Sign in
Sign in
Recover your password.
A password will be e-mailed to you.
ରାଢ଼ଙ୍ଗ ମଦ ବିରୋଧୀ ମାତୃ ମଣ୍ଡଳୀର ମଦ ବିରୋଧୀ ଗଣ ନିବେଦନ
ଜଗତସିଂହପୁର,ତା-୦୯.୦୭.୨୦୨୫/ସୁମନ୍ତ କୁମାର ଦାସ:ଜଗତସିଂହପୁର ଜିଲ୍ଲା ଅଧିନସ୍ଥ ରାଢ଼ଙ୍ଗ ପଞ୍ଚାୟତର ମଦ ବିରୋଧୀ ମାତୃ ମଣ୍ଡଳୀ, ରାଢ଼ଙ୍ଗ ତରଫରୁ, ପୂର୍ବତନ ସରପଞ୍ଚ ଦେବୀ ପ୍ରସାଦ ମହାରଣାଙ୍କ ନେତୃତ୍ବରେ ଚୋରା ମଦ ବେପାର ବନ୍ଦ୍ କରିବା ସହିତ ରାଜ୍ୟରୁ ମଦକୁ ସଂପୂର୍ଣ୍ଣ ନିଷେଧ କରିବା…
ଓଡିଶା ସାହିତ୍ୟ ଏକାଡେମୀ ସ୍ଵନକ୍ଷତ୍ର ଦିବସ ୨୦୨୫ ପାଳନ ଉପଲକ୍ଷେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା
ଜଗତସିଂହପୁର,ତା-୦୯.୦୭.୨୦୨୫/ସୁମନ୍ତ କୁମାର ଦାସ: ଆଜି ଜିଲ୍ଲା ପ୍ରଶାସନ ତରଫରୁ ସ୍ଥାନୀୟ ଶ୍ରୀକୃଷ୍ଣ ଏକାଡେମୀ ପରିସରରେ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସ୍ଵନକ୍ଷତ୍ର ଦିବସ ୨୦୨୫ ପାଳନ ଉପଲକ୍ଷେ ବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଜିଲ୍ଲାସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ…
କେନ୍ଦ୍ରୀୟ ଟ୍ରେଡ୍ ୟୁନିଅନର ମିଳିତ ମଞ୍ଚ ପକ୍ଷରୁ ଧର୍ମଘଟ
https://youtu.be/7KJ-lLOdyXk
ପାରଳାଖେମୁଣ୍ଡି / ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ପୁରୁଣା କୋର୍ଟ ଛକ ଠାରେ କେନ୍ଦ୍ରୀୟ ଟ୍ରେଡ୍ ୟୁନିଅନର ମିଳିତ ମଞ୍ଚ ପକ୍ଷରୁ ଧର୍ମଘଟ ତଥା ଭାରତ ବନ୍ଦ ଡାକରା ଦିଆଯାଇଛି। ଏହି ଅବସରରେ ବିଭିନ୍ନ ସଂଗଠନ ର କେଦାର ଶବର , ଦଣ୍ଡପାଣି ରଇତ ,…
ନବରଙ୍ଗପୁର ଜିଲ୍ଲାରେ ବୁଥ ସ୍ତରୀୟ ଅଧିକାରୀଙ୍କୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ନବରଙ୍ଗପୁର, ୯/୭/୨୦୨୫: ଅଶୋକ ସାହୁ, ଶାସକ ପ୍ରଶାସକ,ନିର୍ବାଚନ ସଂକ୍ରାନ୍ତୀୟ ଜାତୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଯାୟୀ ନବରଙ୍ଗପୁର ଜିଲାରେ ବୁଥ ସ୍ତରୀୟ ଅଧିକାରୀଙ୍କୁ ତାଲିମ ପ୍ରଦାନ କରାଯାଉଛି ଚଳିତ ମାସ ଜୁଲାଇ ୮ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟାୟ କ୍ରମେ ତାଲିମ ଦିଆଯିବ ।…
କେନ୍ଦ୍ରୀୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ନିର୍ଦ୍ଦେଶକ ଦିନିକିଆ ଗଜପତି ଜିଲ୍ଲା ଗ୍ରସ୍ତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : କେନ୍ଦ୍ରୀୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ନିର୍ଦ୍ଦେଶକ , ଜାତୀୟ ଖାଦ୍ୟ ସୁରକ୍ଷା ଆଇନ୍ ଶ୍ରୀଯୁକ୍ତ ସୁନୀଲ ସଚେଦେବ ଓ କେନ୍ଦ୍ରୀୟ ପ୍ରକଳ୍ପ ମନିଟରିଂ ୟୁନିଟ ଶ୍ରୀ ସଚିନ କୁମାର ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ଆସି ଜିଲ୍ଲାରେ…
ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ
ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ଯକ୍ରମ ରେ ଉଚ୍ଚ ସମ୍ବର୍ଦ୍ଧିତ କରାଯାଇଥିଲା । ଏଥିରେ ସମୁଦାୟ ୨୩ ଜଣ…
ବଡ଼ବିଲରେ ରସଗୋଲା ଦିବସ ପାଳିତ
ବଡ଼ବିଲ (ଶାସକ ପ୍ରଶାସକ): ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡଭାଇ ବଳଭଦ୍ର ଭଉଣୀ ସୁଭଦ୍ରା ରଥଯାତ୍ରା, ବାହୁଡା଼, ଅଧରପଣା କାର୍ଯ୍ୟ ଶେଷକରି ବାର ଦିନ ପରେ ରଥରୁ ନୀଳାଦ୍ରି ବିଜେ କରିଥାଆନ୍ତି। ଏହି ଦିନ ଜଗନ୍ନାଥ ମା ଲକ୍ଷ୍ମୀଙ୍କ ମାନ ଭଞ୍ଜନ କରିବା ପାଇଁଁ ରସଗୋଲା ଖୁଆଇ ରାଗ ଶାନ୍ତି କରିଥାନ୍ତି…
ରଥଯାତ୍ରା ପାଳନ ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ
https://youtu.be/1hthqrtEhdg
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୂଲ୍ୟରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣ ଦେବସ୍ନାନ ମଣ୍ଡପ ଠାରେ ସ୍ଥାନୀୟ କଳାକାର…
ଡୁମ୍ବେରବାହାଲ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ଯକ୍ରମ ଅନୁଷ୍ଠିତ।
ପଦ୍ମପୁର :- ପାଇକମାଳ ବ୍ଳକ ଡୁମ୍ବେରବାହାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ହୃଷୀକେଶ ବାଗଙ୍କ ସଭାପତିତ୍ବରେ ବନମହୋତ୍ସବ ପରିପ୍ରେକ୍ଷୀରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା ।ମୁଖ୍ୟ ଅତିଥି ଭାବରେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ଯୋଗ ଦେଇଥିଲେ । ସମ୍ମାନିତ…
ଥବିର ସାହୁ ଙ୍କ ପରଲୋକ
ବିଜେପୁର :-ବରଗଡଜ଼ିଲ୍ଲା ବିଜେପୁରବ୍ଲକ ତାଳପଦର ଗ୍ରାମ ର ଥବିରସାହୁ (୯୨ବର୍ଷ)ପରଲୋକ ଘଟିଛି। ସେ ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ଯୋଗୁଁ ଶଯ୍ୟାଶାୟୀଥିଲେ । ସେ ଜଣେମେଳାପି,ପରୋପକାରୀ,ଧର୍ମପରାୟଣ ବ୍ୟକ୍ତିଥିଲେ । ତାଙ୍କ ଶେଷ ସମୟରେ ୩ ବଡ଼ ପୁଅ ସୁବାସ,ପୀତବାସ,ଓ ହୃଦମଣି ଝିଅ ତପେଶ୍ବରୀ ତଥା…