ବ୍ଲକସ୍ତରୀୟ ଗଙ୍ଗାଧର ସାହିତ୍ୟ ପ୍ରତିଯୋଗିତା

ବିଜେପୁର :-ବିଜେପୁର : ବରଗଡ ଜିଲ୍ଲା ବିଜେପୁର ଖଗେଶ୍ବର ସାହିତ୍ୟ କଳା ପରିଷଦ ଗଙ୍ଗାଧର ସାହିତ୍ୟ ସଂପର୍କରେ ବ୍ଲକସ୍ତରୀୟ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ସଭାପତି ମୋହନ ସିଂ କହ୍ନେଇଙ୍କ ଅଧ୍ୟକ୍ଷତାରେ ବରିଷ୍ଠ ଗବେଷିକା ପ୍ରମୋଦିନୀ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ…

ରାବରା ଆଖୁପଦର ରାସ୍ତାକୁ ପକ୍କା ସଡ଼କ କରିବା ପାଇଁ ଦାବି

ଓଡ଼ଗାଁ,୨୫।୭(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ରାବରା ଗ୍ରାମପଞ୍ଚାୟତ ରାବରା ଠାରୁ ଆଖୁପଦର ରାସ୍ତାକୁ ସଂଯୋଗ କରୁଥିବା କଚ୍ଚା ରାସ୍ତାକୁ ପକ୍କା ରାସ୍ତାରେ ପରିଣତ କରିବା ପାଇଁ ଗ୍ରାମବାସୀ ସମୁହ ଦାବି ଜଣାଇଛନ୍ତି । ଗ୍ରାମପଞ୍ଚାୟତ ସହ ସଂଯୋଗ କରୁଥିବା ବିଭିନ୍ନ…

ଜିଲ୍ଲାପାଳଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀଙ୍କ ଅଧ୍ୟକ୍ଷତା ରେ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି।…

ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗୀତାରେ ଗଜପତି ଜିଲ୍ଲା ପୁରସ୍କୃତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡ଼ିଶା ସାହିତ୍ୟ ଏକାଡେ଼ମୀ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗୀତାରେ ଗଜପତି ଜିଲ୍ଲା ଦ୍ଵିତୀୟ ସ୍ଥାନ ଅଧିକାର କରି ଜିଲ୍ଲାକୁ ଗୌରବନ୍ଵିତ କରିଛିନ୍ତି ସ୍ଥାନୀୟ ଗାନ୍ଧୀ ସ୍ମୃତି ପ୍ରାଥମିକ ବିଦ୍ୟାଳୟ , ପାରଳାଖେମୁଣ୍ଡି ର…

ଜିଲ୍ଲା ପୁଲିସ ପକ୍ଷରୁ ମୋବାଇଲ ବଣ୍ଟନ ମେଳା

ନୟାଗଡ଼(ବିଶ୍ୱଜିତ ନାୟକ):- ନୟାଗଡ଼ ଜିଲ୍ଲା ପୁଲିସ ପକ୍ଷରୁ ଆଜି ଏକ ମୋବାଇଲ ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ଏସ୍‌ପି ଏସ୍ ସୁଶ୍ରୀଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଆୟୋଜନ ହୋଇଥିବା ବେଳେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସନାତନ କାଲୋ ଏବଂ ବରିଷ୍ଠ ପୁଲିସ ଅଧିକାରୀ ଉପସ୍ଥିତ…

ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ କଲେଜଲେନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଙ୍କ କୃତିତ୍ୱ

ନୟାଗଡ଼ (ବିଶ୍ୱଜିତ ନାୟକ) :- ଆଜି ଭୁବନେଶ୍ୱରଠାରେ ଓଡିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସ ଉତ୍ସବରେ ନୟାଗଡ଼ କଲେଜଲେନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀ ଆଲିସା ପ୍ରିୟଦର୍ଶିନୀ ସାହୁ ପୁରସ୍କୃତ ହୋଇ ଜିଲ୍ଲା ପାଇଁ ଗୌରବ ଆଣି ଦେଇଛନ୍ତି। ପ୍ରତିବର୍ଷ ପରି ଏ ବର୍ଷ…

ପୈାର ପରିଷଦ ବୈଠକ ଅଧାରୁ ବାତିଲ

ନିର୍ବାହୀ ଅଧିକାରୀଙ୍କ ଉପରେ ବିଧାୟକ ଖପ୍ପା: କାମ ହେଉନି, ବିକାଶ ଠପ୍‌ ନୟାଗଡ଼(ବିଶ୍ୱଜିତ ନାୟକ) :- ନୟାଗଡ଼ ପୈାର ପରିଷଦ ବୈଠକରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ପୈାର ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟଙ୍କ ଉପରେ ଖପ୍ପା ହୋଇଛନ୍ତି । ନୟାଗଡ଼ ସହରରେ ବିକାଶ ମୂଳକ କାର୍ଯ୍ୟ ଏକ…

ତିନି ଦିନ ହେଲା ଅନ୍ଧାରରେ ୧୧ ଗ୍ରାମବାସୀ, ବିଦ୍ୟୁତ ବିଭାଗ ଘେରିଲେ ଗ୍ରାମବାସୀ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୫/୦୭/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଅନ୍ତର୍ଗତ ଚଚରା ଗୁଡା ଗ୍ରାମ ପଞ୍ଚାୟତ ର ୧୧ ଖଣ୍ଡ ଗ୍ରାମବାସୀ ୩ ଦିନ ହେଲା ଅନ୍ଧାରରେ ଅଛନ୍ତି।ବିଦ୍ୟୁତ୍ ର ବ୍ରେକ ଡାଉନ୍ ଯୋଗୁଁ ୧୧ ଖଣ୍ଡ ଗ୍ରାମବାସୀ ଅନ୍ଧାର ରେ ଥିବା ବେଳେ ଆଜି ଗ୍ରାମବାସୀ…

ଭଞ୍ଜନଗର ଠାରେ ଉପଖଣ୍ଡ ସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ସଂପର୍କ ରେ ଏକ ପ୍ରସ୍ତୁତି ବୈଠକ ଅଦ୍ୟ ଜୁଲାଇ ମାସ ୨୫ ତାରିଖ ୨୦୨୫ ଶୁକ୍ରବାର ଦିନ ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଉମାଶଙ୍କର ବେହେରା ଙ୍କ ଅଧ୍ୟକ୍ଷତାରେ…

ନବରଙ୍ଗପୁର ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଙ୍କୁ ବିଦାୟ ସମ୍ବର୍ଦ୍ଧନା

ନବରଙ୍ଗପୁର ତା ୨୫.୭.୨୦୨୫:ଅଶୋକ ସାହୁ, ଶାସକ ପ୍ରଶାସକ,ସ୍ଥାନୀୟ ବନ ବିଭାଗ ର ଚରକବନ ଠାରେ ନବରଙ୍ଗପୁର ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ସୁଚନା ଅନୁଯାୟୀ ଓଡ଼ିଶା ସରକାର ଙ୍କ ସାଧାରଣ ପ୍ରଶାସନ ଓ ଜନ ଶୁଣାଣୀ ବିଭାଗ ବିଜ୍ଞପ୍ତି ପତ୍ର ସଂଖ୍ୟା…