Sign in
Sign in
Recover your password.
A password will be e-mailed to you.
ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ରରେ ଯୋଗ ଦିବସ ପାଳିତ
ଜମନକିରା (ଲିପନ ନାଏକ ):ଆଜି ଜମନକିରା ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ରମାନଙ୍କ ରେ ଯୋଗ ଦିବସ ପାଳିତ ହଇଥିବା ବେଳେ ଏନ, କ୍ୟୁ, ଏ, ଏସ ପୁରସ୍କାପ୍ରାପ୍ତ ଭୋଜପୁର ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି।…
ବିନା ସୂଚନା ଫଳକରେ ଚାଲିଛି ସରକାରୀ କୋଠା ନିର୍ମାଣ
ବିଜେପୁର :-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ୍ ତାଳପଦର ପଞ୍ଚାୟତରେ ବିନା ସୂଚନା ଫଳକରେ ସରକାରୀ କୋଠା ନିର୍ମାଣ କାମ ଚାଲିଛି। ତାହା ବି ଅତି ନିମ୍ନମାନର ବୋଲି ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆଲୋଚନା ହେଉଛି। ଜ୍ଵଳନ୍ତ ଉଦାହରଣ ଭାବେ କଲେଜ ସ୍ଥିତ ନିକଟରେ ଲକ୍ଷ ଲକ୍ଷ ଟଙ୍କା ବିନିଯୋଗରେ ନିର୍ମାଣ…
ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶ୍ଵ ଯୋଗ ଦିବସ ପାଳିତ
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି- ଆଜି ବିଶ୍ୱ ଯୋଗ ଦିବସ। ସ୍ଥାନୀୟ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା ପକ୍ଷରୁ ଆଜି ବିଶ୍ଵ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଯୋଗ ଗୁରୁ ଅନନ୍ତ ପଣ୍ଡା ଯୋଗ ଦେଇ ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀ, ଅଧ୍ୟାପକ ପ୍ରମୁଖ ଙ୍କୁ ଯୋଗର…
ଭଞ୍ଜନଗର ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ
ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଭଞ୍ଜନଗର ବେଲେଶ୍ବର ଶୈବ ପୀଠରେ ଆଜି ଶନିବାର ଜୁନ୍ ମାସ ୨୧ ତାରିଖ ୨୦୨୫ ଦିନ ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଇଛି। ଭଞ୍ଜନଗର ପଞ୍ଚାୟତ ସମିତି ଓ ଭଞ୍ଜନଗର ବିଜ୍ଞାପିତ ଅଞ୍ଚଳ ପରିଷଦର ମିଳିତ ଆନୁକୂଲ୍ୟରେ ଆୟୋଜିତ ଯୋଗ…
ସ୍ୱର୍ଗତଃ ନାରାୟଣ ପୃଷେଠଙ୍କ ଜୟନ୍ତୀ ପାଳିତ।
ପଦ୍ମପୁର:- ସ୍ଥାନୀୟ ଆର୍.ବି.ହାଇସ୍କୁଲର ସମ୍ମିଳନୀ କକ୍ଷରେ ଦିବଙ୍ଗତ ସାରସ୍ୱତ ସାଧକ ସ୍ୱର୍ଗତଃ ନାରାୟଣ ପୃଷେଠଙ୍କ ଜୟନ୍ତୀ ଉତ୍ସବ ଆଗାମୀ ସାହିତ୍ୟ ସଂସଦ ତରଫରୁ ପାଳିତ ହୋଇଯାଇଛି। ଏହି ଅବସରରେ ସଂସଦର ସଭାପତି ଡ. ପ୍ରମୋଦ କୁମାର ପାଢୀଙ୍କ ଅଧ୍ୟକ୍ଷତା ଓ ଡ.ଜୟକେତନ ତ୍ରିପାଠୀ ଙ୍କ…
ଗାୟତ୍ରୀ ଫାର୍ମାସି ମହାବିଦ୍ୟାଳୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣପୁର ସ୍ଥିତ ଗାୟତ୍ରୀ ଫାର୍ମାସି ମହାବିଦ୍ୟାଳୟ ପରିସରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଏକ ପୃଥିବୀ ଏକ ସ୍ବାସ୍ଥ୍ୟ ବିଷୟ ଆଧାରରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।ଅନୁଷ୍ଠାନ ପ୍ରିନ୍ସିପାଲ ଡଃ.କାହ୍ନୁଚରଣ ଚରଣ ପାଣିଗ୍ରାହୀ ଓ…
ଜିଲ୍ଲା ସ୍ତରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ
ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ସଦର ମହକୁମା ଗଜପତି ଷ୍ଟାଡିୟମ୍ ଠାରେ ଗଜପତି ଜିଲ୍ଲା ଅବକାରୀ ବିଭାଗ ଓ କ୍ରୀଡ଼ା ବିଭାଗର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଆଜିର ଏହି ଯୋଗ ଦିବସରେ ଜିଲ୍ଲାପାଳ…
ଧରତି ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନ ମାଧ୍ୟମରେ ଗଜପତି ଜିଲ୍ଲାର ବିକାଶ
ପାରଳାଖେମୁଣ୍ଡି /ବାଳାକୃଷ୍ଣ ପାଣିଗ୍ରାହୀ : ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା , ପାରଳାଖେମୁଣ୍ଡି ଦ୍ବାରା କାର୍ଯକାରୀ ହେଉଥିବା “ଧରତି ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନ” ତଥା “ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହା ଅଭିଯାନ” ସରକାରଙ୍କ ଏକ ଅଭିନବ ପ୍ରୟାସ ଅଟେ। ଓଡିଶା…
ମହିଳା ସ୍ନାତକ ମହାବିଦ୍ୟାଳୟ ଓ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ
ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ଶୃଙ୍ଖଳିତ ଭାବେ ପାଳିତ ହୋଇଯାଇଛି।ମହାବିଦ୍ୟାଳୟର ଅଧ୍ୟକ୍ଷା ଡ.ରୀନା ସାହୁ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରି ଯୋଗର ଉପକାରିତା…
ପୁରୀରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ
ପୁରୀ ୨୧/୬ (ଅନିମେଶ ପଟ୍ଟନାୟକ): ପୁରୀରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଦି ବେଲ୍ ଓ ୟୁଥ୍ ହଷ୍ଟେଲ ପୁରୀର ମିଳିତ ପ୍ରୟାସରେ "ଆମ ସ୍ୱାସ୍ଥ୍ୟ, ଆମ ସମ୍ପତି" ନାମକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହିତ ଏହି ଦିବସ ପାଳନ କରାଯାଇଛି।
ୟୁଥ ହଷ୍ଟେଲର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ…