Sign in
Sign in
Recover your password.
A password will be e-mailed to you.
ଶରଧାପୁରରେ ମଦ ବିକ୍ରିକୁ ବିରୋଧ, ଜଣେ ଗିରଫ, ରାସ୍ତା ଉପରେ ବସିଲେ ଶତାଧିକ ଜନତା
ଓଡ଼ଗାଁ,୧୦।୯(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଶରଧାପୁର ଗ୍ରାମରେ ବେଆଇନ ମଦ ବିକ୍ରିକୁ ବିରୋଧ କରି ରାସ୍ତା ଉପରେ ଶତାଧିକ ମହିଳା ଓ ପୁରୁଷ ରାସ୍ତାରୋକ କରିଛନ୍ତି । ଘଟଣା ସମ୍ପର୍କରେ ଖବରପାଇ ଓଡ଼ଗାଁ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ବେନିୟମ ମଦ ଜବତ କରିଛି । ସୂଚନା…
୮ବର୍ଷ ର ଅସମ୍ପୂର୍ଣ ପ୍ରକଳ୍ପ,ରେକର୍ଡ ୩ଦିନ ରେ ସମ୍ପୂର୍ଣ କଲେ ବିଡିଓ : ମୁଖ୍ୟମନ୍ତ୍ରୀ କରିବେ ଉଦଘାଟନ I
ବିଷମକଟକ (ଶୁଭମ ମହାପାତ୍ର): ଆଠ ବର୍ଷ ରେ ଦୁଇ ଦୁଇଟି ବିଡିଓ ଙ୍କ ଅମଳ ରେ ଯାହା ସମ୍ଭବ ହୋଇ ପାରି ନଥିଲା ସେହି କାର୍ଯ୍ୟ କୁ ବାସ୍ତବତା ର ରୂପ ଦେବା ରେ ସକ୍ଷମ ହୋଇଛନ୍ତି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶିବ ପଟନାୟକ ଏବଂ ତାଙ୍କ ବୈଷୟିକ ଦଳ I ରାୟଗଡା ଜିଲ୍ଲା ବିଷମକଟକ ବ୍ଲକ ଗୋଷ୍ଠୀ ଉନ୍ନୟନ…
ବ୍ଲକ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ
ପଦମପୁର ତା ୧୦/୦୯- ସ୍ଥାନୀୟ ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି। ବ୍ଲକ ଶିକ୍ଷାଅଧିକାରୀ ଶ୍ରୀ ଲୋକନାଥ ଭୋଇଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ…
କୋରୁକୋଣ୍ଡା ଲ୍ୟାମ୍ପସ କାର୍ଯ୍ୟାଳୟ ଅଚାନକ ପରିଦର୍ଶନ କଲେ ଲ୍ୟାମ୍ପସ ଚେୟାରମ୍ୟାନ
ମାଲକାନଗିରି/ ସୁରେନ୍ଦ୍ର ବେମାଲ:ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ସଦର ସ୍ଥିତ ଲ୍ୟାମ୍ପସ କାର୍ଯ୍ୟାଳୟ ଆଜି ଅଚାନକ ପରିଦର୍ଶନ କରିଛନ୍ତି ଲ୍ୟାମ୍ପସ ଚେୟାରମ୍ୟାନ ଈଶ୍ୱର ପାଣିଗ୍ରାହୀ। ଏହି ଅବସରରେ ସେ ପ୍ରଥମେ ଲ୍ୟାମ୍ପସ କାର୍ଯ୍ୟାଳୟକୁ ଯାଇ ସେଠାରେ ଆୟୋଜିତ ଏକ ବୈଠକରେ ଯୋଗ ଦେଇଥିଲେ।…
ଆରଏସଏସ ର ଶତାବ୍ଦୀ ପାଳନ ଉପଲକ୍ଷେ ଡାବୁଗାଁ ଖଣ୍ଡ ର ବୈଠକ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୧୦/୦୯/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଜଗନ୍ନାଥ ମନ୍ଦିର ପରିସରରେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ୧୦୦ ବର୍ଷ ପୂର୍ତ୍ତି ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ଆଗାମୀ ଅକ୍ଟୋବର ୨ ତାରିଖ ବିଜୟା ଦଶମୀ ରେ ରାଷ୍ଟ୍ରୀୟ…
ଅନକାବେଡା ଆଶ୍ରମ ବିଦ୍ୟାଳୟ ସମ୍ମୁଖରେ ଜମି ରହୁଛି ଅପରିଷ୍କାର ପାଣି |ଡ୍ରେନେଜ ବ୍ୟବସ୍ଥା ପାଇଁ ଅବିଭାବକ ମାନଙ୍କ ଦାବୀ…
ନବରଙ୍ଗପୁର,ଅଶୋକ ସାହୁ, ଶାସକ ପ୍ରଶାସକ,10/09-: ଛାତ୍ରଛାତ୍ରୀ ମାନଙ୍କୁ ଗୁଣାତ୍ମକ ଶିକ୍ଷା ଯୋଗେଇ ଦେବା ପାଇଁ ଶିକ୍ଷା ବିଭାଗ ପକ୍ଷରୁ ଅନେକ ଗୁଡିଏ ପଦକ୍ଷେପ ନିଆଯାଉଛି |ବିଦ୍ୟାଳୟ ପରିସରକୁ ସଫା ସୁତରା ରଖିବା ସହିତ ବିଦ୍ୟାଳୟ ମାନଙ୍କରେ ସ୍ମାର୍ଟ କ୍ଲାସରୁମ, ବିଶୁଦ୍ଧ ପାନୀୟ ଜଳ,…
ଜାତୀୟ ପତାକା କୁ ଅସମ୍ମାନ; ଜନ ସାଧାରଣରେ ତୀବ୍ର ପ୍ରତିକ୍ରିୟା
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ଆଜି ବେଲଗୁଣ୍ଠା ଏନଏସିର ଏକ ଅଳିଆ ବୁହା ଗାଡ଼ିରେ ଜାତୀୟ ପତାକା ଲାଗିଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଘୁରି ବୁଲିବା ପରେ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ଦେଖାଦେଇଛି I ପ୍ରକାଶ ଥାଉକି କିଛିଦିନ ହେବ ବେଲଗୁଣ୍ଠାର ବିଭିନ୍ନ ସାହି ଏବଂ ଗଳିକନ୍ଦିରେ…
ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ନୂତନ ସୃଜନଶୀଳତା ଓ କାର୍ଯ୍ୟଦକ୍ଷତା କୌଶଳ କାର୍ଯ୍ୟକ୍ରମ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ନୂତନ ସୃଜନଶୀଳତା ଓ କାର୍ଯ୍ୟଦକ୍ଷତା କୌଶଳ କାର୍ଯ୍ୟକ୍ରମ ଅନୁଷ୍ଠାନ ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି I କାର୍ଯ୍ୟକ୍ରମରେ ଅଧ୍ୟାପକ ଅଶୋକ କୁମାର ସ୍ୱାଇଁ, ଅଜୟ କୁମାର…
କେନ୍ଦ୍ରାପଡ଼ା ଠାରେ ବ୍ଲକ ସ୍ତରୀୟ ଅଂଶୀଦାର ଦକ୍ଷତା ମୂଲ୍ୟାଙ୍କନ କର୍ମଶାଳା ଅନୁଷ୍ଠିତ ।
କେନ୍ଦ୍ରାପଡ଼ା:(ପ୍ରଫୁଲ୍ଲ କୁମାର ମଲ୍ଲ) ସଂଯୁକ୍ତ ଜାତିସଙ୍ଘର ଖାଦ୍ୟ ଓ କୃଷି ସଂଗଠନ (ଫାଓ) ଏବଂ ଶାନ୍ତା ମେମୋରିଆଲ ରିହାବିଷ୍ଟେସନ ସେଣ୍ଟର (ଏମ.ଏମ.ଆର.ସି ) ଭୁବନେଶ୍ୱରଙ୍କ ମିଳିତ ଆନୁକୂଲ୍ୟରେ ଆଜି ଜିଲ୍ଲା ମୁଖ୍ୟ କୃଷି ଅଧିକାରଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ସ୍ତରୀୟ କର୍ମଶାଳା…
ବିଜେପୁର ଏସଏଚଜି ଭବନରେ ସେବାପକ୍ଷ କାର୍ଯ୍ୟକ୍ରମ ବୈଠକ
ବିଜେପୁର :-ବରଗଡ଼ ଜିଲ୍ଲାର ବିଜେପୁର ବ୍ଲକ ଏସଏଚଜି ଭବନ ପ୍ରାଙ୍ଗଣରେ ସେବାପକ୍ଷ କାର୍ଯ୍ୟକ୍ରମ ବୈଠକ ହୋଇଯାଇଛି। ସମାଜର ଉନ୍ନତି, ଜନସଚେତନତା ଓ ସେବାଭାବକୁ ଆଗେଇ ନେବାକୁ ଉଦ୍ଦେଶ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅନେକ ପ୍ରମୁଖ ବ୍ୟକ୍ତିବିଶେଷ ଉପସ୍ଥିତ ହୋଇଥିଲେ।ଏହି ଅବସରରେ ଜିଲ୍ଲା…