Sign in
Sign in
Recover your password.
A password will be e-mailed to you.
ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ: ଅଭିଯୁକ୍ତ ଗିରଫ, କୋର୍ଟ ଚାଲାଣ
ବେଲଗୁଣ୍ଠା:୧୩/୬--(ଶିବରାମ ଚୌଧୁରୀ )ଗାଙ୍ଗପୁର ଥାନା ଅନ୍ତର୍ଗତ ସିଙ୍ଗିପୁର ପଞ୍ଚାୟତର କଇଠରା ଗ୍ରାମରେ ଜଣେ ୧୪ ବର୍ଷର ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ନେଇ ଏକ ସଙ୍ଗୀନ ଅଭିଯୋଗ ସାମ୍ନାକୁ ଆସିଛି। ଏହି ମାମଲାରେ ତତ୍ପରତା ପ୍ରକାଶ କରି ଗାଙ୍ଗପୁର ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ…
ଓଡ୍ର ଖଣ୍ଡାୟତ କାଳଞ୍ଜୀ ସମାଜର ପ୍ରତିଭା ସମ୍ମାନ ଉତ୍ସବ ଅନୁଷ୍ଠିତ: ୩୧୦ ଜଣ କୃତୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧିତ
ବେଲଗୁଣ୍ଠା-୧୩/୬:-(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ଗାଙ୍ଗପୁର ଶରତ ଚନ୍ଦ୍ର ପଣ୍ଡା ସ୍ମାରକୀ ଉଚ୍ଚ ବିଦ୍ୟାଳୟ ପରିସରରେ ଓଡ୍ର ଖଣ୍ଡାୟତ କାଳଞ୍ଜୀ ସମାଜ କେନ୍ଦ୍ର ପରିଷଦ ପକ୍ଷରୁ ଏକ ଭବ୍ୟ ପ୍ରତିଭା ସମ୍ମାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ପରିଷଦର ସଭାପତି ସନ୍ତୋଷ…
ବଣ୍ଡା ଓ ଦିଦାୟୀ ଆଦିମ ଜନଜାତିଙ୍କୁ ଭୋଟର ତାଲିକାରେ ସାମିଲ କରିବା ପାଇଁ ମାଲକାନଗିରି ପ୍ରଶାସନର ସ୍ୱତନ୍ତ୍ର ସ୍ୱୀପ…
ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ: ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଵୀପ ଆନୁକୂଲ୍ୟରେ ଏକ ବ୍ୟାପକ ତଥା ମାରାଥନ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (ଏସଆଇଆର-୨୦୨୬) ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…
ତିନି ମାସ ହେଲା ମିଳିନି ଦରମା: ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ସୁରକ୍ଷା କର୍ମୀଙ୍କ କାର୍ଯ୍ୟବନ୍ଦ…
ମାଲକାନଗିରି, ୧୩/୦୬/୨୬ (ସୁରେନ୍ଦ୍ର କୁମାର ବେମାଳ): ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ସୁରକ୍ଷା ଦାୟିତ୍ୱରେ ଥିବା କର୍ମଚାରୀମାନେ ଆଜିଠାରୁ ସମ୍ପୂର୍ଣ୍ଣ କାର୍ଯ୍ୟ ବନ୍ଦ କରି ହସ୍ପିଟାଲ ସମ୍ମୁଖରେ ଧାରଣାରେ ବସିଛନ୍ତି। ଗତ ୩ ମାସ ହେବ ଦରମା ପାଇନଥିବାରୁ ସେମାନେ ଏହି ଚରମ…
ଝାରପୋଖରିଆ ଅଞ୍ଚଳ ରେ ରେଡ୍: ଗଞ୍ଜେଇ ଓ ଗୋ-ମାଫିଆଙ୍କ ସମ୍ପତ୍ତି ଉପରେ ଏକ କାଳୀନ ଚଢ଼ାଉ।
ସାରସକଣା,(ଶାସକ ପ୍ରଶାସକ ମୟୂରଭଞ୍ଜ ଜିଲ୍ଲା ପୋଲିସ ପକ୍ଷରୁ ଅପରାଧୀ ଓ ମାଫିଆଙ୍କ ବିରୋଧରେ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଝାରପୋଖରିଆ ଥାନା ଅଞ୍ଚଳର ଦୁଇଟି ପୃଥକ ସ୍ଥାନରେ ପୋଲିସର ସ୍ୱତନ୍ତ୍ର ଟିମ୍ ଏକକାଳୀନ ଚଢ଼ାଉ କରିଛି। ଝାରପୋଖରିଆ ଥାନା କେସ୍ ନମ୍ବର ୧୦୭/୨୦୨୬…
ହାର୍ଟ ହସ୍ପିଟାଲକୁ ନେଇ ଶ୍ରେୟ ରାଜନୀତି, ବିରୋଧୀଙ୍କୁ ଘେରିଲେ ଟଙ୍କଧର
ଝାରସୁଗୁଡ଼ା: ଝାରସୁଗୁଡ଼ାସ୍ଥିତ ହାର୍ଟ ହସ୍ପିଟାଲକୁ କାର୍ଯ୍ୟକ୍ଷମ କରିବା ପ୍ରସଙ୍ଗକୁ ନେଇ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ ଏକ ସାମ୍ବାଦିକ ସମ୍ମିଳନୀରେ ବିରୋଧୀ ଦଳ ଉପରେ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ଜନସାଧାରଣଙ୍କ ସମର୍ଥନ ଓ ଆଶୀର୍ବାଦ ବଳରେ ରାଜ୍ୟରେ ଭାଜପା…
ଭାରତୀୟ ଜନତା ପାର୍ଟି ର ଜିଲ୍ଲା ପଦାଧିକାରୀ ମାନଙ୍କ ବୈଠକ ଅନୁଷ୍ଠିତ l
ନବରଙ୍ଗପୁର: 13/06/2026 : ନବରଙ୍ଗପୁର ଜିଲ୍ଲା ଭାରତୀୟ ଜନତା ପାର୍ଟି ତରଫରୁ ସମସ୍ତ ଜିଲ୍ଲା ପଦାଧିକାରୀ, ମୋର୍ଚ୍ଚା ସଭାପତି ଓ ମଣ୍ଡଳ ପ୍ରଭାରୀ ମାନଙ୍କ ମାସିକ ବୈଠକ ଜିଲ୍ଲା ସଭାପତି ଶ୍ରୀ କୁଞ୍ଜବିହାରୀ ଦାଶ ଙ୍କ ସଭାପତିତ୍ବ ରେ ନବରଙ୍ଗପୁର ସ୍ଥିତଭାରତୀୟ ଜନତା ପାର୍ଟି ର ଜିଲ୍ଲା…
ଇଷ୍ଟର୍ଣ୍ଣ ଷ୍ଟାର୍ ଆୱାର୍ଡସ୍ ୨୦୨୬ରେ ଧାମରା ପୋର୍ଟକୁ ଉତ୍ତମ ପଣ୍ୟ କାରବାର ପାଇଁ ମିଳିଲା ସମ୍ମାନ
ଧାମରା, ୧୩ ଜୁନ ୨୦୨୬: ପୂର୍ବ ଭାରତର ଅଗ୍ରଣୀ ବନ୍ଦର ଭାବେ ପରିଚିତ ଆଦାନି ପୋର୍ଟ୍ସ ଆଣ୍ଡ ଲଜିଷ୍ଟିକ୍ସ ଅଧୀନରେ ପରିଚାଳିତ ଧାମରା ପୋର୍ଟ କମ୍ପାନୀ ଲିମିଟେଡ୍କୁ ଇଷ୍ଟର୍ଣ୍ଣ ଷ୍ଟାର୍ ଆୱାର୍ଡସ୍ ୨୦୨୬ରେଉତ୍ତମ ପଣ୍ୟ କାରବାର ପାଇଁ “ନନ୍-ମେଜର୍ ପୋର୍ଟ ଅଫ୍ ଦି ଇୟର୍” ସମ୍ମାନ ପ୍ରଦାନ…
ସରକାରଙ୍କ କୋଟି କୋଟି ଟଙ୍କାର ପ୍ରକଳ୍ପ ବ୍ୟବହାର ନ ହେଉଣୁ ନଷ୍ଟ ହେଉଛି , କ୍ଷୋଭ ପ୍ରକାଶ କରିଛନ୍ତି ବିଧାୟକ ରୁପେଶ…
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ବିଦ୍ୟୁତ ଗ୍ରାହକ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଗୋଟିଏ ଗୋଟିଏ ସବ ଷ୍ଟେସନରୁ ୬ ରୁ ୭ ହଜାର ଉପଭୋକ୍ତାଙ୍କୁ ବିଦ୍ୟୁତ ସଂଯୋଗ ଦିଆଯାଇଛି ଫଳରେ ଲୋ ଭୋଲ୍ଟେଜ ଓ ଅତ୍ୟଧିକ ସରବରାହ ଯୋଗୁଁ ବାରମ୍ବାର ବିଦ୍ୟୁତ୍ କାଟ , ବିଶେଷ କରି ଗ୍ରୀଷ୍ମରେ…
ଗଜପତି ଜିଲ୍ଲାରେ ବିଶ୍ୱ ଶିଶୁ ଶ୍ରମ ନିରୋଧ ଦିବସ ଓ ବିଶ୍ୱ ବୃଦ୍ଧ ନିର୍ଯାତନା ସଚେତନତା ଦିବସ ଅବସରରେ ସଚେତନତା…
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : କାଶୀନଗର ବ୍ଲକ ଅନ୍ତର୍ଗତ ବୁଡୁରା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ (ଡିଏଲଏସଏ), ଗଜପତି ପକ୍ଷରୁ ବିଶ୍ୱ ଶିଶୁ ଶ୍ରମ ନିରୋଧ ଦିବସ ଏବଂ ବିଶ୍ୱ ବୃଦ୍ଧ ନିର୍ଯାତନା ସଚେତନତା ଦିବସ ଅବସରରେ ଏକ ସଚେତନତା…