Sign in
Sign in
Recover your password.
A password will be e-mailed to you.
ବାଲୁଗାଁ ମହାବିଦ୍ୟାଳୟରେ ସଂସ୍କୃତ ସପ୍ତାହ ପାଳିତ
ବାଲୁଗାଁ: (ସେକ କୌସର ):କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପରାମର୍ଶ ଅନୁଯାୟୀ ଆଜି ବାଲୁଗାଁ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଡକ୍ଟର ଲଷ୍ମୀଧର ସୁବୁଦ୍ଧିଙ୍କ ସଭାପତିତ୍ୱରେ ଆଜି ସଂସ୍କୃତ ସପ୍ତାହ ଉଦଯାପିତ ହୋଇଯାଇଛି l ଦେବଭାଷା ସଂସ୍କୃତର ଲୋକପ୍ରିୟତା ପାଇଁ ସବୁ ଅନୁଷ୍ଠାନ କାର୍ଯ୍ୟ କରିବା ଉଚିତ…
ପୂର୍ବତଟ ରେଳପଥର ମହାପ୍ରବନ୍ଧକ ସ୍ୱଚ୍ଛତା ଅଭିଯାନର ନେତୃତ୍ୱ ନେଲେ
ସ୍ୱଚ୍ଛ ରେଳ ପରିସର ପାଇଁ ସାମୂହିକ କାର୍ଯ୍ୟ ପାଇଁ ଆହ୍ୱାନ
ଭୁବନେଶ୍ୱର, ୧୨ ଅଗଷ୍ଟ ୨୦୨୫: ପୂର୍ବ ତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ଆଜି ପୂର୍ବ ତଟ ରେଳପଥ ମୁଖ୍ୟାଳୟ ପରିସରରେ ସ୍ୱଛତା ଅଭିଯାନର ନେତୃତ୍ୱ ନେଇଥିଲେ, ଯାହା ସ୍ୱଚ୍ଛ ଭାରତ ଅଭିଯାନ ପ୍ରତି ଜୋନର ଦୃଢ଼…
ଜିଲ୍ଲା ଆଇନସେବା ପ୍ରାଧିକରଣ ରାୟଗଡା ଦ୍ୱାରା ଆଇନ ସଚେତନତା କାର୍ଯ୍ୟକ୍ରମ
ରାୟଗଡା : ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଅଦ୍ୟ ତା-୧୨.୦୮.୨୦୨୫ ରିଖ ମଙ୍ଗଳବାର ଦିନ ସକାଳ…
ରାୟଗଡ଼ ପୌରପରିଷଦ ଆନୁକୁଲ୍ଯରେ ଅଶୋକ କଲ୍ୟାଣ ମଣ୍ଡପ ଠାରେ “ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ” ଶିବିର ଅନୁଷ୍ଠିତ ।
ରାୟଗଡ଼ : ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତଥା ଗୃହ ଏବଂ ନଗର ଉନ୍ନୟନ ବିଭାଗ, ଓଡିଶା ସରକାରଙ୍କ ମିଳିତ ସମନ୍ଵୟରେ ରାୟଗଡ଼ ପୌରପରିଷଦ ଆନୁକୁଲ୍ଯରେ ଦିବା ୧୦.୦୦ ଘଟିକା ସମୟରେ ଗାନ୍ଧୀ ପାର୍କ ନିକଟସ୍ଥ ଅଶୋକ କଲ୍ୟାଣ ମଣ୍ଡପ ଠାରେ “ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ”…
ଦିନିକିଆ ବଲାଙ୍ଗିର ଜିଲ୍ଲା ଗସ୍ତରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ବଲାଙ୍ଗିର : ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଦିନିକିଆ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ସର୍ବ ପୁରାତନ କାର୍ତ୍ତିରାଜି ପୀଠ ରାଣୀପୁର ଝରିଆଲର ଚଉଷଠି ଯୋଗିନୀ ପୀଠ, ସୋମେଶ୍ଵର ମନ୍ଦିର, ଇନ୍ଦ୍ରଲାଧ ମନ୍ଦିର ଏବଂ ହରିଶଙ୍କର ପୀଠ ପରିଦର୍ଶନ କରିଥିଲେ ଏହା ସହ ବଲାଙ୍ଗିର ଜିଲ୍ଲାରେ…
ମହିଳା ଅସୁରକ୍ଷିତ ନେଇ ଓଡ଼ିଶା ନିନ୍ଦିତ, ରାଜ୍ୟ ସରକାର ସୁଭଦ୍ରା ପ୍ରଚାରରେ ବ୍ୟସ୍ତ: ବିଜେଡି
ରାଜନଗରରେ ଦଳିତ ନାବାଳିକା ଗଣଦୁଷ୍କର୍ମ ଘଟଣା
ମହିଳାଙ୍କୁ ସୁରକ୍ଷା ଦେବାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ
ଅପାରଗ ସରକାରଙ୍କ ପ୍ରତି ଅପରାଧୀଙ୍କ ଭୟ ନାହିଁ
ଭୁବନେଶ୍ୱର, ୧୨/୦୮/୨୦୨୫: କେନ୍ଦ୍ରାପଡା ଜିଲ୍ଲାର ରାଜନଗର ଅଞ୍ଚଳରେ ଜଣେ ଦଳିତ ନାବାଳିକାର ଗଣଦୁଷ୍କର୍ମ…
ହର ଘର ତିରଙ୍ଗା ଅଭିଯାନ ପରିପ୍ରେକ୍ଷୀରେ କେନ୍ଦୁଝରଠାରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା
ପ୍ୟାରେଡ୍ ପ୍ରାକ୍ଟିସ୍ ଲାଗି ଆସିଥିବା ଶହ ଶହ ଛାତ୍ରଛାତ୍ରୀ ସାମିଲ।
କେନ୍ଦୁଝର,ତା୧୨/୮(ଦିଲ୍ଲୀପ କୁମାର ସାହୁ )- ଦେଶପ୍ରେମର ଏକ ଚମତ୍କାର ପ୍ରଦର୍ଶନ କରି କେନ୍ଦୁଝର ଜିଲ୍ଲା ପ୍ରଶାସନ ଆଜି ହର ଘର ତିରଙ୍ଗା ଅଭିଯାନର ଅଂଶ ଭାବରେ ଏକ ବିଶାଳ ତ୍ରିରଙ୍ଗା ରାଲି ଆୟୋଜନ କରିଛି । ହଜାର ହଜାର…
ପିକ୍ଅପ୍ ଗାଡ଼ି ଧକ୍କାରେ ଦୁଇ ବନ୍ଧୁଙ୍କ ବିୟୋଗ।
ଦିଗପହଣ୍ଡି: ଦିଗପହଣ୍ଡି ଥାନା ଅର୍ନ୍ତଗତ ନାରାୟଣ ପୁର ଛକରେ ପିକ୍ଅପ୍ ଗାଡ଼ି ଓ ମୋଟରସାଇକେଲ ମୁହାଁମୁହିଁ ଧକ୍କା ଫଳରେ ମୋଟରସାଇକେଲ ଚାଳକ ତଥା ବ୍ରହ୍ମପୁର ଟ୍ରାଫିକ ପୋଲିସ ସିପାହୀ ଅନୀଲ ନାୟକ ଓ ତାଙ୍କ ବନ୍ଧୁ ବ୍ରହ୍ମପୁର ନୀଳକଣ୍ଠ ନଗର ଅଞ୍ଚଳର ଶେଖ୍ ରହିମ୍ ଙ୍କର ମୃତ୍ୟୁ ଘଟିଛି। ଉଭୟେ…
ପୋଲିସକୁ ଅପରାଧୀଙ୍କ ଖୋଲା ଚ୍ୟାଲେଞ୍ଜ
ଗାଁ ଦାଣ୍ଡରେ ବିଭତ୍ସ ହତ୍ୟାକାଣ୍ଡ।
ହିଞ୍ଜିଳି: ଗଞ୍ଜାମ ଜିଲ୍ଲା ପୋଲିସ ପ୍ରଶାସନ କୁ ଅପରାଧୀ ମାନଙ୍କର ଖୋଲା ଚ୍ୟାଲେଞ୍ଜ ଦିନକୁ ଦିନ ବୃଦ୍ଧି ପାଉଛି। ଗତକାଲି ନିମଖଣ୍ଡି ଥାନା ଅଞ୍ଚଳରେ ମହିଳାଙ୍କ ଗଳାକାଟି ହତ୍ୟା ହୋଇଥିବାର କିଛି ସମୟ ପରେ ହିଞ୍ଜିଳି ଥାନା ଅର୍ନ୍ତଗତ ରାଳବ ଗ୍ରାମରେ…
ଗୁଣପୁରର ଗାୟତ୍ରୀ ଫାର୍ମାସି ମହାବିଦ୍ୟାଳୟରେ “ଏଣ୍ଟି ରେଗିଙ୍ଗ ସପ୍ତାହ” ପାଳତ
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣପୁରର ଗାୟତ୍ରୀ ଫାର୍ମାସି ମହାବିଦ୍ୟାଳୟରେ “ଏଣ୍ଟି ରେଗିଙ୍ଗ ସପ୍ତାହ” ପାଳନ କରାଯାଇଛି । ଏହା ସହିତ, ନାରୀ ନିର୍ଯାତନାକୁ କିପରି ରୋକାଯାଇପାରିବ ବିଷୟରେ ଏକ ଆଲୋଚନାଚକ୍ର ମଧ୍ୟ ଅନୁଷ୍ଠିତ ହୋଇଥିଲା ।ଅନୁଷ୍ଠାନରେ ପ୍ରିନ୍ସିପାଲ ଡଃ. କାହ୍ନୁଚରଣ…