷିତ

ଭୁବନେଶ୍ୱର, ସେପ୍ଟେମ୍ବର ୧୩: ଶାସନ ବ୍ୟବସ୍ଥାରେ ବିଧି ପ୍ରତି ସମ୍ମାନ ସମ୍ବିଧାନର ସୁରକ୍ଷା ଦିଗରେ ସବୁଠାରୁ ବଡ଼ ଉପାଦାନ ବୋଲି ଓଡ଼ିଶା ହାଇକୋର୍ଟର ବିଚାରପତି ନ୍ୟାୟମୂର୍ତୀ କ୍ରିଷ୍ଣା ଶ୍ରୀପଦ ଦୀକ୍ଷିତ କହିଛନ୍ତି।“ଯଦି ଆମର ଆଇନ୍ ପ୍ରତି ସମ୍ମାନ ନ ରହେ ତେବେ ସମ୍ବିଧାନ ପ୍ରତି ବିପଦ…

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ହାଇସ୍କୁଲ ଏନପିଏସ ଶିକ୍ଷକ ଧାରଣା

ବାରିପଦା/ଦିଲ୍ଲୀପ ମହାନ୍ତି : ମୟୁରଭଞ୍ଜ ସରକାରୀ ହାଇସ୍କୁଲ ଏନପିଏସ ଶିକ୍ଷକ/ଶିକ୍ଷୟିତ୍ରୀ ମାନଙ୍କ ବିଭିନ୍ନ ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ଏହାସହିତ ଜିଲ୍ଲା ପ୍ରଶାସନ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି। ଦାବି…