ସ୍ୱାସ୍ଥ୍ୟ ସେବାରେ ଫାର୍ମାସିଷ୍ଟମାନଙ୍କ ଭୂମିକା ଅନେକ ଗୁରୁତ୍ୱପୂର୍ଣ୍ଣ: ସୋଆ ଉପସଭାପତି

ଭୁବନେଶ୍ୱର, ୨୫/୦୯: ସ୍ୱାସ୍ଥ୍ୟ କଥା ଚିନ୍ତା କଲାବେଳେ ଫାର୍ମାସିଷ୍ଟମାନଙ୍କ କଥା ଚିନ୍ତା କରିବାକୁ ପଡ଼ିବ କାରଣ ସେମାନଙ୍କ ଦ୍ୱାରା ପ୍ରସ୍ତୁତ କରାଯାଉଥିବା ଠିକ୍ ଅନୁପାତର ଔଷଧ ହିଁ ରୋଗ ଉପଶମ କରିବାରେ ସହାୟକ ହୋଇଥାଏ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶ୍ରୀମତି ଶାଶ୍ୱତି ଦାସ…

ମହିଳା ସ୍ନାତକ ମହାବିଦ୍ୟାଳୟରେ ଇତିହାସ ବିଭାଗରେ ପାଠଚକ୍ର ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟର ଇତିହାସ ବିଭାଗ ଆନୁକୂଲ୍ୟରେ ଓଡିଶାର ମହାନ୍ ବିପ୍ଲବୀ ''ଚକରା ବିଷୋୟୀ''ଙ୍କ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମଟି ଅଧ୍ୟକ୍ଷା ଡ଼ ରୀନା…

ତାଳପଦରରେ ଧୂମଧାମରେ ବିଶ୍ୱକର୍ମା ପୂଜା ସମାପ୍ତ

ବିଜେପୁର:- ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅଧୀନସ୍ଥ ତାଳପଦର ଗ୍ରାମରେ ବାବା ବିଶ୍ୱକର୍ମା ପୂଜା ଏବର୍ଷ ବହୁତ ଧୂମଧାମ ସହିତ ପାଳିତ ହୋଇଯାଇଛି। ୧୭ ସେପ୍ଟେମ୍ବରରୁ ଆରମ୍ଭ ହୋଇଥିବା ପୂଜା ୨୪ ସେପ୍ଟେମ୍ବରରେ ଭସାଣି ଯାତ୍ରା ସହିତ ସମାପ୍ତି ହୋଇଛି।ଗ୍ରାମର ତିନୋଟି ପଡାରେ ବିଶେଷ ବ୍ୟବସ୍ଥାରେ…

ଆଇ ଏସ୍ ଆର୍ ଡି ୱାନ ଷ୍ଟପ ସେଣ୍ଟର ତରଫରୁ ମହାରାଜା ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ୱାନ୍ ଷ୍ଟପ୍ କେନ୍ଦ୍ର ର ପରିସର ରେ…

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଇ ଏସ୍ ଆର୍ ଡି ୱାନ୍ ଷ୍ଟପ୍ ସେଣ୍ଟର ତରଫରୁ ମହାରାଜା ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ୱାନ ଷ୍ଟପ କେନ୍ଦ୍ର ର ପରିସର ରେ ସ୍ବଚ୍ଛତା ପଖୱାଡା କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମହାରାଜା ବାଳିକା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଏବଂ…

ପ୍ରବାସୀ ଶ୍ରମିକଙ୍କ ସମସ୍ୟା ସମ୍ବନ୍ଧୀୟ ବିଭିନ୍ନ ବିଷୟରେ ଏକ ସଚେତନତା କାର୍ଯ୍ୟକ୍ରମ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପ୍ରବାସୀ ଶ୍ରମିକଙ୍କ ସମସ୍ୟା ସମ୍ବନ୍ଧୀୟ ବିଭିନ୍ନ ବିଷୟରେ ଏକ ସଚେତନତା କାର୍ଯ୍ୟକ୍ରମ ଆଜି ( ଗୁରୁବାର ) ଗଜପତି ଜିଲ୍ଲାର ନୂଆଗଡ ବ୍ଲକ୍ କନଫରେନ୍ସ ହଲ୍‌ରେ ଆୟୋଜିତ ହୋଇଥିଲା।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ,…

ବନଦୁର୍ଗା ମନ୍ଦିର ରେ କୁଷ୍ମାଣ୍ଡା ବେଶରେ ମା ବନଦୁର୍ଗା।

ପଦ୍ମପୁର :-ବଡ଼ବନ୍ଧ ସ୍ଥିତ ବନଦୁର୍ଗା ମନ୍ଦିର ଠାରେ ମୁଖ୍ୟ ପଣ୍ଡିତ ରଘୁନାଥ ତ୍ରିପାଠୀ ,ମନ୍ଦିର ପୂଜକ ପ୍ରଶାନ୍ତ ପଣ୍ଡା, ପଣ୍ଡିତ ଗିରିଶ ଚନ୍ଦ୍ର ହୋତା, ପଣ୍ଡିତ ଅଶୋକ କୁମାର ପଣ୍ଡା, ପଣ୍ଡିତ ଦେବେନ୍ଦ୍ର ତ୍ରିପାଠୀ, ପଣ୍ଡିତ ପ୍ରବୀଣ ମିଶ୍ର ଓ ପଣ୍ଡିତ ବିଘ୍ନରାଜ ନନ୍ଦ ଙ୍କ ମନ୍ତ୍ର…

ଉତ୍କଳ ଆଲୁମିନା ପକ୍ଷରୁ ରୋଷ୍ଟେଡ ମାଣ୍ଡିଆ ୟୁନିଟ୍ ଉଦଘାଟିତ

 ମାଣ୍ଡିଆ ପ୍ରକ୍ରିାକରଣ ଜରିଆରେ ମହିଳା ହେବେ ସ୍ବାବଲମ୍ବୀ ରାୟଗଡ଼ା, ୨୫/୯: ରାୟଗଡ଼ା ଜିଲ୍ଲା ଟିକିରି ଅନ୍ତର୍ଗତ ଦୋରାଗୁଡ଼ା ସ୍ଥିତ ଉତ୍କଳ ଆଲୁମିନା, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ, ଆଦିତ୍ୟ ବିର୍ଲା ଗ୍ରୁପର ଶତପ୍ରତିଶତ ସହଯୋଗୀ କମ୍ପାନୀ, ଚକୋଲାକା ସହଭାଗିତାରେ ରୋଷ୍ଟେଡ୍ ମିଲେଟ୍ ୟୁନିଟ୍…

ଗାୟତ୍ରୀ ଫାର୍ମାସି ମହାବିଦ୍ୟାଳୟରେ ବିଶ୍ବ ଫାର୍ମାସିଷ୍ଟ ଦିବସ ପାଳିତ

(ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି): ଗୁଣପୁର ସ୍ଥିତ ଗାୟତ୍ରୀ ଫାର୍ମାସି ମହାବିଦ୍ୟାଳୟରେ ବିଶ୍ବ ଫାର୍ମାସିଷ୍ଟ ଦିବସ ପାଳିତ ହୋଇଯାଇଛି । ଫାର୍ମାସୀ କାଉନସିଲ୍ ଅଫ୍ ଇଣ୍ଡିଆ ବା ପି. ସି. ଆଇ. ର ମାର୍ଗଦର୍ଶିକା ଅନୁଯାୟୀ ପ୍ରତିବର୍ଷ ସେପ୍ଟେମ୍ବର ମାସ ୨୫ ତାରିଖକୁ ବିଶ୍ବ ଫାର୍ମାସିଷ୍ଟ…

ବାଣ ଦୋକାନ ଉପରେ ବେଲଗୁଣ୍ଠା ପୋଲିସ୍ ର ଚଢ଼ାଉ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ଗଂଜାମ ଜିଲ୍ଲା ବେଲଗୁଣ୍ଠା ପୋଲିସ୍ ବେଲଗୁଣ୍ଠା ସହରର ଦୁଇଟି ବେଆଇନ୍ ବାଣ ଗୋଦାମ ଉପରେ ଚଢ଼ାଉ କରି ପାଖାପାଖି ୯୦ ହଜାର ଟଙ୍କାର ବାଣ ଜବତ କରିଥିବା ସୂଚନା ମିଳିଛି I ସୂଚନା ପ୍ରକାରେ ଆଜି ବେଲଗୁଣ୍ଠା ପୋଲିସ୍ ବାଙ୍କୀ ବଜାରରେ ଥିବା ମ୍ୟାଚିଙ୍ଗ ସେଣ୍ଟରରେ…

୨୫ ତମ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ)- ,ବେଲଗୁଣ୍ଠା ପେଣ୍ଠସାହି ସ୍ଥିତ ସ୍ୱାମୀ ବିବେକାନନ୍ଦ ଶିଶୁ ମନ୍ଦିରରେ ୨୫ ତମ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି I ଏହି ଜ୍ଞାନ ବିଜ୍ଞାନ ମେଳାରେ ଅନୁଷ୍ଠାନର ଛାତ୍ରଛାତ୍ରୀ ମାନେ ୧୦୯ ଟି ପ୍ରକଳ୍ପ ପ୍ରଦର୍ଶନ କରିଥିଲେ I କାର୍ଯ୍ୟକ୍ରମରେ ବିଚାରକ…