ବିଶାଳ ତ୍ରିରଙ୍ଗା ବାଇକ ଶୋଭାଯାତ୍ରାରେ ସାମିଲ୍ ହେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ବାଣପୁର:(ସେକ କୌସର ): ୭୯ତମ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ଵାନକ୍ରମେ ଗୁରୁବାର ଦିନ ଭାରତୀୟ ଜନତା ପାର୍ଟି ଚିଲିକା ନିର୍ବାଚନ ମଣ୍ଡଳୀ ପକ୍ଷରୁ ଆୟୋଜିତ ‘ହର୍‌ ଘର୍‌ ତ୍ରିରଙ୍ଗା’ ଅଭିଯାନ ପରିପ୍ରେକ୍ଷୀରେ ବାଲୁଗାଁ ସ୍ଥିତ ଉତ୍ତରାୟିଣି…

ବାଲୁଗାଁ ମହାବିଦ୍ୟାଳୟରେ “ହର୍ ଘର୍ ତ୍ରିରଙ୍ଗା” କାର୍ଯ୍ୟକ୍ରମ

ବାଲୁଗାଁ:(ସେକ କୌସର): ଭାରତର ୭୯ ତମ ସ୍ବାଧିନତା ଦିବସକୁ ଉତ୍ସବମୁଖର କରିବା ପାଇଁ ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ “ହର୍ ଘର୍ ତ୍ରିରଙ୍ଗା” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । +୨ ଓ +୩ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବକ୍ତୃତା, ଚିତ୍ରାଙ୍କନ ଏବଂ ଦେଶାତ୍ମବୋଧକ କଣ୍ଠ ସଙ୍ଗୀତ ପ୍ରତିଯୋଗୀତା…

ଏଲ୍ ଆଣ୍ଡ୍ ଟି କନଷ୍ଟ୍ରକ୍ସନ୍ ତରଫରୁ ମେଗା ବୃକ୍ଷରୋପଣ କାର୍ଯ୍ୟକ୍ରମ

 ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ଏଲ୍ ଆଣ୍ଡ୍ ଟି କନଷ୍ଟ୍ରକ୍ସନ୍ ମେଗା ପ୍ରକଳ୍ପ ଆନୁକୂଲ୍ୟରେ ବେଲଗୁଣ୍ଠା ବ୍ଲକ୍ ଲୁଣିପଡ଼ା ସ୍ଥିତ କମ୍ପାନୀର ଷ୍ଟୋର୍ ପରିସରରେ ଏକ ମେଗା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ସୋରଡ଼ା ବିଧାୟକ ନୀଳମଣି…

ଟିପିସିଓଡିଏଲ୍‌ର ପ୍ରୋଜେକ୍ଟ ଦକ୍ଷ ଓ ଓଡ଼ିଶା ଗ୍ରିନ୍ ଜବ୍‌ସ ଏକାଡେମୀ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଯୁବବର୍ଗଙ୍କୁ ସଶକ୍ତ…

ଭୁବନେଶ୍ୱର: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିସିଓଡିଏଲ୍‌) ଏହାର ଅଭିନବ ସିଏସ୍‌ଆର୍ ଅଭିଯାନ ପ୍ରୋଜେକ୍ଟ ଦକ୍ଷ ଓ ଓଡ଼ିଶା ଗ୍ରିନ୍ ଜବ୍‌ସ ଏକାଡେମୀ ଜରିଆରେ ଜୀବନରେ ରୂପାନ୍ତରଣ ଆଣୁଛି। ଏହି କାର୍ଯ୍ୟକ୍ରମ…

ସ୍ଵାଧୀନତା ଦିବସ ପାଳନ ଅବସରରେ ଜେ କେ କାଗଜ କଳ ତରଫରୁ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ

ରାୟଗଡା: ସ୍ଵାଧୀନତା ଦିବସ ପାଳନ ଅବସରରେ ଜେ କେ କାଗଜ କଳ ତରଫରୁ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଆଖପାଖ ଅଞ୍ଚଳର 65 ଟି ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନେ ଭାଗ ନେଇ ଥିଲେ। ପ୍ରଥମେ 6 ଟି କ୍ଳଷ୍ଟର ରେ ପ୍ରତିଯୋଗିତା ଏହି ବକ୍ତୃତା ପ୍ରତିଯୋଗିତା…

ବ୍ଳକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ପାଇଁ ଶ୍ରୀ ଗରୂଡେଶ୍ୱର ଉଚ୍ଚ ବିଦ୍ୟାଳୟରେ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର…

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ଧରାକୋଟ୍ ବ୍ଳକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ପାଇଁ ଗାଙ୍ଗପୁର ଥାନା ଅନ୍ତର୍ଗତ ଝାଡ଼ବନ୍ଧ ସ୍ଥିତ ଶ୍ରୀ ଗରୂଡେଶ୍ୱର ଉଚ୍ଚ ବିଦ୍ୟାଳୟ ପରିସରରେ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ ହୋଇଯାଇଛି I ସ୍ଥାନୀୟ ସିଙ୍ଗିପୁର ଉଚ୍ଚ ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ…

ବେଲଗୁଣ୍ଠା କଂଗ୍ରେସ୍ ପକ୍ଷରୁ ବୃହ ଶନିପତି ପୂଜା ଏବଂ ବ୍ଳକ୍ ଓ ଏନ୍ଏସି ସଭାପତି ପାଇଁ ପ୍ରାର୍ଥୀଙ୍କ ନାମ ସୁପାରିଶ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା କଂଗ୍ରେସ୍ ପକ୍ଷରୁ ସ୍ଥାନୀୟ ମାଆ ବ୍ରାହ୍ମଣୀ ଦେବୀ ପୀଠରେ ବୃହ ଶନିପତି ପୂଜା ଅନୁଷ୍ଠିତ ହୋଇଛି I ଏହି ଅବସରରେ ସୋରଡା ବିଧାୟକ ପ୍ରାର୍ଥୀ ହରିକୃଷ୍ଣ ରଥଙ୍କ ଏକ ସାଂଗଠନିକ ବୈଠକ ଅନୁଷ୍ଠିତ ହୋଇଥିଲା I ବୈଠକରେ ଆଗାମୀ ଦିନରେ କଂଗ୍ରେସ୍ କୁ…

ଭଞ୍ଜନଗର ରେ ପାଳନ ହେଲା “ବିଭାଜନ ବିଭୀଷିକା” ସ୍ମୃତି ଦିବସ

ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }:ନାଗରିକଙ୍କ ମଧ୍ୟରେ ଜାତୀୟତା ଭାବ ଏବଂ ଏକତାର ଭାବନା ସୃଷ୍ଟି କରିବା, ଦେଶପ୍ରେମ, ଜାତୀୟ ସଂହତି ଏବଂ ତ୍ରିରଙ୍ଗା ପ୍ରତି ସମ୍ମାନ ଲକ୍ଷ୍ୟ ନେଇ ସାରା ଦେଶ ପାଳୁଛି ହର ଘର ତ୍ରିରଙ୍ଗା ଯାତ୍ରା। ଏହି କ୍ରମରେ ଭଞ୍ଜନଗର ନିର୍ବାଚନମଣ୍ଡଳୀର ଗାଁ ଠୁ ସହର ସବୁଠି…

ଓଡ଼ଗାଁ କଲେଜରେ ବିଶ୍ୱ ସଂସ୍କୃତ ଦିବସ ପାଳିତ

ଓଡ଼ଗାଁ,୧୪।୮(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ରଘୁନାଥ ସମବାୟ ମହାବିଦ୍ୟାଳୟରେ ସଂସ୍କୃତ ଦିବସ ବିଭାଗୀୟ ମୁଖ୍ୟ ମୋହନ ଚନ୍ଦ୍ର ଦଳେଇଙ୍କ ସଭାପତିତ୍ୱ ଅନୁଷ୍ଠିତ ହୋଇଯାଇଛି । ସଂସ୍କୃତ ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟ ଅଧ୍ୟକ୍ଷ ରାଜ କିଶୋର ସାହୁ…

ଶ୍ରୀ ରଘୁନାଥ ଜିଉଙ୍କ ମନ୍ଦିରରେ ଅଣହିନ୍ଦୁ ପ୍ରବେଶ, ୩ ଠାକୁରଙ୍କର ହେଲା ମହାସ୍ନାନ

ଓଡ଼ଗାଁ,୧୪।୮(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ପ୍ରସିଦ୍ଧ ବିଷ୍ଣୁ କ୍ଷେତ୍ର ଶ୍ରୀ ରଘୁନାଥ ଜିଉଙ୍କ ମନ୍ଦିରରେ ଅଣହିନ୍ଦୁଙ୍କ ପ୍ରବେଶ ନେଇ ପ୍ରମାଣ ପାଇବା ପରେ ଗୁରୁବାର ଅପରାହ୍ନରେ ମନ୍ଦିର ସମସ୍ତ ନୀତି ବନ୍ଦ ରହିବା ସହିତ ଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ମନ୍ଦିର…