ଲକ୍ଷ୍ମୀ ନାରାୟଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ଶ୍ରୀଜୀଉ : ସନ୍ଧ୍ୟା ଆଳତି ଦର୍ଶନ ପାଇଁ ଭକ୍ତଙ୍କ ସମାଗମ

https://youtu.be/U8wv06mB2b4  ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ସ୍ଥିତ ଜଗନ୍ନାଥ ମନ୍ଦିରରେ ଆଷାଢ ପୂର୍ଣ୍ଣିମା ରେ ପ୍ରଭୁ ଜଗନ୍ନାଥଙ୍କର ଲକ୍ଷ୍ମୀ ନାରାୟଣ ବେଶ ଓ ସନ୍ଧ୍ୟା ଆଳତି ଦର୍ଶନ କରିବା ପାଇଁ ଭକ୍ତଙ୍କ ସମାଗମ। ମହିଳା ମାନଙ୍କ…

ରାସ୍ତାରେ ଓଲଟିଲା ତେଲ ଟ୍ୟାଙ୍କର୍

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ଆଜି ଗାଙ୍ଗପୁର ଥାନା ଅନ୍ତର୍ଗତ କେଶରାପଲି ଗ୍ରାମ ନିକଟରେ ଏକ ତେଲ ବୋଝେଇ ଟ୍ୟାଙ୍କର୍ ଓଲଟି ପଡିବା ଫଳରେ ପାଞ୍ଚ ଘଣ୍ଟା ଧରି ରାସ୍ତା ବନ୍ଦ ହୋଇଯାଇଥିଲା I ସୂଚନା ପ୍ରକାରେ ଆଜି ପାରାଦୀପରୁ ନାୟାରା କମ୍ପାନିର ୨୫୦୦୦ ଲିଟର୍ ତେଲ ନେଇ OD04N4230 ନମ୍ଵର୍…

ଚିଲିକା ତହସିଲ କାର୍ଯ୍ୟାଳୟ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଚିଲିକା:(ସେକ କୌସର): ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ଖୋର୍ଦ୍ଧା ଜିଲ୍ଲା ଚିଲିକା ତହସିଲି ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ । ଗଛ ଆମ ଜୀବମ, ଗଛ ବଞ୍ଚିଲେ ଆମେ ବଞ୍ଚିବା । ଏହି ନାରା ନେଇ ଆଜି ଚିଲିକା ତହସିଲଦାର କାହ୍ନୁ ଚରଣ ଘଡ଼ାଇ , ଆଡ଼ିସିନାଲ ତହସିଲଦାର ବିଷ୍ଣୁପ୍ରିୟା…

ଭାରତୀୟ ଖଣି ବ୍ୟୁରୋ ପକ୍ଷରୁ ବାଫ୍ଲିମାଳି ଖଣିକୁ ପଞ୍ଚତାରକା ରେଟିଂ ସମ୍ମାନ ପ୍ରଦାନ

ରାୟଗଡା, ୧୦/୭; ଉତ୍କଳ ଆଲୁମିନା, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଆଦିତ୍ୟ ବିର୍ଲା ଗୃପର ସହଯୋଗୀ କମ୍ପାନୀ ବାଫ୍ଲିମାଳି ଖଣିକୁ ପଞ୍ଚତାରକା ରେଟିଂ ସମ୍ମାନ ମିଳିଛି । ରାଜସ୍ଥାନ ଜୟପୁର ଠାରେ ଆୟୋଜିତ ଭାରତୀୟ ଖଣି ବ୍ୟୁରୋ (ଆଇବିଏମ )ର ବାର୍ଷିକ କାର୍ଯ୍ୟକ୍ରମରେ ବାଫ୍ଲିମାଳି ବକ୍ସାଇଟ ଖଣିକୁ ବହୁ…

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶ୍ରୀ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର , ପାରଳାଖେମୁଣ୍ଡି ଠାରେ ଶ୍ରୀ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ପରମ ପବିତ୍ର ଗୈରିକ ଧ୍ୱଜକୁ ପୂଜନ କରିବା ସହ ଆଜିକାର ଦିବସର ମହତ୍ତ୍ବ…

ଜାତୀୟ ସ୍ତରୀୟ ବୁଥ ଅଧିକାରୀଙ୍କ ପଞ୍ଚମ ଦିନ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜାତୀୟ ବୁଥ ସ୍ତରୀୟ ଅଧିକାରୀଙ୍କ ପାଇଁ ତାଲିମ କାର୍ଯ୍ୟକ୍ରମକୁ ଡେପୁଟି କଲେକ୍ଟର କାଶ୍ୟପି ବେହେରା , ମିତାଳି ମଧୁସ୍ମିତା ପାଢ଼ୀ ଓ ସହକାରୀ ଜିଲ୍ଲାପାଳ ନିର୍ବାଚନ…

କେନ୍ଦୁଝର: ରଥଯାତ୍ରା ଦେଖି ଫେରୁଥିବା ଯୁବତୀଙ୍କୁ ଅପହରଣ ପରେ ଅସଦାଚରଣ ଲାଗି ୪ ଗିରଫ ।

 କେନ୍ଦୁଝର,ତା୧୦/୭- କେନ୍ଦୁଝର ଟାଉନ ପୋଲିସ ପକ୍ଷରୁ ମାମଲା ନଂ ୪୧୩/୨୦୨୫ ଆଧାରରେ ଏକ ଅସଦାଚରଣ ମାମଲାରେ ୪ ଜଣ ଯୁବକଙ୍କୁ ଗିରଫ ସହ ଜଣେ ନାବାଳକକୁ ଅଟକ ରଖାଯାଇଛି । ଖବର ମିଳିଛି କି କେନ୍ଦୁଝର ସହରକୁ ରଥଯାତ୍ରା ଦେଖିବାକୁ ଜଣେ ଆଦିବାସୀ ନାବାଳିକା ଆସିଥିଲେ। ସେ ରଥଯାତ୍ରା ବୁଲି ନିଜ…

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର, ପଦ୍ମପୁରରେ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ।

ପଦ୍ମପୁର:- ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇ ଯାଇଛି । ପ୍ରାତଃ ପର୍ଯ୍ୟାୟ ରେ ପର୍ଯ୍ୟାୟ ପ୍ରମୁଖ ଶ୍ରୀମତୀ ସୁଜାତା ତ୍ରିପାଠୀ ଗୁରୁ ପୂର୍ଣ୍ଣିମା ର ଉଦ୍ଦେଶ୍ୟ କଥନ କରିଥିଲେ । ଶ୍ରୀଯୁକ୍ତ ଦୁର୍ବାଦଳ ସାହୁ ଗୁରୁଜୀ ଗୁରୁ ପୂର୍ଣ୍ଣିମା ବିଷୟରେ…

ବେଲଗୁଣ୍ଠା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁ ପୂର୍ଣ୍ଣିମା ପାଳିତ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ)- , ଆଜି ପବିତ୍ର ବ୍ୟାସ ପୂର୍ଣ୍ଣିମା ତଥା ଗୁରୁ ପୂର୍ଣ୍ଣିମା ଅବସରରେ ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଗୁରୁ ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଏହି ପ୍ରରିପ୍ରେକ୍ଷୀରେ ବେଲଗୁଣ୍ଠା ସୁତୁମୁସର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଏକ ଗୁରୁ…

ଜିଲ୍ଲା ସ୍ତରୀୟ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୂର୍ତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷରୁ ଜିଲ୍ଲା ସ୍ତରୀୟ ଜାତୀୟ ମତ୍ସ୍ୟ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ଜିଲ୍ଲା…