“ଗଞ୍ଜାମ ଜିଲ୍ଲାରେ ବିପର୍ଯ୍ୟସ୍ତ ହୋଇପଡିଛି ଆଇନଶୃଙ୍ଖଳା।”

ଏସପିଙ୍କୁ ଭେଟିଲା ଗଞ୍ଜାମ ଜିଲ୍ଲା ବିଜୁ ଜନତା ଦଳ ବ୍ରହ୍ମପୁର/ କୈଳାଶ ଚୌଧୁରୀ : ଜିଲ୍ଲା ରେ ପ୍ରତି ଦିନ ଘଟୁଥିବା ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡ଼ିବାରେ ଲାଗିଛି,ନାରୀ ନିର୍ଯାତନା, ହତ୍ୟା , ହିଂସାକୁ ନେଇ ପୁର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ରାଜ୍ୟ ସଭାପତି ଶ୍ରୀ ନବୀନ…

ନୂଆପଡ଼ା ଜିଲ୍ଲା ଯାଦବ ସମାଜ ପକ୍ଷ ରୁ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଳିତ

ନୂଆପଡ଼ା ଜିଲ୍ଲା ରୁ କଲିମ ମହମ୍ମଦ (ଶାସକ ପ୍ରଶାସକ): ନୂଆପଡ଼ା ଜିଲ୍ଲା ଖଡିଆଳ ସହର ମଧ୍ୟରେ ଯାଦବ ସମାଜ ପକ୍ଷ ରୁ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଳିତ ହୋଇଯାଇଅଛି। ଶ୍ରୀକୃଷ୍ଣ ଜନ୍ମ ଏବଂ ନାନ୍ଦୋତ୍ସବ ପାଳିତ ହୋଇଅଛି। ଏହି ଉପଲକ୍ଷେ ଏକ ବିଶାଳ ଶୋଭାଯାତ୍ରା ଖଡିଆଳ ନଗର ପରିକ୍ରମା କରିଥିବା…

ଡାବୁଗାଁ ରେ ୭୯ ତମ ସ୍ବାଧିନତା ଦିବସ ପାଳିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୧୫/୦୮/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ରେ ୭୯ ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି। ସକାଳ ୭ ଘଣ୍ଟ ରୁ ୮ ଘଣ୍ଟ ମଧ୍ୟରେ ବିଭିନ୍ନ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ,ଶିକ୍ଷାନୁଷ୍ଠାନ ରେ ପତାକା ଉତ୍ତୋଳନ କରାଯାଇ ସ୍ଵାଧୀନତା ଦିବସ ପାଳନ…

ରାୟଗଡ ଜିଲ୍ଲା ସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସ ପାଳିତ ।

"ସମାଜର ସବୁଠାରୁ ଅବହେଳିତ ଓ ଦୁର୍ବଳତମ ଲୋକଙ୍କ ନିକଟରେ ପହଞ୍ଚି ସେମାନଙ୍କ ଓଠରେ ହସ ଫୁଟାଇବା ଆରମ୍ଭ କରିଛି ଲୋକଙ୍କ ସରକାର -ମାନ୍ୟବର ମନ୍ତ୍ରୀ ରାୟଗଡ: ୭୯ ତମ ସ୍ୱାଧୀନତା ଦିବସ ରାୟଗଡ ଜିଲ୍ଲା ସଦର ମହକୁମାର ସ୍ଥାନୀୟ ଜି.ସି.ଡି. ଜିଲ୍ଲା ଉଚ୍ଚ ବିଦ୍ୟାଳୟ ପଡିଆ ଠାରେ ଅନୁଷ୍ଠିତ…

ବଲାଙ୍ଗିରରେ କୁକୁର କାମୁଡ଼ାରେ ୩ ମୃତୁ୍ୟରେ ପ୍ରଶାସନର ନିରବତାକୁ ବିଜେଡିର ସମାଲୋଚନା

ମୃତକଙ୍କ ପରିବାରବର୍ଗଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ କରନ୍ତୁ ସରକାର ଭୁବନେଶ୍ୱର, ୧୬/୦୮/୨୦୨୫: ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକର ଚିଞ୍ଚେଡ଼ ଗ୍ରାମର ୩ ଜଣ ଲୋକଙ୍କୁ ବୁଲା କୁକୁର କାମୁଡ଼ି ଜୀବନରୁ ମାରିଦେଇଥିଲା ବେଳେ, ଗୁରୁତର ଆହତ ହୋଇଥିବା ୬ ଜଣଙ୍କୁ ବଲାଙ୍ଗିର ମୁଖ୍ୟ ଚିକିତ୍ସାଳୟରେ…

ଏଏମ୍/ଏନ୍ଏସ୍ ଇଣ୍ଡିଆ ପକ୍ଷରୁ ଓଡ଼ିଶାରେ ଏହାର କାର୍ଯ୍ୟକ୍ଷେତ୍ରଗୁଡ଼ିକରେ ଦେଶାତ୍ମବୋଧକ ଭାବନା ସହିତ ସ୍ୱାଧୀନତା ଦିବସ…

ଭୁବନେଶ୍ୱର, ୧୬ ଅଗଷ୍ଟ, ୨୦୨୫: ଆର୍ସଲରମିତ୍ତଲ ନିପ୍ପନ୍ ଷ୍ଟିଲ ଇଣ୍ଡିଆ (ଏଏମ୍/ଏନ୍ଏସ୍ ଇଣ୍ଡିଆ) ପକ୍ଷରୁ ଓଡ଼ିଶାରେ ଏହାର ବିଭିନ୍ନ କାର୍ଯ୍ୟକ୍ଷେତ୍ରଗୁଡ଼ିକରେ ୭୯ତମ ସ୍ୱାଧୀନତା ଦିବସ ଗର୍ବ ଏବଂ ଉତ୍ସାହର ସହିତ ପାଳିତ ହୋଇଯାଇଛି। ପାରାଦ୍ୱୀପ ପେଲେଟ୍ ପ୍ଲାଣ୍ଟରେ, ଏଏମ୍/ଏନ୍ଏସ୍ ଇଣ୍ଡିଆ…

ଶ୍ରୀ କୃଷ୍ଣ ଜନ୍ମ ମହୋତ୍ସବ ଓ ନନ୍ଦ ଉତ୍ସବ ପାଳିତ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ସରସ୍ଵତୀ ଶିଶୁ ବିଦ୍ୟା ଭବନ ତରଫରୁ ସ୍ଥାନୀୟ ଟାଉନ ହଲ ଠାରେ ଶ୍ରୀ କୃଷ୍ଣ ଜନ୍ମ ମହୋତ୍ସବ ଓ ନନ୍ଦ ଉତ୍ସବ ପାଳିତ ହୋଇସାରିଛି l ଅନୁଷ୍ଠାନ ର 100 ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ମାନେ ରାଧା କୃଷ୍ଣ ବେଶରେ ବିଭିନ୍ନ ସାଂସ୍କୃତିକ ନୃତ୍ୟ ପରିବେଷଣ…

ନବରଙ୍ଗପୁରଠାରେ ୭୯ ତମଜିଲ୍ଲା ସ୍ତରୀୟ ସ୍ବାଧିନତା ଦିବସ ମହାସମାରୋହରେ ପାଳିତ

ନବରଙ୍ଗପୁର ତା ୧୬.୮.୨୦୨୫: ଅଶୋକ ସାହୁ, ଶାସକ ପ୍ରଶାସକ,ଗତକାଲି ୧୫.୮.୨୦୨୫ ତାରିଖ ନବରଙ୍ଗପୁର ସହର ସ୍ଥିତ ଷ୍ଟାଡିୟମ୍ ଠାରେ ମହାଉଲ୍ଲାସ ରେ ୭୯ତମ ଜିଲ୍ଲା ସ୍ତରୀୟ ସ୍ବାଧିନତା ଦିବସ ପାଳନ ହୋଇଯାଇଛି। ଶ୍ରୀଯୁକ୍ତ ଗଣେଶ ରାମ ସିଂ ଖୁଣ୍ଟିଆ ମାନ୍ୟବର ମନ୍ତ୍ରୀ ଜଙ୍ଗଲ,ପରିବେଶ ଓ ଜଳବାୟୁ…

ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଟେକ୍-ହୋମ୍-ରାସନ୍ କାର୍ଯ୍ୟକ୍ରମରେ ଉତ୍ତମ ଗୁଣବତ୍ତା ପାଇଁ ସୁଦୃଢ ‘ତଦାରଖ ଓ ମୂଲ୍ୟାଙ୍କନ ବ୍ୟବସ୍ଥା’ କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ   ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ…

ଟିପିସିଓଡିଏଲ୍ ପକ୍ଷରୁ ୭୯ତମ ସ୍ଵାଧୀନତା ଦିବସ ପାଳିତ

ଭୁବନେଶ୍ୱର: ଟିପିସିଓଡିଏଲ୍ ପକ୍ଷରୁ ୭୯ତମ ସ୍ଵାଧୀନତା ଦିବସ କର୍ପୋରେଟ କାର୍ଯ୍ୟାଳୟ ପରିସରରେ ମହାଆଡମ୍ବର ସହକାରେ ପାଳିତ ହୋଇଯାଇଛି। ଭାରତର ସ୍ଵାଧୀନତା ସଂଗ୍ରାମୀଙ୍କ ବୀରତ୍ଵ ଓ ବଳିଦାନକୁ ମନେପକାଇ ଏହି ଦିବସକୁ ପାଳନ କରାଯାଇଛି। ଟିପିସିଓଡିଏଲର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ…