Sign in
Sign in
Recover your password.
A password will be e-mailed to you.
ହଜରତ ମହମ୍ମଦଙ୍କ ଜନ୍ମ ଜୟନ୍ତୀ ଇଦ ଏ ମିଲାଦୁନ ନବୀ ପାଳିତ
କେନ୍ଦୁଝର,ତା୫/୯- କେନ୍ଦୁଝର ପୁରୁଣାସହର ଜୁମ୍ମା ମସଜିଦରେ ଇସଲାମ ଧର୍ମାବଲମ୍ବୀ ମୁସଲମାନ ଭାଇ ଭଉଣୀ ମାନଙ୍କ ଦ୍ୱାରା ଇଦ ଏ ମିଲାଦୁନ ନବୀ ଉଲ୍ଲାସ ସହିତ ପାଳିତ ହୋଇଯାଇଛି।ଏହି ଅବସରରେ ଜୁମ୍ମା ମସଜିଦ ଇମାମଙ୍କ ଦ୍ୱାରା ହଜରତ ମହମ୍ମଦଙ୍କ ଜନ୍ମ ବୃତ୍ତାନ୍ତ କର୍ମ ଜୀବନୀ ଓ ମାନବୀୟ କାର୍ଯ୍ୟର…
କିଡ୍ସ ଗୀ- ପବ୍ଲିକ ସ୍କୁଲ,ଗୁଣୁପୁରରେ ଗୁରୁଦିବସ ଉତ୍ସବ
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣୁପୁରର କିଡ୍ସ ଗୀ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ଗୁରୁଦିବସ ଅତ୍ୟାଡମ୍ବର ସହକାରେ ପାଳନ କରାଗଲା।ଏହି କାର୍ଯ୍ୟକ୍ରମର ପରିଚାଳନା ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନେ କରିଥିଲେ।କାର୍ଯ୍ୟକ୍ରମରେ ଗୁରୁଜୀ ଓ ଗୁରୁମାମାନଙ୍କୁ ବୈଦିକ ରୀତିରେ…
ସୁନ୍ଦର ସମାଜ ଗଠନରେ ଲୋକ କଳା ଗୁରୁମାନଙ୍କ ଅବଦାନ ଅତୀବ ଗୁରୁତ୍ୱପୂର୍ଣ୍ଣ : ମହାସଂଘ
(ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ): କଳା ଓ କଳାକାର ହିତୈଷୀ ମହାମଞ୍ଚ "ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ" ତରଫରୁ ପବିତ୍ର ଗୁରୁ ଦିବସ ଅବସରରେ ସ୍ଥାନୀୟ ଗିରି ମାର୍କେଟ୍ ଛକ ସ୍ଥିତ ପ୍ରକାଶମ୍ ହାଲ୍- ଆନ୍ଧ୍ର ଭାଷା ବିବର୍ଦ୍ଧନୀ ସମାଜମ୍ ସଭା ପ୍ରକୋଷ୍ଠ ଠାରେ ରାଜ୍ୟସ୍ତରୀୟ ଗୁରୁ…
ନବରଙ୍ଗପୁର ଠାରେ ଜିଲ୍ଲା ସ୍ତରୀୟ ଗୁରୁଦିବସ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ
ନବରଙ୍ଗପୁର ତା ୫.୯.୨୦୨୫:ଅଶୋକ ସାହୁ, ଶାସକ ପ୍ରଶାସକ,ସ୍ଥାନୀୟ ରାଜା ଚୈତନ୍ୟ ଦେବ ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଗୁରୁଦିବସ ଉତ୍ସବ ଓ ମୂଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମIରୋହ ଅନୁଷ୍ଠିତ ହୋଇଯାଇଅଛି। ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ଛତ୍ରପତି ସାହୁ ଙ୍କ ଅଧ୍ୟକ୍ଷତା…
ବଣିକ ସଂଘ ପକ୍ଷରୁ ଶିକ୍ଷକ ପ୍ରତିଭା ସମ୍ମାନ କାର୍ଯ୍ୟକ୍ରମ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବଣିକ ସଂଘ ପକ୍ଷରୁ ସଭାପତି ସନତ୍ କୁମାର ସୁବୁଦ୍ଧିଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ପ୍ରତିଭା ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମରେ ଅତିଥି ରୂପେ ସଂଘର ଉପଦେଷ୍ଟା ପ୍ରଶାନ୍ତ କୁମାର ସାହୁ, ଉପସଭାପତି ସୁଯ୍ୟନାରାୟଣ…
ଡାବୁଗାଁ ରେ ଗୁରୁଦିବସ ପାଳିତ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୦୫/୦୯/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ସରସ୍ଵତୀ ଶିଶୁ ମନ୍ଦିର ରେ ଗୁରୁଦିବସ ଆଲିଟ ହୋଇଯାଇଛି। ଶିଶୁ ମନ୍ଦିର ର ରାଧା ଆଚାର୍ଯ୍ୟ ସତ୍ୟନାରାୟଣ ଚୌଧୁରୀ ଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜାମରୁଣ୍ଡା ଶିଶୁ…
ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ହାଇସ୍କୁଲର ଶିକ୍ଷକ ଲଗାତାର ୨ୟ ଥର ପାଇଁ ପାଇଲେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର
ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଶିକ୍ଷକ ଶିକ୍ଷାର୍ଥୀ ଓ ଶିକ୍ଷାୟତନ ଶିକ୍ଷାର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ସମୂହ । । ଏ ସମସ୍ତର ଅଗ୍ରଗତିରେ ଶିକ୍ଷା ଛୁଇଁ ପାରେ ଆକାଶକୁ । ଶୈକ୍ଷିକ ଉନ୍ନତି ନିମନ୍ତେ ସରକାର ନେଇଥିବା ଏକ ଯୁଗାନ୍ତକାରୀ ପଦକ୍ଷେପ ହେଉଛି ପ୍ରୋତ୍ସାହନ ପ୍ରଦାନ । ଏଭଳି ଏକ…
ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଉତ୍ସବ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ପାଳିତ
ରାୟଗଡ଼ ତା : ୫-୯-୨୦୨୫: ରାୟଗଡ଼ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଜିଲ୍ଳାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣି ଯୋଗ ଦେଇ ଶ୍ରୀଜଗନ୍ନାଥ ଓ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ଓ…
ଅବସରପ୍ରାପ୍ତ ଶିକ୍ଷକଙ୍କୁ ‘ଭକ୍ତିପୂତ ପ୍ରଣାମ’ କାର୍ଯ୍ୟକ୍ରମ
ସମାଜ ସଚେତନତା ପାଇଁ ଆହ୍ୱାନ, ୬ ଶହରୁ ଉର୍ଦ୍ଧ୍ୱ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା
ଶିକ୍ଷକମାନେ ସେବାରୁ ନିବୃତ ହୋଇଥାନ୍ତି, କିନ୍ତୁ ସେମାନଙ୍କର ଅବସର ନଥାଏ : ଡ. ଅରୁଣ କୁମାର ସାହୁ
ନୟାଗଡ଼(ବିଶ୍ୱଜିତ ନାୟକ):- ନୟାଗଡ଼ ଜିଲ୍ଲା ସଦରବ୍ଲକ ଓ ନଗରପାଳିକା ଆନୁକୁଲ୍ୟରେ ଆଜି ଅବସରପ୍ରାପ୍ତ…
‘ଜାତୀୟ ଶିକ୍ଷକ ପୁରସ୍କାର- ୨୦୨୫’ ପ୍ରଦାନ କଲେ ମାନ୍ୟବର ରାଷ୍ଟ୍ରପତି
ଶିକ୍ଷାଦାନକୁ ରୋଚକ ଓ ଚାପମୁକ୍ତ କରିବା ପାଇଁ ଶିକ୍ଷକଙ୍କ ଅଭିନବ ଶୈଳୀ ପ୍ରେରଣାଦାୟୀ- ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର, ସେପ୍ଟେମ୍ବର ୫,୨୦୨୫ - ପବିତ୍ର ‘ଗୁରୁ ଦିବସ’ ଅବସରରେ ଶୁକ୍ରବାର ନୂଆଦିଲ୍ଲୀ ଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ…