Sign in
Sign in
Recover your password.
A password will be e-mailed to you.
ଏଫ ଏମ କଲେଜ ବାଲେଶ୍ୱର ର ଛାତ୍ରୀ ଆତ୍ମ ହତ୍ୟା ପାଇଁ ସମସ୍ତ ଦୋଷୀ ଙ୍କୁ ନାୟିକ ତଦନ୍ତ ସହ କଠୋର ଦଣ୍ଡ ଦେବା ପାଇଁ…
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଚଳିତ ମାସ 17 07 2025 ତାରିଖ ଦିନ ମିଳିତ ବାମପନ୍ଥୀ ଦଳ ତରଫରୁ ଓଡିଶା ବଦଂ ପାଳନ କରିବା ଅବସରରେ ସିପିଆଇ (ଏମ୍ଏଲ) ଲିବରେସନ ଓ ସିପିଆଇ (ଏମ୍ଏଲ) ଏନ ଡି ତରଫରୁ ଗୁଣପୁର ଏସ ପି ଗୁଡା ଛକ ଠାରେ ଚକା ଜାମ କରିବା ସହ ଟାୟାର ଜାଳି ରାସ୍ତା ଅବରୋଧ…
ପଦ୍ମପୁର ରେ ‘ଓଡିଶା ବନ୍ଦ’ ସଫଳ।
ପଦ୍ମପୁର :- ବାଲେଶ୍ଵର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟ ରେ ଛାତ୍ରୀ ସୌମ୍ୟଶ୍ରୀ ବିଶି ଙ୍କ ପ୍ରତି ହୋଇଥିବା ଅନ୍ୟାୟ ବିରୁଦ୍ଧରେ କଂଗ୍ରେସ ଦଳ ପକ୍ଷରୁ ଓଡିଶା ବନ୍ଦ ଡାକରା ରେ ସମଗ୍ର ଓଡିଶା ବନ୍ଦ ରହିଥିବା ବେଳେ ଆଜି ପଦ୍ମପୁର ରେ ତାହାର ପ୍ରଭାବ ଦେଖିବାକୁ ମିଳିଛି। ସହର ର ସ୍କୁଲ…
କେରଳ ରେ ଶ୍ରମିକ ଭାବେ କାମ କରୁଥିବା ସୁରଜ୍ ବର୍ତ୍ତମାନ ମାଁ ମାଣିକେଶ୍ବରୀ ବିଶ୍ଵବିଦ୍ୟାଳୟର ଛାତ୍ର
ସହଯୋଗର ହାତ ବଢାଇଲେ ଜିଲ୍ଲାପାଳ କଳାହାଣ୍ଡି
ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ): ଦଶମ ବୋର୍ଡ ପରୀକ୍ଷାରେ ଏ-୨ ଗ୍ରେଡ ପାଇ ୪୯୮ ମାର୍କ ରଖି ଉତ୍ତୀର୍ଣ୍ଣ ହୋଇ ସମଗ୍ର ବ୍ଲକ କୁ ଗୌରାବାନିତ କରିଥିବା ଲାଞ୍ଜିଗଡ ବ୍ଲକ ବନ୍ଧପାରୀ ପଞ୍ଚାୟତ ଟିମନଭାଡ଼ି ଗାଁ ତଥା ବିଶ୍ଵନାଥପୁର…
ପଦ୍ମପୁର ବିଜୁ ଜନତା ଦଳ ତରଫରୁ ମୁଖ୍ୟମନ୍ତ୍ରୀ ଙ୍କ କୁଶ ପୁତ୍ତଳିକା ଦାହ।
ପଦ୍ମପୁର :- ସ୍ଥାନୀୟ ଭେଁଉରିଆ ଛକଠାରେ ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟ ରେ ଛାତ୍ରୀ ସୌମ୍ୟଶ୍ରୀ ବିଶି ଙ୍କ ମୃତ୍ୟୁ ର ନ୍ୟାୟ ପ୍ରତିବାଦ ରେ ବିକ୍ଷୋଭ ପ୍ରଦର୍ଶନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ଙ୍କ କୁଶ ପୁତ୍ତଳିକା ଦାହ କରିଛି…
ଲକ୍ଷ୍ମୀ ନାରାୟଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ଶ୍ରୀଜୀଉ : ସନ୍ଧ୍ୟା ଆଳତି ଦର୍ଶନ ପାଇଁ ଭକ୍ତଙ୍କ ସମାଗମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ସ୍ଥିତ ଜଗନ୍ନାଥ ମନ୍ଦିରରେ ଆଷାଢ ପୂର୍ଣ୍ଣିମା ରେ ପ୍ରଭୁ ଜଗନ୍ନାଥଙ୍କର ଲକ୍ଷ୍ମୀ ନାରାୟଣ ବେଶ ଓ ସନ୍ଧ୍ୟା ଆଳତି ଦର୍ଶନ କରିବା ପାଇଁ ଭକ୍ତଙ୍କ ସମାଗମ। ମହିଳା ମାନଙ୍କ ହୁଳହୁଳି , ସଂକୀର୍ତ୍ତନ ,…
ଜାତୀୟ ସ୍ତରୀୟ ବୁଥ ଅଧିକାରୀଙ୍କ ଷଷ୍ଠ ଦିନ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜାତୀୟ ବୁଥ ସ୍ତରୀୟ ଅଧିକାରୀଙ୍କ ପାଇଁ ତାଲିମ କାର୍ଯ୍ୟକ୍ରମକୁ ଡେପୁଟି କଲେକ୍ଟର କାଶ୍ୟପି ବେହେରା ଓ ମିତାଳି ମଧୁସ୍ମିତା ପାଢ଼ୀ ଅତିଥି ଭାବରେ ଯୋଗ ଦେଇ ଷଷ୍ଠ…
ଓଡିଶା ସାହିତ୍ୟ ଏକାଡେମୀ ସ୍ବନକ୍ଷତ୍ର ଦିବସ ପାଳନ ଉପଲକ୍ଷେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡ଼ିଶା ସାହିତ୍ୟ ଏକାଡେ଼ମୀ ସ୍ଵର୍ଣ୍ଣକ୍ଷତ୍ର ଦିବସ ୨୫ ଜୁଲାଇ ୨୦୨୫ରେ ପାଳନ ଉପଲକ୍ଷେ ଚଳିତବର୍ଷ ଜିଲ୍ଲାସ୍ତରୀୟ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ମହେନ୍ଦ୍ରଗିରି (ପୌର) ସରକାରୀ ଉଚ୍ଚ ବିଦ୍ୟାଳୟ ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସଂସ୍କୃତି…
ଶିକ୍ଷୟତ୍ରୀ ଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହରେ କାନ୍ଦି କାନ୍ଦି ବିଦାୟ ଦେଲେ ଛାତ୍ରଛାତ୍ରୀ
ପାରଳାଖେମୁଣ୍ଡି ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ବ୍ଳକ ଅନ୍ତର୍ଗତ ଜାଜପୁର ଗ୍ରାମର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେ ବରିଷ୍ଠ ଶିକ୍ଷୟତ୍ରୀ ଶ୍ରୀମତୀ ଚପଳା ପାଣିଗ୍ରାହୀ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ…
ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ପକ୍ଷରୁ ଜୁଲାଇରୁ ମଧ୍ୟସ୍ଥତା ଅଭିଯାନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ସଦସ୍ୟ ସଚିବ ଓ ଗଜପତି ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅଧ୍ଯକ୍ଷ ତଥା ଜିଲ୍ଲା ଦୌରାଜଜ୍ ଙ୍କ ନିର୍ଦ୍ଦେଶକ୍ରମେ ମାମଲାର ସମାଧାନ ନିମନ୍ତେ ଜୁଲାଇରୁ ସେପ୍ଟମ୍ବର ପର୍ଯ୍ୟନ୍ତ ସ୍ୱତନ୍ତ୍ର ମଧ୍ୟସ୍ଥତା ମାଧ୍ୟମରେ…
ଆରାଧ୍ଯଙ୍କୁ ଅସମ୍ମାନ !
ପୁରୀ : କୋଟି ଓଡିଆଙ୍କ ଆରାଧ୍ଯ ମହାପ୍ରଭୁ ଜଗନ୍ନାଥଙ୍କ ନିଜ ଜାଗା ବା ପ୍ରମୋଦ ଉଦ୍ୟାନ ଶ୍ରୀଜଗନ୍ନାଥ ବଲ୍ଲଭ ପାର୍କିଂ ଠାରେ ବଡ଼ ଅବ୍ୟବସ୍ଥାରେ ବନ୍ଧା ପଡିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଚାଲିବା ପାଇଁ ବ୍ୟବହାର କରାଯାଇଥିବା ଧୂଳିଧୂସରିତ ମ୍ୟାଟରେ ଗୁଡାଯାଇ ଚତୁର୍ଦ୍ଧାମୂର୍ତ୍ତିଙ୍କୁ…