Sign in
Sign in
Recover your password.
A password will be e-mailed to you.
ଜନ୍ମବେଦୀ ମୁହାଁ କାଳିଆ ସାଆନ୍ତ
ନୟାଗଡ଼(ବିଶ୍ୱଜିତ ନାୟକ) :- ମହାପ୍ରଭୃ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ଘୋଷଯାତ୍ରା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମହାପ୍ରଭୃ ଶ୍ରୀ ଜଗନ୍ନାଥ ବଡ଼ଭାଇ ଏବଂ ସାନଭଉଣୀଙ୍କ ସହ ରଥାଋଢ଼ ହୋଇଛନ୍ତି । ନୟାଗଡ଼ ପୁରୁଣାସହରରେ ଅବସ୍ଥିତ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ରଥଯାତ୍ରା ପାଇଁ ସବୁ ପ୍ରକାର…
ଖପ୍ରାଖୋଲ ରେ ଶ୍ରୀଜଗନ୍ନାଥଙ୍କ ରଥ ଯାତ୍ରା, ଅନୁକୂଳ ପାଗ ଯୋଗୁଁ ପ୍ରବଳ ଭିଡ଼
ଖପ୍ରାଖୋଲ ୨୭/୬(ହେମସାଗର ସାହୁ) ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ର ବିଭିନ୍ନ ଗାଁ ରେ ଶ୍ରୀ ଜଗନ୍ନାଥ ଙ୍କ ରଥ ଯାତ୍ରା ମହାସମାରୋହ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଜଗନ୍ନାଥ ମନ୍ଦିରରେ ରେ ଠାକୁରଙ୍କ ପୂଜାନୀତି, ପରେ ପହଣ୍ଡି ଓ ରଥାରୂଢ଼ କରାଇ ଠାକୁରଙ୍କୁ ଥାନା ଛକ କୁ ଆଣିଥିଲେ। ଠାକୁର…
ଡାବୁଗାଁ ରେ ମହା ଆଡ଼ମ୍ବରରେ ରଥଯାତ୍ରା ଅନୁଷ୍ଠିତ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୨୭/୦୬/୨୫ ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ରେ ମହା ଆଡ଼ମ୍ବରରେ ପବିତ୍ର ରଥଯାତ୍ରା ପାଳିତ ହୋଇଯାଇଛି। ଆଜି ସକାଳେ ଜଗନ୍ନାଥ ମନ୍ଦିର ପୂଜକ ନବୀନ ପାଢୀଙ୍କ ଦ୍ଵାରା ମହାପ୍ରଭୁ ଜଗନ୍ନାଥ,ବଳଭଦ୍ର ଓ ମା ସୁଭଦ୍ରା ଙ୍କ ନୀତିକାନ୍ତି ପରେ ଚତୁର୍ଦ୍ଧା…
ବେଲଗୁଣ୍ଠାର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେଲା ମହାପ୍ରଭୁଙ୍କ ଘୋଷଯାତ୍ରା
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ର ବିଭିନ୍ନ ଗ୍ରାମରେ ମହାପ୍ରଭୁଙ୍କ ଘୋଷଯାତ୍ରା ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଯାଇଛି I ଆଜି ବେଲଗୁଣ୍ଠା ସ୍ଥିତ ପେଣ୍ଠ ସାହି ଏବଂ ବାଲିଡ଼ି ସାହିରେ ରୀତିନୀତି ମୁତାବକ ପୂଜାବିଧି ସମ୍ପନ୍ନ ହେବା ସହିତ ପହଣ୍ଡି ବିଜେ ଏବଂ ଛେରା ପହଁରା…
ସିଦ୍ଧଳ ଠାରେ ଶ୍ରୀ ଶ୍ରୀ ବଳଦେବଜୀଉ ମହାପ୍ରଭୁ ଙ୍କ ରଥଯାତ୍ରା ଅନୁଷ୍ଠିତ
ଜଗତସିଂହପୁର,ତା-୨୭.୦୬.୨୦୨୫/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଅନ୍ତର୍ଗତ ପବିତ୍ର ସିଦ୍ଧାଳୟ ପୀଠ ସିଦ୍ଧଳ ଗ୍ରାମରେ ଥିବା ମହାପ୍ରଭୁ ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ପବିତ୍ର ରଥଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି। ଘୋଷଯାତ୍ରା ଅବସରରେ ପୂର୍ବରାତ୍ର ୪.୩୦ ମିନିଟ ସମୟରେ ମଙ୍ଗଳସ୍ମୃତି…
ଜିଲ୍ଲା ସ୍ତରୀୟ ମ୍ୟାଲେରିଆ,ଡେଙ୍ଗୁ,ଡାଇରିଆ ନିରାକରଣ ମାସ ପାଳନ: ଅନ୍ତ ବିଭାଗୀୟ ଏକାଭିମୁଖୀ ବୈଠକ
ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ) ଭବାନୀପାଟଣା ସ୍ଥିତ ଜିଲ୍ଲାପାଳଙ୍କ ଆବାସିକ ସମ୍ମିଳନୀ କକ୍ଷ ଠାରେ ଜିଲା ସ୍ତରୀୟ ମ୍ୟାଲେରିଆ,ଡେଙ୍ଗୁ,ଡାଇରିଆ ନିରାକରଣ ମାସ ପାଳନ ଓ ଅନ୍ତ ବିଭାଗୀୟ ଏକାଭିମୁଖୀ ବୈଠକ ଜିଲାପାଳ ପାୱାର ସଚିନ ପ୍ରକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
ଓଡ଼ଗାଁର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଳିତ
ଓଡ଼ଗାଁ,୨୭।୬(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଅଞ୍ଚଳର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଳିତ ହୋଇଯାଇଛି।କୁରାଳ ଦଧିବାମନ ଜୀଉଙ୍କ ରଥଯାତ୍ରାରେ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା। ବୈଦିକ ବ୍ରାହ୍ମଣମାନଙ୍କ ଦ୍ବାରା ଭବ୍ୟ ରଥକୁ ପବିତ୍ରିକରଣ ଏବଂ ପ୍ରତିଷ୍ଠା ପରେଶ୍ରୀ…
ଓଡ଼ଗାଁ ରାଜ୍ୟ ସ୍ତରୀୟ ପ୍ରଥମ ଡେଭିଡ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ୨ୟ ଦିନ
ଜଟଣୀ ପ୍ରଥମ ଦଳ ଭାବେ ଫାଇନାଲରେ ପ୍ରବେଶ
ଓଡ଼ଗାଁ,୨୭।୬(ଶ୍ରୀକାନ୍ତ କୁମାର ମିଶ୍ର) :ନୟାଗଡ଼ ଜିଲ୍ଲା ଓଡ଼ଗାଁ ମିନି ଷ୍ଟାଡିୟମରେ ସ୍ଥାନୀୟ ରଘୁନାଥ ଆଥଲେଟିକ ଆସୋସିଏସନ୍ ଦ୍ବାରା ଆୟୋଜିତ ରାଜ୍ୟ ସ୍ତରୀୟ ପ୍ରଥମ ଡେଭିଡ ପ୍ରତିହାରୀ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ୨୦୨୫ ଶୁକ୍ରବାର ୨ୟ…
କେଉଁ ଭିଆଇପିଙ୍କ ପାଇଁ ମହାପ୍ରଭୁ ଜଗନ୍ନାଥଙ୍କୁ ଅପେକ୍ଷା କରିବାକୁ ପଡୁଛି: ଭକ୍ତ
ଭୁବନେଶ୍ୱର ତା ୨୭/୬/୨୫:- ଏଥର ରଥଯାତ୍ରାର ଆୟୋଜନ ଅନ୍ୟ ବର୍ଷ ଅପେକ୍ଷା ଅଧିକ ଭଲ ହୋଇଥିଲା ବୋଲି ସରକାର ବାହାସ୍ଫୋଟ ମାରୁଥିଲେ। ତା'ସତ୍ତ୍ୱେ ରଥ ଚାଲିଲା ନାହିଁ। ରାଜ୍ୟ କୋଟିକୋଟି ଜଗନ୍ନାଥ ବିଶ୍ଵାସୀ ଭକ୍ତ ଏହାଦ୍ବାରା ଗଭୀର ଭାବେ ମାନସିକ ଆଘାତ ପାଇଛନ୍ତି। ସବୁକିଛି ଠିକଠାକ୍ ଥିବାବେଳେ…
ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ଶ୍ରୀଜିଉ ମାନଙ୍କ ପବିତ୍ର ରଥଯାତ୍ରା
https://youtu.be/oCjYSq0jqZ4
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ଆଜି ( ଶୁକ୍ରବାର ) ଚତୁର୍ଦ୍ଧାମୂର୍ତ୍ତି ତଥା ଶ୍ରୀଜୀଉଙ୍କ ପବିତ୍ର ଶ୍ରୀ ଗୁଣ୍ଡିଚା ଯାତ୍ରା ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହୋଇଯାଇଛି। ଏହି ଅବସରରେ…