ବନ ମହୋତ୍ସବ ସପ୍ତାହ ପାଳିତ

ଜଗତସିଂହପୁର ତା-୦୫.୦୭.୨୦୨୫/ସୁମନ୍ତ କୁମାର ଦାସ:ପିତେଇପୁରସ୍ଥିତ କନକଦୁର୍ଗା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଓ ବନ ବିଭାଗର ମିଳିତ ଆନ୍ୟୁକୁଲ୍ୟରେ ବନ ମହୋତ୍ସବ ସପ୍ତାହ ପାଳନ ହେବାସହ ଚାରା ରୋପଣ କରାଯାଇଛି । ଜିଲ୍ଲା ଓ ଦୌରା ଜଜ୍ ତଥା ଜିଲ୍ଲା ଆଇନ ସେବା…

ଅନନ୍ତ ବାସୁଦେବ ଙ୍କ ଜନ୍ମଦିନ ପାଳିତ l

ଅସ୍ତରଙ୍ଗ:ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ କଣମଣ ଗ୍ରାମରେ କୋଉ ଆବାହନ କାଳରୁ ପୂଜା ପାଇ ଆସୁଥିବା ଠାକୁର ଅନନ୍ତ ବାସୁଦେବ ଙ୍କ ଜନ୍ମଦିନ, ପବିତ୍ର ବାହୁଡା଼ ତିଥିରେ ମହା ସମାରୋହ ରେ ପାଳିତ ହୋଇ ଯାଇ ଅଛି l ସକାଳୁ ପୂଜକ ଙ୍କ ଦ୍ଵାରା ମନ୍ଦିର ପରିସର ସୁଧ ପୁତ ଭାବେ ପରିଷ୍କାର ପରିଛନ…

ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଲେ ମହାପ୍ରଭୁ

ଭୁବନେଶ୍ୱର, ୫ ।୭: ଦୀର୍ଘ ନବଦିନ ଯାତ୍ରା ସାରି ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ମାଆ ସୁଭଦ୍ରା ଆଜି ବାହୁଡ଼ାରେ ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଛନ୍ତି । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଆଡ଼ମ୍ବରପୂର୍ଣ୍ଣ ଭାବେ ଶେଷ ହୋଇଛି । ପୂର୍ବାହ୍ନରେ ମଙ୍ଗଳ ଆରତୀ, ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ,…

ଜନ୍ମ ଜୟନ୍ତୀ ରେ ପ୍ରତିମୂର୍ତ୍ତି ଉନ୍ମୋଚନ l

ଅସ୍ତରଙ୍ଗ: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ସୁରେନ୍ଦ୍ର ନାଥ ନାୟକ ଙ୍କ 92 ତମ ଜନ୍ମ ଜୟନ୍ତୀରେ ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଅଧୀନ ପାଟଳଦା ଗ୍ରାମ ପଞ୍ଚୟତ ର ସୁନ୍ଦର ଗ୍ରାମ ଠାରେ 1983 ମସିହାରେ ତାଙ୍କର ନିଜ ହାତରେ ପ୍ରତିଷ୍ଠା ହୋଇଥିଵା ସୁରେନ୍ଦ୍ର ନାଥ ବିଦ୍ୟାପୀଠ, ପରି ସରରେ ପବିତ୍ର…

ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ବ୍ୟାପକ ସ୍ଵାସ୍ଥ୍ୟସେବା ବ୍ୟବସ୍ଥା

ପୁରୀ, ୫.୭.୨୫: ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ବ୍ୟାପକ ସ୍ଵାସ୍ଥ୍ୟସେବା ବ୍ୟବସ୍ଥା କରାଯାଇଛି । ସ୍ନାନ ପୂର୍ଣ୍ଣିମା ଠାରୁ ଆରମ୍ଭ କରି ବାହୁଡ଼ା, ସୁନାବେଶ ଏବଂ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ଏହି ବ୍ୟବସ୍ଥା ଚାଲୁରହିଛି । ପୁରୀ ଏବଂ ଆଖପାଖ ଅଞ୍ଚଳରେ ସଂକ୍ରମଣ ରୋଗର…

ବାଣପୁର ବଙ୍କାଡ଼ଗଡ଼ର ସ୍ଵପ୍ନେଶ୍ୱର ମନ୍ଦିରକୁ “ସୁରକ୍ଷିତ ସ୍ମାରକ” ଭାବରେ ଘୋଷଣା କଲେ ଭାରତ ସରକାର

ବାଣପୁର:(ସେକ କୌସର): ଦୀର୍ଘଦିନ ଅପେକ୍ଷାରେ ଅନ୍ତ ଘଟିଛି। ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ଅନ୍ତର୍ଗତ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ବିଭାଗ (ଏଏସଆଇ) ପକ୍ଷରୁ ବାଣପୁର ବଙ୍କାଡ଼ଗଡ଼ର ପ୍ରଭୁ ଶ୍ରୀ ସ୍ଵପ୍ନେଶ୍ୱର ମହାଦେବ ମନ୍ଦିରକୁ “ସୁରକ୍ଷିତ ସ୍ମାରକ” ଭାବରେ ଘୋଷଣା କରାଯାଇଛି।…

ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନପାଇଁ ଜାରି ହେଲା ନୋଟିସ

୬ରେ ମତାଦାତା ସୂଚୀ, ୭ରେ ନାମାଙ୍କନ ପତ୍ର ଏବଂ ୮ରେ ଚୁଡ଼ାନ୍ତ ଫଳ ପ୍ରକାଶ ହେବ: ଡ. ଯତୀନ ମହାନ୍ତି ଭୁବନେଶ୍ୱର, ତା.୦୪/୦୭: ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ.କେ.ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ କିଛି ଅନିବାର୍ଯ୍ୟ କାରଣ ବଶତଃ ସ୍ଥଗିତ ଥିବା ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ…

ଯକ୍ଷ୍ମା ଜୀବାଣୁ ଚିହ୍ନଟ ଅଭିଯାନ: ସମ୍ ହସ୍ପିଟାଲ୍‌ରେ ମାଗଣାରେ ସିୱାଇ ଟିବି ପରୀକ୍ଷଣ ଉପଲବ୍ଧ

ଭୁବନେଶ୍ୱର, ଜୁଲାଇ ୪: ଯକ୍ଷ୍ମା ରୋଗର ସମ୍ପୂର୍ଣ୍ଣ ମୂଳୋତ୍ପାଟନ ଅଭିଯାନ ପରିପ୍ରେକ୍ଷୀରେ ମଣିଷ ଶରୀରରେ ଯକ୍ଷ୍ମା ଜୀବାଣୁ ଚିହ୍ନଟ କରିବା ନିମନ୍ତେ ସ୍ଥାନୀୟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ୱିଟାଲ୍‌ରେ ବିନା ମୂଲ୍ୟରେ ସିୱାଇ ଟିବି ଇନ୍‌ଟ୍ରାଡର୍ମାଲ ସ୍କିନ୍…

ମିଳିତ ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ସୋଆ ଏବଂ ଇଗ୍‌ନୁ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର, ଜୁଲାଇ ୪: କୃଷି ବିଜ୍ଞାନ କ୍ଷେତ୍ରରେ ମିଳିତ ଭାବରେ ଦୂରଶିକ୍ଷା ବ୍ୟବସ୍ଥା ମାଧ୍ୟମରେ ୭ଟି ଶିକ୍ଷା କାର୍ଯ୍ୟକ୍ରମ ପ୍ରବର୍ତନ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଇନ୍ଦିରା ଗାନ୍ଧି ନ୍ୟାସ୍‌ନାଲ୍ ଓପନ୍ ୟୁନିଭର୍ସିଟି (ଇଗ୍‌ନୁ) ମଧ୍ୟରେ ଏକ ବୁଝମଣା ସ୍ୱାକ୍ଷରିତ…

ମଶାବାରୀ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ୭୬ତମ ବନମହୋତ୍ସବ ପାଳିତ

 ଓଡ଼ଗାଁ,୪।୭(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ୍ ମଶାବାରୀ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ ଠାରେ ୭୬ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଓଡ଼ଗାଁ ବନପାଳ ସରିତା ବରାଳ, ପ୍ରକୃତିବନ୍ଧୁ ପଞ୍ଚାନନ ପଣ୍ଡା, ରଞ୍ଜନ କୁମାର ଦାଶ ଅତିଥି ଭାବେ…