Sign in
Sign in
Recover your password.
A password will be e-mailed to you.
ଘୁ.ଉଦୟଗିରିରେ ଆନନ୍ଦ ଉଲ୍ଲାସ ସହ ଶାନ୍ତି ଶୃଙ୍ଖଳାରେ ରଥଯାତ୍ରା ଅନୁଷ୍ଠିତ
ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): କନ୍ଧମାଳ ଜିଲାର ଘୁ.ଉଦୟଗିରି ସହରରେ ମହାପ୍ରଭୁଙ୍କ ରଥଯାତ୍ରା ମହାଆଡମ୍ବରରେ ଅନୁଷ୍ଠିତ ହୋଇଛି । ଏଥିପାଇଁ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇ ନିତୀ ନିର୍ଘଣ୍ଟ କରାଯାଇ ଥିଲା । ସକାଳୁ ରଥ ପ୍ରତିଷ୍ଠା କରାଯିବା ସହିତ…
ପ୍ରଭୁ ଜଗନ୍ନାଥଙ୍କ ଅଦଭୁତ ଲୀଳା:- ନିରଞ୍ଜନ ପଟ୍ଟନାୟକ
"ଏଥର ରଥଯାତ୍ରାର ଆୟୋଜନ ଅନ୍ୟ ବର୍ଷ ଅପେକ୍ଷା ଅଧିକ ଭଲ ହୋଇଥିଲା। ତା' ସତ୍ତ୍ୱେ ରଥ ଚାଲିଲା ନାହିଁ। ମୁଁ ଜଣେ ଜଗନ୍ନାଥ ବିଶ୍ଵାସୀ ଭକ୍ତ। ମୋର ଜେତ ଦୂର ଧାରଣା ଗତ ୫୦/୬୦ ବର୍ଷ ଭିତରେ ରଥ ଚାଲିବାରେ ଏ ବର୍ଷ ପରି ଦୃଷ୍ଟାନ୍ତ ନାହିଁ। କାହିଁକି ପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କର ଏ…
ରଥଯାତ୍ରାରେ ଅଘଟଣ: ସାମ୍ବାଦିକଙ୍କୁ ସରକାର ଡାକି ଦୁର୍ବ୍ୟବହାରକୁ ଭକ୍ତଙ୍କ ନିନ୍ଦା
ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ
ଭୁବନେଶ୍ଵର ତା ୨୭/୬/୨୫:-ରଥଯାତ୍ରାରେ ରାଜ୍ୟ ସରକାର ସ୍ୱୀକୃତିପ୍ରାପ୍ତ ଓ କାର୍ଯ୍ୟରତ ସାମ୍ବାଦିକମାନଙ୍କୁ ରଥଯାତ୍ରା ଖବର ସଂଗ୍ରହ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା କରିଥିବା ବେଳେ ପୁଲିସ ଆକ୍ରମଣରେ ୭ରୁ ଊର୍ଦ୍ଧ୍ବ ଗୁରୁତର ଆହତ ହୋଇଛନ୍ତି | ଜଣେ…
ରଥଯାତ୍ରାରେ ଆଇଜି ଡ୍ରୋନର ଆଡଭାନ୍ସଡ ଡ୍ରୋନ ସର୍ଭିଲାନ୍ସ ବ୍ୟବସ୍ଥାକୁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଶଂସା
ଭୁବନେଶ୍ୱର : ଚଳିତ ବର୍ଷ ରଥଯାତ୍ରା ପୂର୍ବରୁ ପୁରୀରେ ସୁରକ୍ଷା ବ୍ୟସ୍ଥା ଓ ନୀରିକ୍ଷଣ ପ୍ରସ୍ତୁତିକୁ ସମୀକ୍ଷା କରିବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଏବଂ ଓଡିଶାର ଉଚ୍ଚଶିକ୍ଷା ଓ…
ଏଏମ୍/ଏନ୍ଏସ୍ ଇଣ୍ଡିଆ ପକ୍ଷରୁ ସାଗାସାହି ଖଣି ନିକଟରେ କଂକ୍ରିଟ୍ ରାସ୍ତା ନିର୍ମାଣ ପାଇଁ ଭୂମି ପୂଜା
କୋଇଡା, ଜୁନ୍ ୨୬, ୨୦୨୫: ସାଗାସାହି ଖଣି ନିକଟରେ ଭଞ୍ଜପାଲି ବାଇପାସ୍ ଠାରୁ କଳମଙ୍ଗ ଛକ ପର୍ଯ୍ୟନ୍ତ ଚାରି କିଲୋମିଟର ଲମ୍ବ କଂକ୍ରିଟ୍ ରାସ୍ତା ନିର୍ମାଣ ପାଇଁ ଆର୍ସଲରମିତ୍ତଲ ନିପ୍ପନ ଷ୍ଟିଲ୍ ଇଣ୍ଡିଆ (ଏଏମ୍/ଏନ୍ଏସ୍ ଇଣ୍ଡିଆ) ପକ୍ଷରୁ 'ଭୂମି ପୂଜା' ଆୟୋଜନ କରାଯାଇଥିଲା। ନିର୍ମାଣ…
ଆସନ୍ତା ୩୦ ତାରିଖରେ ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ତା-୨୭.୦୬.୨୦୨୫: ଆସନ୍ତା ସୋମବାର ୩୦ ତାରିଖ ଦିନ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି ଆସନ୍ତା ସୋମବାର ଦିନ ୧୦.୩୦ ସମୟରୁ ୟୁନିଟ୍-୨, ଅଶୋକ ନଗର, ଭୁବନେଶ୍ୱରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ…
ଓଡ଼ିଶା ଅବକାରୀ ବିଭାଗର ନିଶା ବିରୋଧୀ ଅଭିଯାନ
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଅବକାରୀ ବିଭାଗ ଦ୍ୱାରା ଆୟୋଜିତ ରାଜ୍ୟବ୍ୟାପୀ ନିଶା ନିବାରଣ ଅଭିଯାନର ପ୍ରଥମ ପର୍ଯ୍ୟାୟ ଏକ ଗ୍ରାଣ୍ଡ ୱାକାଥନ ସହିତ ସଫଳ ଭାବେ ସମାପ୍ତ ହୋଇଛି । ଏହି ୱାକାଥନ ଅନ୍ତର୍ଜାତୀୟ ନିଶା ଦ୍ରବ୍ୟ ଅପବ୍ୟବହାର ଓ ଅବୈଧ ଚାଲାଣ ବିରୋଧୀ ଦିବସ (ଜୁନ୍ ୨୬) ଅବସରରେ ଆୟୋଜିତ…
ଅର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ନିରୋଧ ଦିବସ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ , ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ନିଶା ଅପବ୍ୟବହାର ଓ ଅବୈଧ…
ପାରଳାଖେମୁଣ୍ଡି ରେ କବି କଳହଂସ ଗୋପାଳକୃଷ୍ଣଙ୍କ ୨୪୨ତମ ଜୟନ୍ତୀ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସଭାଗୃହ ଠାରେ ଗୋପାଳକୃଷ୍ଣ ସ୍ମୃତି କଳା ପରିଷଦ ଏବଂ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୂଲ୍ୟରେ କବି କଳହଂସ ଗୋପାଳକୃଷ୍ଣଙ୍କ ୨୪୨ତମ ଜୟନ୍ତୀ ପାଳିତ ହୋଇ ଯାଇଛି। ଆଚାର୍ଯ୍ୟ ବିନୋଦ ଚନ୍ଦ୍ର…
ନବରଙ୍ଗପୁର ଠାରେ ସଂସଦୀୟ ସଡ଼କ ସୁରକ୍ଷା କମିଟି ବୈଠକ-୨୦୨୫
ନବରଙ୍ଗପୁର ତା ୨୬.୬.୨୦୨୫: ଅଶୋକ ସାହୁ, ଶାସକ ପ୍ରଶାସକ,ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ ଗୃହରେ ମାନ୍ୟବର ଲୋକସଭା ସାଂସଦ ବଳଭଦ୍ର ମାଝୀଙ୍କ ଅଧ୍ୟକ୍ଷତାରେ ସଂସଦୀୟ ସଡ଼କ ସୁରକ୍ଷା କମିଟି ବୈଠକ -୨୦୨୫ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ରେ ମାନ୍ୟବର ରାଜ୍ୟସଭା ସାଂସଦ ମୂଜିବୁଲ୍ଲା ଖାଁ,…