ବାଣପୁର ବ୍ଲକ ନରେନ୍ଦ୍ରପୁର ଗ୍ରାମ ପଂଚାୟତରେ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନର ମିଳିତ ଅଭିଯୋଗ ଶୁଣାଣି ଶିବିର…

ବାଣପୁର (ସେକ କୌସର):ଆଜି ପୂର୍ବାହ୍ନରେ ଜିଲ୍ଲାର ବାଣପୁର ବ୍ଲକ ଅନ୍ତର୍ଗତ, ନରେନ୍ଦ୍ରପୁର ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ପୁଲିସ ପ୍ରଶାସନ ର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଅମ୍ରିତ୍ ଋତୁରାଜ ଙ୍କ…

ବାଲୁଗାଁ ମହାବିଦ୍ୟାଳୟରେ ଯୁବ ରେଡକ୍ରସ ତାଲିମ କାର୍ଯ୍ୟକ୍ରମ

ବାଲୁଗାଁ:(ସେକ କୌସର):ବାଲୁଗାଁ ମହାବିଦ୍ୟାଳୟର ଯୁବ ରେଡକ୍ରସ ଶାଖା ପକ୍ଷରୁ ଯୁବ ରେଡକ୍ରସ ନବାଗତ ଛାତ୍ରଛାତ୍ରୀମାନଙ୍କ ପାଇଁ ଆଜି ଏକ ଦିଗ୍ ଦର୍ଶନ ତଥା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଅଧ୍ୟାପକ ଡ଼କ୍ଟର କୈଳାଶ ଚନ୍ଦ୍ର ମହାରଣାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ ତାଲିମ…

ପ୍ରବଳ ବର୍ଷାରେ ବନ୍ଧରେ ୧୦ଫୁଟ ଘାଇ,ଚାଷୀ ଚିନ୍ତାରେ।

କେନ୍ଦୁଝର,ତା୨୫/୮- ପ୍ରବଳ ବର୍ଷା ଲାଗି ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ ଜୁଙ୍ଗା ପଞ୍ଚାୟତରେ ଥିବା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଜୁଙ୍ଗା(ଏମ୍ଆଇପି)ବନ୍ଧ ହୁଡ଼ାରେ ୧୦ଫୁଟର ଘାଇ ସୃଷ୍ଟି ହୋଇଛି। ବନ୍ଧ କେତେବେଳ ବି ଭାଙ୍ଗିବ ଅତି ବିପଜ୍ଜନକ ଅବସ୍ଥାରେ ରହିଛି। ଆଗକୁ ଆହୁରି ଲଘୁଚାପଜନିତ ଲଗାଣ…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଖାରିଗୁଡା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା , ଆରକ୍ଷୀ…

ଗଜପତି ଜିଲ୍ଲା ଭାରତୀୟ ପୂର୍ବ ସୈନିକ ସଂଘର ବୈଠକ ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ର ରାଜଗୁରୁ ସାହି ନିକଟସ୍ଥ ଗୌରହରି ପାଠାଗାର ଠାରେ ଗଜପତି ଜିଲ୍ଲା ଭାରତୀୟ ପୂର୍ବ ସୈନିକ ସଂଘର ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ସଂଘର ଜିଲ୍ଲା ସଭାପତି କ୍ୟାପଟେନ ଏନ୍ ସି ଦାଶ , କ୍ୟାପଟେନ ମାଳିକାର୍ଯୁନ ପଟ୍ଟନାୟକ , ଉପସଭାପତି…

ପାରଳା ବିଧାୟକଙ୍କ ସୁପାରିଶ ରେ ହାଇଟେକ ମେଡିକାଲ ତରଫରୁ ବୁଦୁରା ପଞ୍ଚାୟତର କିତିଙ୍ଗି ଗ୍ରାମରେ ନିଶୁକ୍ଳ ସ୍ୱାସ୍ଥ୍ୟ…

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ବୁଦୁରା ପଞ୍ଚାୟତ ଅଧୀନରେ ଥିବା କିତିଙ୍ଗିି ଗ୍ରାମରେ କିଛି ଦିନ ହେଲା ଲୋକମାନେ ଗୋଡ଼ ହାତ ବିନ୍ଧା ହୋଇ ଜ୍ୱରରେ ପୀଡିତ ହୋଇଥିଲେ। ପାରଳାଖେମୁଣ୍ଡି ବିଧାୟକ ରୂପେଶ ପାଣିଗ୍ରାହୀ ଶୁକ୍ରବାର ଦିନ…

ତିର୍ତ୍ତୋଲ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ଜଗତସିଂହପୁର ତା ୨୫.୦୮.୨୦୨୫/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ତିର୍ତ୍ତୋଲ ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଉପରିସ୍ଥ ଅଧିକାରୀ ମାନେ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି…

ହତ୍ୟା ପରେ ସମାଜସେବୀ ରୋଜାଲିନର ଫୋନ ଭୂତ ଚଳାଉଛି।

 ସାଇବର ଥାନାରେ ଗୁରୁତର ଅଭିଯୋଗ କଲେ ମାଆ ରେବତୀ ସାହୁ।                କେନ୍ଦୁଝର,ତା୨୫/୮- ଏହା ଭିତରେ ସମାଜସେବୀ ରୋଜାଲିନ ସାହୁ ହତ୍ୟାର ଅଢେଇ ବର୍ଷ ବିତି ଗଲାଣି ହେଲେ ପୋଲିସ ଚାର୍ଜସିଟ ଦେଇ ନପାରି ନିଜ ଦକ୍ଷତା ଦେଖାଇଛି। ପୋଲିସ କେବଳ ସଂଘବଦ୍ଧ ନରହତ୍ୟା ଦଫା ୩୦୨/୩୪ ଦଫା ପକାଇ…

ରାୟଗଡ଼ାରେ ବେଦାନ୍ତ ଆଲୁମିନିୟମର ମାଗଣା ଚକ୍ଷୁ ପରୀକ୍ଷା ଶିବିର

ଭୁବନେଶ୍ୱର, ୨୫.୦୮.୨୫ - ଭାରତର ସର୍ବବୃହତ ଆଲୁମିନିୟମ୍ ଉତ୍ପାଦକ ବେଦାନ୍ତ ଆଲୁମିନିୟମ୍, ଏଲଭି ପ୍ରସାଦ ଚକ୍ଷୁ ପ୍ରତିଷ୍ଠାନ ସହିତ ମିଶି ରାୟଗଡ଼ାର କାଶୀପୁର ବ୍ଲକର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର (ସିଏଚସି)ରେ ଏକ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଆୟୋଜନ କରିଥିଲା। ଏହି ପଦକ୍ଷେପ କାଶୀପୁର…

ଡ଼ାବୁଗାଁ ରେ ଅତିରିକ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୫/୦୮/୨୫ ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ବିଶ୍ଵଜିତ ବର୍ମନ୍ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଅଧ୍ୟକ୍ଷତାରେ ଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର…