Sign in
Sign in
Recover your password.
A password will be e-mailed to you.
ନୂତନ ଗଜପତି ଜିଲ୍ଲାପାଳ ଭାବେ ମଧୁମିତାଙ୍କ ଯୋଗଦାନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବରେ ଶ୍ରୀମତୀ ମଧୁମିତା , ଭା.ପ୍ର.ସେ. ଆଜି ଯୋଗଦାନ କରିଛନ୍ତି । ପୁର୍ବରୁ ଥିବା ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ , ଭା.ପ୍ର.ସେ.ଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ଶାସନ ସଚିବ…
ତାଳପଦର ରାଜସ୍ବନିରୀକ୍ଷକ ଙ୍କ ବଦଳି ପାଇଁ ଦାବିପତ୍ର
ବିଜେପୁର ବରଗଡ ଜ଼ିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ତାଳପଦର ରାଜସ୍ଵ କାର୍ଯ୍ୟାଳୟରେ ଅବସ୍ଥାପିତ ଆର୍ଆଇଙ୍କୁ ଅନ୍ୟତ୍ର ବଦଳି ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ସେମାନଙ୍କ ଅଭିଯୋଗ ଅନୁସାରେ ରାଜସ୍ବ ନିରୀକ୍ଷକ ପ୍ରିୟଙ୍କା ଯଶ୍ୱାଳ ଲୋକଙ୍କୁ ଠିକ୍ ଭାବେ ସେବା ଯୋଗାଉନାହାନ୍ତି। ଛାତ୍ରଛାତ୍ରୀ…
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କୁ ଡାବୁଗାଁ ରେ ଭବ୍ୟ ସ୍ଵାଗତ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୨୬/୦୭/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ସଦର ପିଣ୍ଟୁ ଅଗ୍ରୱାଲ ଙ୍କ ଦୋକାନ ସମ୍ମୁଖରେ ମାନ୍ୟବର ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କୁ ବ୍ଲକ ବିଜେପି ଦଳ ତରଫରୁ ଭବ୍ୟ ସ୍ଵାଗତ କରା ଯାଇଛି।ମନ୍ତ୍ରୀ…
ମଡେଲ ଗ୍ରାମ ପଞ୍ଚାୟତ ପଦକ୍ଷେପକୁ ବ୍ୟାପକ କରିଛି ଟିପିଏସ୍ଓଡିଏଲ୍
ବ୍ରହ୍ମପୁର, ଜୁଲାଇ ୨୦୨୫: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ (ଟିପିଏସ୍ଓଡିଏଲ୍) ଏହାର "ମଡେଲ ଗ୍ରାମ ପଞ୍ଚାୟତ (ମଡେଲ ଜିପି)" ପଦକ୍ଷେପ ଅଧୀନରେ ଆଉ ୧୪ ଟି ଗ୍ରାମ ପଞ୍ଚାୟତକୁ ସାମିଲ କରି ଗ୍ରାମୀଣ ସଶକ୍ତିକରଣ ଦିଗରେ ପ୍ରୟାସ ଜାରି ରଖିଛି। ପୂର୍ବରୁ କମ୍ପାନୀ ସମଗ୍ର…
ଗାୟତ୍ରୀ ବିଦ୍ୟାମନ୍ଦିରରେ କାରଗିଲ ବିଜୟ ଦିବସ ପାଳିତ,
ଓଡ଼ଗାଁ,୨୬।୭(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ପନ୍ତିଖାରୀ ପଞ୍ଚାୟତ ମଶାବାରୀ ଗାୟତ୍ରୀ ବିଦ୍ୟାମନ୍ଦିରେ ଜୁଲାଇ ୨୬ ତାରିଖ ଶନିବାର ୨୬ତମ କାରଗିଲ ବିଜୟ ଦିବସ ପାଳିତ ହୋଇଯାଇଛି । ଭାରତ ମାତାର ଜୟଗାନ କରିବା ସହିତ' ଶହୀଦ୍ ଯବାନ ଅମର ରହେ' କାରଗିଲ ଯୋଦ୍ଧାଙ୍କ…
ସେଂଟ୍ରାଲ ବ୍ୟାଙ୍କ ଡିଜିଟାଲ ମୁଦ୍ରା ବ୍ୟବହାର ସଚେତନତା କାର୍ଯ୍ୟକ୍ରମ
ସୁଭଦ୍ରା ହିତାଧିକାରୀଙ୍କୁ ଡିଜିଟାଲ ମୁଦ୍ରାରେ ମିଳିବ ୩ୟ କିସ୍ତି ଅର୍ଥ,
ଓଡ଼ଗାଁ,୨୬।୭(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ଗୌଡ଼ପୁଟ ପଞ୍ଚାୟତରେ ସୁଭଦ୍ରା ହିତାଧିକାରୀ ମାନଙ୍କୁ ନେଇ ଡିଜିଟାଲ ମୁଦ୍ରାର ବ୍ୟବହାର ସଂପର୍କିତ ସଚେତନତା କାର୍ଯ୍ୟକ୍ରମ ଶନିବାର…
ଶିଶୁ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ
ଓଡ଼ଗାଁ,୨୬।୭(ଶ୍ରୀକାନ୍ତ କୁମାର ମିଶ୍ର):ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ସୋଲପଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିଶୁ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିଶୁସୁରକ୍ଷା ଅଧକାରୀ ସିବିୟନ ପ୍ରଧାନଙ୍କ ନେତୃତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶିଶୁସୁରକ୍ଷା ଅଧକାରୀ…
ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲରେ ପାଳିତ ହେଲା *କାର୍ଗିଲ ବିଜୟ ଦିବସ
ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ)ତା ୨୬/୦୭/୨୦୨୫ ରିଖ ସ୍ଥାନୀୟ ତାରିଣୀ ମନ୍ଦିର ରୋଡ଼ ସ୍ଥିତ ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲରେ କାର୍ଗିଲ ବିଜୟ ଦିବସ ପାଳିତ ହୋଇଯାଇଛି | ୧୯୯୯ ମସିହା ଜୁଲାଇ ୨୬ ଆଜିର ଦିନ ରେ ବଳିଦାନ ଦେଇଥିବା ଭାରତ ମାତାଙ୍କ ବୀର ଯବାନ ଙ୍କୁ ସ୍ମୃତି…
ଶାରିରୀକ ଶିକ୍ଷକ ସଂଘ ତରଫରୁ ଏକ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା
ବିଜେପୁର :-ବରଗଡ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଟି.ଗଣ୍ଡପାଲି ଉଚ୍ଚ ବିଦ୍ୟାଳୟ ଠାରେ ଶାରିରୀକ ଶିକ୍ଷକ ସଂଘ ତରଫରୁ ଏକ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ପ୍ରଧାନ ଶିକ୍ଷକ ଭରତ ସା ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ ସଭାରେ…
ଶିକ୍ଷାବିତ୍ ଅମୂଲ୍ୟ ଦାସଙ୍କ ଷଷ୍ଠ ଶ୍ରାଦ୍ଧବାର୍ଷିକୀ ଅବସରରେ ସମ୍ବାଦ ସାହିତ୍ୟ ଘର ତରଫରୁ ବୃକ୍ଷରୋପଣ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ଆଜି ଘୁମୁସର ମାଟିର ବିଶିଷ୍ଟ ଶିକ୍ଷାବିତ୍ ତଥା ସ୍ଵର୍ଗତ ଅଧ୍ୟକ୍ଷ ଅମୂଲ୍ୟ ଦାସଙ୍କ ଷଷ୍ଠ ଶ୍ରାଦ୍ଧବାର୍ଷିକୀ ଅବସରରେ ଗୋବରା ବିଶ୍ୱଭାରତୀ ପରିସରରେ ବିଶ୍ୱ ଭାରତୀ, ସାହିତ୍ୟ ଘର, ବେଲଗୁଣ୍ଠା ପ୍ରେସକ୍ଲବ ଏବଂ ରୋଟାରୀ କ୍ଳବ୍ ପକ୍ଷରୁ ଏକ ମିଳିତ…