Sign in
Sign in
Recover your password.
A password will be e-mailed to you.
୧୧ ଦଫା ଦାବିନେଇ ରାଜରାସ୍ତାରେ ଗର୍ଜିଲା ଭାରତୀୟ ମଜଦୁର ସଂଘ
ନବରଙ୍ଗପୁର : ଭାରତୀୟ ମଜଦୁର ସଂଘ (BMS) ର ରାଞ୍ଚି ଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତି (KKS) ନିଷ୍ପତି ଅନୁଯାୟୀ ସାରା ଭାରତର ସମସ୍ତ ଜିଲ୍ଲା ମୁଖ୍ୟାଳୟରେ ଶ୍ରମିକ ହିତରେ ପ୍ରତିବାଦ ଦିବସ ଆୟୋଜନ କରିବାକୁ ନିଷ୍ପତ୍ତି ହୋଇଥିଲା । ଏହି ଅବସରରେ ନବରଙ୍ଗପୁର ଜିଲ୍ଲା ଭାରତୀୟ!-->…
ସର୍ବସାଧାରଣ ସ୍ଥାନରେ ମଦ୍ୟପାନ ବିରୋଧରେ ଗଜପତି ପୋଲିସର ଅଭିଯାନ ଜାରି
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ଏବଂ ସାଧାରଣ ଲୋକଙ୍କ ପାଇଁ ଏକ ସୁରକ୍ଷିତ ପରିବେଶ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଗଜପତି ଜିଲ୍ଲା ପୋଲିସ ପକ୍ଷରୁ ପାରଳାଖେମୁଣ୍ଡି ସହରର ବିଭିନ୍ନ ସର୍ବସାଧାରଣ ସ୍ଥାନରେ ମଦ୍ୟପାନ ଓ ଉପଦ୍ରବ ବିରୋଧରେ!-->!-->!-->…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମମୁଖୀ ପ୍ରଶାସନ ଅଧୀନରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି।ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ!-->…
ଝିଅର ଚିକିତ୍ସା ଅବହେଳାକୁ ନେଇ ବଚସାରୁ ପତ୍ନୀକୁ ହତ୍ୟା
ଆଜୀବନ କାରାଦଣ୍ଡ ଭୋଗିବେ ପତ୍ନୀହନ୍ତା ସ୍ୱାମୀ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଦାମ୍ପତ୍ୟ ଜୀବନରେ ଅଳ୍ପ ବହୁତ କଳି ଝଗଡ଼ା ସମସ୍ତଙ୍କର ପ୍ରାୟ ହୋଇଥାଏ। କିନ୍ତୁ ୨୦୨୨ ମସିହାରେ ଗଜପତି ଜିଲ୍ଲାର କୁଡିଙ୍ଗଡ଼ା ଗ୍ରାମରେ ହୋଇଥିବା ଏକ ଅଭାବନୀୟ ଘଟଣା ସମ୍ପୂର୍ଣ୍ଣ ଭିନ୍ନ!-->!-->!-->!-->!-->…
ଉତ୍କଳ ଆଲୁମିନା ପକ୍ଷରୁ ୮୦ ତମ ସ୍ୱାଧୀନତା ଦିବସ ପାଳିତ
କାଶୀପୁର ରୁ ବୈକୁଣ୍ଠ ଦୁରିଆ : ରାୟଗଡ଼ା ଜିଲ୍ଲା ଟିକିରୀ ଅନ୍ତର୍ଗତ ଦୋରାଗୁଡ଼ା ସ୍ଥିତ ଉତ୍କଳ ଆଲୁମିନା, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଆଦିତ୍ୟ ବିର୍ଲା ଗ୍ରୁପର ସହଯୋଗୀ କମ୍ପାନୀ ପକ୍ଷରୁ ମହାଡମ୍ବରରେ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଅଛି । ସ୍ଥାନୀୟ ନୂଆପଡ଼ା ଟାଉନସିପ୍, ହେଲିପ୍ୟାଡ!-->!-->!-->…
ଏସଆଇଆର୍ରେ ବ୍ୟାପକ ଅନିୟମିତତା ଅଭିଯୋଗ
ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ଏସ୍ପିଙ୍କ ଦ୍ୱାରସ୍ଥ ହେଲା ବିଜେଡି
ଝାରସୁଗୁଡ଼ା, ୧୭/୦୮: ଝାରସୁଗୁଡ଼ା ଜିଲ୍ଲାରେ ଚାଲିଥିବା ଏସଆଇଆର୍ (ଭୋଟର ତାଲିକା ସଂଶୋଧନ) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତି ହେଉଥିବା ଅଭିଯୋଗ କରିଛି ବିଜୁ ଜନତା ଦଳ। ଜାଲ୍ ଅଭିଯୋଗ ଓ ମିଥ୍ୟା!-->!-->!-->…
ୟୁଏଆଇଏଲ୍ ପକ୍ଷରୁ ମେଗା ରକ୍ତଦାନ ଶିବିର: ୨୩୫ ୟୁନିଟ୍ ରକ୍ତ ସଂଗୃହୀତ
ରାୟଗଡ଼ା, ୧୭/୮: ଉତ୍କଳ ଆଲୁମିନା, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଆଦିତ୍ୟ ବିର୍ଲା ଗ୍ରୁପର ସହଯୋଗୀ କମ୍ପାନୀ ପକ୍ଷରୁ ୮୦ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏହାର ସିଏସଆର ବିଭାଗ ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ସହଯୋଗରେ ସ୍ଥାନୀୟ ନୂଆପଡ଼ା ଟାଉନସିପ କ୍ଲବ୍ ହାଉସ୍ଠାରେ ଏକ ମେଗା ରକ୍ତଦାନ!-->…
ବେଲଗୁଣ୍ଠା ପ୍ରେସକ୍ଲବ୍ ର ସାଙ୍ଗଠନିକ ବୈଠକ ଅନୁଷ୍ଠିତ ।
ବେଲଗୁଣ୍ଠା-୧୭/୮-(ଶିବରାମ ଚୌଧୁରୀ )-ଗଞ୍ଜାମ ଜିଲ୍ଲାର ଅଗ୍ରଣୀ ସାମ୍ବାଦିକ ସଂଘ 'ପ୍ରେସ କ୍ଲବ୍ ବେଲଗୁଣ୍ଠା'ର ଏକ ସାଙ୍ଗଠନିକ ବୈଠକ କୀରାପଲିସ୍ଥିତ ମା' କୁମାରଶୁଣୀ ପୀଠରେ ଅନୁଷ୍ଠିତ ହୋଇଯାଇଛି। କ୍ଲବର ସଭାପତି ପ୍ରଦ୍ୟୁମ୍ନ ପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ସମ୍ପାଦକ!-->…
ପୁଣି ଷଷ୍ଠ ଥର ଜଳକାରେ ବନ୍ଯା : ଭେଡିବନ୍ଧରୁ ଅତଡା ଖସୁଛି
ବସ୍ତା୧୭/୮: ଜଳକାନଦୀରେ ବନ୍ଯା ପାଣିରେ ବସ୍ତା ଅଞ୍ଚଳର ୧୫ରୁ ଉର୍ଦ୍ଧ ପଞ୍ଚାୟତ ଜଳମଗ୍ନ ହୋଇଥିବା ବେଳେ ହଜାର ହଜାର ହେକ୍ଟର ଧାନଚାଷ ପାଇଁ ରୁଆ ଯାଇଥିବା ବିହୋନ ଓ ତଳି ସମ୍ପୁର୍ଣ୍ଣ ନଷ୍ଟ ହୋଇଯାଇଛି ।ପୁଣି ଆଜି ଜଳକା ନଦୀ ରେ ପ୍ରବଳ ବନ୍ଯାପାଣି ପ୍ରବେଶ କରୁଛି ।ମୟୁରଭଞ ଜିଲ୍ଲା ଚକ!-->…
କୁକୁଡ଼ା ଭାଡିରୁ ଅଜଗର ଉଦ୍ଧାର।
ନୀଳଗିରି, ୧୭/୦୮,: ନୀଳଗିରି ଏନ୍ଏସି ଅଧୀନ ୪ ନମ୍ବର ୱାର୍ଡ ମିରିଗିଣି ଗ୍ରାମରୁ ପ୍ରାୟ ଆଠ ଫୁଟ ଲମ୍ବର ଅଜଗର ସାପ ଉଦ୍ଧାର କରାଯାଇଛି । ସାପଟି ଉକ୍ତ ଗ୍ରାମର ପ୍ରଦୀପ କୁମାର ପ୍ରଧାନଙ୍କ କୁକୁଡ଼ା ଭାଡି ଭିତରେ ପଶି ୭ଟି ଅଣ୍ଡା ଖାଇବା ସହ ଦୁଇଟି କୁକୁଡ଼ା କୁ ମାରି ଗିଳିଦେଇଥିଲା। ଶ୍ରୀ!-->…