ଗଜପତି ଜିଲ୍ଲା ଭିଜନ୍ ଡକ୍ୟୁମେଣ୍ଟ – ୨୦୩୬ ,୨୦୪୭ ନାଗରିକ ମଞ୍ଚର ଆଲୋଚନା ଚକ୍ର

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ନାଗରିକ ମଞ୍ଚ ଆନୁକୂଲ୍ୟରେ ଏକ ଆଲୋଚନା ଚକ୍ର ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସଭା ଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି। ଉପାନ୍ତ ପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଆଲୋଚନା ଚକ୍ରର ଅନୁଷ୍ଠିତ…

ବିଶ୍ବ କଲ୍ୟାଣ ପାଇଁ ବିଶ୍ଵଶାନ୍ତି ଶୈବଯଜ୍ଞ

ଓଡ଼ଗାଁ,୩୦।୬(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ସନ୍ନିକଟ ପନ୍ତିଖାରି ଗ୍ରାମପଞ୍ଚାୟତ ମଶାବାରି ଗ୍ରାମରେ ବିଜେ ଶ୍ରୀ ନିଳକଣ୍ଠେଶ୍ବରଙ୍କ ପୂଣ୍ୟ ପୀଠରେ ତ୍ରିଦିବସୀୟ ବିଶ୍ଵଶାନ୍ତି ଶୈବଯଜ୍ଞ ଏବଂ ବାର୍ଷିକୋତ୍ସବ ସୋମବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ଆଚାର୍ଯ୍ୟ ଲଳିତ…

ଓଡ଼ଗାଁ ବନାଞ୍ଚଳ ଅଧିକାରୀଙ୍କ ଅବସର ଗ୍ରହଣ

ଓଡ଼ଗାଁ,୩୦।୬(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବନାଞ୍ଚଳ ଅଧିକାରୀ ନିଖିଲେଶ ମଲ୍ଲିକ ଜୁନ୍ ମାସ ୩୦ ତାରିଖ ସୋମବାର ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଛନ୍ତି।ବନପାଳ ସରିତା ବରାଳଙ୍କ ସଂଯୋଜନାରେ ଅନୁଷ୍ଠିତ ଅବସର କାଳିନ ସଭାରେ ପ୍ରକୃତି ବନ୍ଧୁ ପ୍ରଫୁଲ୍ଲ ମାଝୀ,…

ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଓଡ଼ଗାଁ,୩୦।୬(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ସରକାରୀ ମଧ୍ୟ ଇଂରାଜୀ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ପ୍ରଭାତୀ ପଟ୍ଟନାୟକ ସୋମବାର ଦିନ ଶିକ୍ଷକତା କାର୍ଯ୍ୟରୁ ଅବସର ଗ୍ରହଣ କରିଛନ୍ତି । ଅବସରପ୍ରାପ୍ତ ବ୍ଳକ ଶିକ୍ଷାଧିକାରୀ ବଟକୃଷ୍ଣ ପଣ୍ଡାଙ୍କ ସଭାପତିତ୍ବରେ…

କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

  ଜଗତସିଂହପୁର ତା ୩୦.୦୬.୨୦୨୫ ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଉପରିସ୍ଥ ଅଧିକାରୀ ମାନେ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି…

ଦଧିବାମନ ମହାବିଦ୍ୟାଳୟରେ ସ୍ୱାଗତ ଓ ବିଦାୟ ସମାରୋହ

ଭଟଲି :- ଦଧିବାମନ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ସାହୁ ଓ ଅଣଶିକ୍ଷକ କର୍ମଚାରୀ ଶ୍ରୀଯୁକ୍ତ ଶରତ କୁମାର ବନଛୋରଙ୍କ ବିଦାୟ ପର୍ବ ଓ ଡୁଙ୍ଗୁରିପାଲି ମହାବିଦ୍ୟାଳୟରୁ ସ୍ଥାନାନ୍ତରିତ ହୋଇ ଆସିଥିବା ନୂତନ ଅଧ୍ୟକ୍ଷ ଶ୍ରୀଯୁକ୍ତ ସରୋଜ କୁମାର ଦାଶଙ୍କ ସ୍ୱାଗତ ସମାରୋହ ଇଂରାଜୀ…

ଅତିରିକ୍ତ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀ ସିଦ୍ଧାର୍ଥ ପଟ୍ଟନାୟକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା

 ପଦ୍ମପୁର, ୩୦/୦୬ ସୋମବାର ସ୍ଥାନୀୟ ଉପଜିଲ୍ଲାପାଳଙ୍କ ସଭାଗୃହଠାରେ ଉପଜିଲ୍ଲାପାଳ କାର୍ଯ୍ୟାଳୟ ର ଅତିରିକ୍ତ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀ ସିଦ୍ଧାର୍ଥ ପଟ୍ଟନାୟକ ଙ୍କ ତା.୩୦.୦୬.୨୦୨୫ରିଖରେ ଚାକିରିରୁ ଅବସର ଗ୍ରହଣ କଲେ। ଶ୍ରୀ ପଟ୍ଟନାୟକ ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା…

ଅତିରିକ୍ତ କମିଶନରଙ୍କୁ ମରଣାନ୍ତକ ଆକ୍ରମଣ

https://youtu.be/d9dO1NvNs7A ଜୁଲାଇ ୧ ରୁ ସମୂହ ଛୁଟିରେ ଓଏଏସ ଅଫିସର  ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ଓ ନିର୍ଭର ପ୍ରତିଶ୍ରୁତି ପରେ ସମୂହ ଛୁଟି ନିଷ୍ପତ୍ତିକୁ ସ୍ଥଗିତ ରଖିଲା ଓଏଏସ ଅଫିସର ସଂଘ ଭୁବନେଶ୍ୱର:30/6-ବିଏମସି ଅଫିସ ଭିତରେ ଅତିରିକ୍ତ କମିଶନରଙ୍କୁ ମରଣାନ୍ତକ ଆକ୍ରମଣ…

ଗାଙ୍ଗପୁର ପୋଲିସ୍ ପକ୍ଷରୁ ଏକତା ଓ ଅଖଣ୍ଡତା ଶୋଭାଯାତ୍ରା

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ଗଞ୍ଜାମ ଆରକ୍ଷୀ ଅଧୀକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ୍ ଙ୍କ ଉଦ୍ଦେଶ୍ୟରେ ଗାଙ୍ଗପୁର ଥାନା ପକ୍ଷରୁ ଏକତା ଏବଂ ଅଖଣ୍ଡତା ସଚେତନତା ପାଇଁ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି I ଗାଙ୍ଗପୁର ଥାନା ଅଧିକାରୀ ଶୁଭଲକ୍ଷ୍ମୀ…

ବାଣପୁର ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରରେ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଣପୁର:(ସେକ କୌସର): ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ସ୍ଥାନୀୟ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ପରିସରରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶିଶୁଙ୍କୁ ଯୌନ ଅପରାଧ ରୁ ସୁରକ୍ଷାଅଧିନିୟମ…