Sign in
Sign in
Recover your password.
A password will be e-mailed to you.
ଦେବଗିରି ମଠରେ ଦ୍ବାଦଶ ରୁଦ୍ର ବନ୍ଦନା ଓ ଶିବଲିଙ୍ଗରେ ଜଳାଭିଷେକ
ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ) କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଳକ ବୁଢୀପଦର ଠାରେ ଥିବା ଦେବଗିରି ମଠରେ ଆଜି ଦ୍ବାଦଶ ରୁଦ୍ର ବନ୍ଦନା ସହ ମହାଦେବଙ୍କ ବିଶେଷ ପୂଜା ଅନୁଷ୍ଠିତ ହୋଇଛି। ଏହାସହ ପୂଜା ପାଇଛନ୍ତି ଦଧିବାମନ ଜୀଉ, ମହାମାୟା ଚଣ୍ଡୀ, ଗଣପତି ବାବା, କୁମାର…
ରାମନାଗୁଡାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ।
ରାମନାଗୁଡା/ରାୟଗଡ:- ତା.୨୧-୦୭-୨୦୨୫ରିଖ ଦିନ ରାମନାଗୁଡା ବ୍ଲକ ସଦଭାବନା ସଭାଗୃହ ରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ପାରୁଲ ପଟୱାରୀଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିର ରେ ବନଖଣ୍ଡ…
ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ନିର୍ବାହୀ ଅଧିକାରୀଙ୍କ ରାମନାଗୁଡା ଗ୍ରସ୍ତ ଓ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା…
ରାୟଗଡ:- ତା.21-07-2025 ରିଖରେ ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ରାୟଗଡା ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ ରାମନାଗୁଡା ଗ୍ରସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ । ଚାକୁଣ୍ଡାଠାରେ ନିର୍ମାଣାଧୀନ ଗ୍ରାମ୍ୟ ଔଦ୍ୟୋଗିକ ଉଦ୍ୟାନ,…
ରାୟଗଡ଼ା ଜିଲ୍ଲା ସିଆର୍ପି. ସିଏମ୍. ଆସୋସିଏସନ୍ ପକ୍ଷରୁ ଦାବି ପତ୍ର ପ୍ରଦାନ
ରାୟଗଡ଼ା,୨୧/୦୭ ରାୟଗଡ଼ା ଜିଲ୍ଲା ସିଆର୍ପି. ସିଏମ୍. ଆସୋସିଏସନ୍ର ଜିଲ୍ଲା ସଭାନେତ୍ରୀ ଭାରତୀ ନାୟକ ଏବଂ ସମ୍ପାଦିକା ହୀରା ଦେବୀ ପ୍ରଧାନଙ୍କ ନେତୃତ୍ବରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳ ଡେପୁଟି କଲେକ୍ଟର ନାରାୟଣ ମିଶ୍ରଙ୍କୁ…
ବଡ଼ଭାଲୁପାଲି ରେ ବେହେରାମାଲ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ
ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ )ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବେହେରାମାଲ କ୍ଲଷ୍ଟର ଅନ୍ତର୍ଗତ ବଡ଼ଭାଲୁପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ବେହେରାମାଲ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ତଥା ପୂର୍ବ ସିଆରସିସି…
ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ସୁବର୍ଣ୍ଣପୁର,ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ) ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଡୁଙ୍ଗୁରିପାଲି ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଅନ୍ୟା ଦାସ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବିଜୟ କୁମାର ନାୟକ…
ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ କଟକ ଜିଲ୍ଲା ଦମ୍ପତି
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ସୋମବାର ଦିନ ଗଜପତି ଜିଲ୍ଲାରୁ ୭୨ତମ ଶିଶୁଙ୍କୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନି ମାଝୀ ପୋଷ୍ୟ ସନ୍ତାନ ଭାବେ କଟକ ଜିଲ୍ଲାର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି। ପିତୃମାତୃହୀନ ଏହି ଶିଶୁଙ୍କୁ , ଶିଶୁ ମଙ୍ଗଳ ସମିତିଙ୍କ…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ସମ୍ବଲପୁର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନି…
ଛାତ୍ର କଂଗ୍ରେସ ସଭାପତିଙ୍କ ଗିରଫ ପ୍ରସଙ୍ଗ: ଉଦିତଙ୍କ ଉପରେ ଯେଉଁ ଅଭିଯୋଗ ଆସିଛି, ତାହା ଅତ୍ୟନ୍ତ ସଙ୍ଗୀନ ଅଟେ
ମହିଳାଙ୍କ ଉପରେ ଅତ୍ୟାଚାରୀଙ୍କ ବିରୋଧରେ ଶୂନ୍ୟ
ସହନଶୀଳତା ନୀତି ରହୁ: ବିଜେଡି
ଭୁବନେଶ୍ୱର, ୨୧/୦୭/୨୦୨୫: ଜଣେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତିଙ୍କ ଗିରଫ ପ୍ରସଙ୍ଗରେ ବିଜୁ ଜନତା ଦଳ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛି । ଆଜି ଶଙ୍ଖ ଭବନ ଠାରେ ଆୟୋଜିତ…
ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ଓ ଏଫଏମ କଲେଜ ଛାତ୍ରୀ ଆତ୍ମାହୂତି ଘଟଣା: ତିନି ଆରଡିସି ଅଫିସ ଆଗରେ ଗର୍ଜିଲା…
ଏଫଏମ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାରେ ହାଇକୋର୍ଟର କାର୍ଯ୍ୟରତ ବିଚାରପତିଙ୍କ ଦ୍ୱାରା ନ୍ୟାୟିକ ତଦନ୍ତ ଦାବିହଜାର ହଜାର ବିଜେଡି କର୍ମୀ ବିକ୍ଷୋଭରେ ସାମିଲମୋହନ ସରକାର ହଟାଅ ନାରାରେ କମ୍ପିଲା ବିକ୍ଷୋଭସ୍ଥଳ
ଭୁବନେଶ୍ୱର, ୨୧/୦୭/୨୦୨୫: ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ମହିଳାଙ୍କ…