ଡାବୁଗାଁ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ୟୁଏଏସ ସ୍ଥଗିତ ନିମନ୍ତେ ବିଇଓ ଙ୍କୁ ଦାବିପତ୍ର ପ୍ରଦାନ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୯/୦୭/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ୟୁନିଫାଏଡ ଉପସ୍ଥାନ ପଦ୍ଧତି (ୟୁଏଏସ) ସ୍ଥଗିତ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ ରେ ଡାବୁଗାଁ ବିଇଓ ଙ୍କ ଜରିଆରେ ଏକ ଦାବୀପତ୍ର ପ୍ରଦାନ କରିଛନ୍ତି।…

ଅଲ୍ ଓଡିଶା ହସ୍ପିଟାଲ କର୍ମଚାରୀ ସଂଘ ପକ୍ଷରୁ ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ…

ରାୟଗଡ଼ା : ୨୯/୦୭/୨୫:  ଅଲ୍ ଓଡିଶା ହସ୍ପିଟାଲ କର୍ମଚାରୀ ସଂଘ ( ସଂଲଗ୍ନ ଭାରତୀୟ ମଜଦୂର ସଂଘ) ରାୟଗଡା ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲାରେ ଠିକା ସଂସ୍ଥା ( Outsourcing ) ଦ୍ଵାରା କାର୍ଯ୍ୟରତ ସଫେଇ ଓ ହାଉସ କିପିଙ୍ଗ୍‍ କର୍ମଚାରୀ ମାନଙ୍କ ସମସ୍ୟାକୁ ନେଇ ବାରମ୍ବାର ଲିଖିତ ଅଭିଯୋଗ କରି…

ପ୍ରଥମେ ଭିତ୍ତିଭୂମି , ପରେ ୟୁଏଏସ୍ ପୋର୍ଟାଲ୍ ପାଇଁ ଦାବି ; ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ତରଫରୁ ଗୋଷ୍ଠୀ ଶିକ୍ଷା…

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ୟୁନିଫାଏଡ୍ ଅଟୋମେସନ୍ ସିଷ୍ଟମ୍ ( ୟୁଏଏସ୍) ଲାଗୁ ପୂର୍ବରୁ ବିଦ୍ୟାଳୟରେ ଭିତ୍ତିଭୂମି ସୁଦୃଢ଼ କରିବାକୁ ବେଲଗୁଣ୍ଠା ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ତରଫରୁ ଦାବି କରାଯିବା ସହିତ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରିଣୀଙ୍କୁ ସ୍ମାରକ ପତ୍ର ପ୍ରଦାନ…

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା ଶିବିର

ନବରଙ୍ଗପୁର: ୨୯/୦୭/୨୦୨୫:ଅଶୋକ ସାହୁ, ଶାସକ ପ୍ରଶାସକ,ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଦ୍ଵାରା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ପାପଡାହାଣ୍ଡି ବିଦ୍ୟାଳୟର ଛାତ୍ରୀମାନଙ୍କୁ ନେଇ ଏକ ଆଇନ ସଚେତନତା ଶିବିର ଅନୁଷ୍ଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା…

ପୁରାତନ ଛାତ୍ର ସଂଗଠନର ସାଂଗଠନିକ ବୈଠକ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଲକ୍ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପୁରାତନ ଛାତ୍ର ସଂଗଠନର ଏକ ସାଂଗଠନିକ ବୈଠକ ଅନୁଷ୍ଠାନ ପରିସରରେ ଅନୁଷ୍ଠିତ ହୋଇଯାଇଛି I ସଂଗଠନ ସଭାପତି ଗୋରାଚାନ୍ଦ୍ ସ୍ଵାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ…

ଜିଲ୍ଲା ପ୍ରଶାସନ ଓ ଆଦିତ୍ୟ ଏଜୁକେସନାଲ ସୋସାଇଟି ମଧ୍ୟରେ ନିଯୁକ୍ତି ଭିତ୍ତିକ ଚୁକ୍ତି

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଦକ୍ଷତା ବିକାଶ ନିୟୋଜନ କାର୍ଯ୍ୟାଳୟ ଓ ଆଦିତ୍ୟ ଏଜୁକେସନାଲ ସୋସାଇଟି ମଧ୍ୟରେ ନିଯୁକ୍ତି ଭିତ୍ତିକ ତାଲିମ୍ ପାଇଁ ଚୁକ୍ତି ସ୍ବାକ୍ଷରିତ ହୋଇଅଛି। ଏଥିରେ ଜିଲ୍ଲା ତଥା ରାଜ୍ୟର ୨୪୦ ଜଣ +୨ ପାସ୍ କିମ୍ବା ଫେଲ୍…

ଭାରତ ରତ୍ନ ଜେ.ଆର.ଡି. ଟାଟାଙ୍କ ୧୨୧ତମ ଜନ୍ମଜୟନ୍ତୀ ଅବସରରେ ଟିପିସିଓଡିଏଲ୍ ପକ୍ଷରୁ ଏଥିକ୍ସ-ଡେ ପାଳିତ

ଭୁବନେଶ୍ୱର, ୨୯ ଜୁଲାଇ ୨୦୨୫: ଟାଟା ପାୱର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ (ଟିପିସିଓଡିଏଲ୍) ପକ୍ଷରୁ ଏଥିକ୍ସ ଡେ ପାଳିତ । ଭାରତ ରତ୍ନ ଜେ.ଆର.ଡି. ଟାଟାଙ୍କ ୧୨୧ତମ ଜନ୍ମଜୟନ୍ତୀ ଅବସରରେ ଏହି ଏଥିକ୍ସ-ଡେ ପାଳିତ ହୋଇଯାଇଛି ।…

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ରେ ଶିଶୁ ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ।

ପଦ୍ମପୁର:- ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ରେ ଶିଶୁ ବାଟିକା ବିଭାଗ ର ଶିଶୁ ମାନଙ୍କର ଆଜି ସ୍ବାସ୍ଥ୍ୟ ପରୀକ୍ଷଣ କରାଯାଇଛି। ଏହି ଅବସରରେ ତାଲପାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଆୟୁଷ ଡାକ୍ତର ଡ଼ଃ ସମୀର ମେହେର ଯୋଗଦେଇ ୨୪୫ ଜଣ ଶିଶୁ ମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ।…

ବୟସ୍କମାନେ ମୁଖ ସ୍ୱାସ୍ଥ୍ୟ ପାଇଁ ଆୟୁର୍ବେଦ ଆଧାରିତ ଉପାୟକରନ୍ତୁ ଅନୁସରଣ

ବୟସ ବଢ଼ିବା ସହିତ ଦାନ୍ତ ଓ ମାଢ଼ିର ଯତ୍ନ ଅତ୍ୟାବଶ୍ୟକ: ଡା. ସୋନିଆ ଦତ୍ତ ଭୁବନେଶ୍ୱର, ୨୮ ଜୁଲାଇ ୨୦୨୫:ବୟସ ବଢ଼ିବା ସହିତ ଦାନ୍ତ ଓ ମାଢ଼ି ସମ୍ପର୍କିତ ସମସ୍ୟା ବଢ଼ିଥାଏ, ଯାହା ମୁଖ ସ୍ୱାସ୍ଥ୍ୟ ଉପରେ ଗଭୀର ପ୍ରଭାବ ପକାଏ। ଏହି ସମସ୍ୟାକୁ ଅଣଦେଖା କଲେ ଦୀର୍ଘକାଳୀନ ହାନି ହେବାର…

ନାରୀ ସୁରକ୍ଷା ଓ ସ୍ୱାଭିମାନ ପାଇଁ ସଂସଦ ପରିସରରେ ଥିବା ଗାନ୍ଧୀ ମୂର୍ତ୍ତି ତଳେ ବିଜେଡି ସାଂସଦଙ୍କ ଧାରଣା

https://youtu.be/KS7djjsFVaM?si=grtn3sba5vb8UFkl ଏଫ୍ଏମ୍ କଲେଜ ଘଟଣାକୁ ନ୍ୟାୟିକ ତଦନ୍ତ କରାଯାଉ ବଳଙ୍ଗା ଘଟଣାରେ ଦୋଷୀଙ୍କୁ ତୁରନ୍ତ ଗିରଫ ଦାବି ରାଜ୍ୟରେ ଆଜି ନାରୀ ଓ ଶିଶୁମାନେ ଅସୁରକ୍ଷିତ ଭୁବନେଶ୍ୱର, ୨୯/୦୭/୨୦୨୫: ରାଜ୍ୟରେ ନାରୀ ଓ ଶିଶୁ ନିର୍ଯାତନା…