ନବରଙ୍ଗପୁର ଠାରେ ଜିଲ୍ଲା ସ୍ତରୀୟ ଗୁରୁଦିବସ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ

ନବରଙ୍ଗପୁର ତା ୫.୯.୨୦୨୫:ଅଶୋକ ସାହୁ, ଶାସକ ପ୍ରଶାସକ,ସ୍ଥାନୀୟ ରାଜା ଚୈତନ୍ୟ ଦେବ ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଗୁରୁଦିବସ ଉତ୍ସବ ଓ ମୂଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମIରୋହ ଅନୁଷ୍ଠିତ ହୋଇଯାଇଅଛି। ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ଛତ୍ରପତି ସାହୁ ଙ୍କ ଅଧ୍ୟକ୍ଷତା…

ବଣିକ ସଂଘ ପକ୍ଷରୁ ଶିକ୍ଷକ ପ୍ରତିଭା ସମ୍ମାନ କାର୍ଯ୍ୟକ୍ରମ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବଣିକ ସଂଘ ପକ୍ଷରୁ ସଭାପତି ସନତ୍ କୁମାର ସୁବୁଦ୍ଧିଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ପ୍ରତିଭା ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମରେ ଅତିଥି ରୂପେ ସଂଘର ଉପଦେଷ୍ଟା ପ୍ରଶାନ୍ତ କୁମାର ସାହୁ, ଉପସଭାପତି ସୁଯ୍ୟନାରାୟଣ…

ଡାବୁଗାଁ ରେ ଗୁରୁଦିବସ ପାଳିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୦୫/୦୯/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ସରସ୍ଵତୀ ଶିଶୁ ମନ୍ଦିର ରେ ଗୁରୁଦିବସ ଆଲିଟ ହୋଇଯାଇଛି। ଶିଶୁ ମନ୍ଦିର ର ରାଧା ଆଚାର୍ଯ୍ୟ ସତ୍ୟନାରାୟଣ ଚୌଧୁରୀ ଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜାମରୁଣ୍ଡା ଶିଶୁ…

ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ହାଇସ୍କୁଲର ଶିକ୍ଷକ ଲଗାତାର ୨ୟ ଥର ପାଇଁ ପାଇଲେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଶିକ୍ଷକ ଶିକ୍ଷାର୍ଥୀ ଓ ଶିକ୍ଷାୟତନ ଶିକ୍ଷାର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ସମୂହ । । ଏ ସମସ୍ତର ଅଗ୍ରଗତିରେ ଶିକ୍ଷା ଛୁଇଁ ପାରେ ଆକାଶକୁ । ଶୈକ୍ଷିକ ଉନ୍ନତି ନିମନ୍ତେ ସରକାର ନେଇଥିବା ଏକ ଯୁଗାନ୍ତକାରୀ ପଦକ୍ଷେପ ହେଉଛି ପ୍ରୋତ୍ସାହନ ପ୍ରଦାନ । ଏଭଳି ଏକ…

ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଉତ୍ସବ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ପାଳିତ

ରାୟଗଡ଼ ତା : ୫-୯-୨୦୨୫: ରାୟଗଡ଼ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଜିଲ୍ଳାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣି ଯୋଗ ଦେଇ ଶ୍ରୀଜଗନ୍ନାଥ ଓ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ଓ…

ଅବସରପ୍ରାପ୍ତ ଶିକ୍ଷକଙ୍କୁ ‘ଭକ୍ତିପୂତ ପ୍ରଣାମ’ କାର୍ଯ୍ୟକ୍ରମ

ସମାଜ ସଚେତନତା ପାଇଁ ଆହ୍ୱାନ, ୬ ଶହରୁ ଉର୍ଦ୍ଧ୍ୱ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା  ଶିକ୍ଷକମାନେ ସେବାରୁ ନିବୃତ ହୋଇଥାନ୍ତି, କିନ୍ତୁ ସେମାନଙ୍କର ଅବସର ନଥାଏ : ଡ. ଅରୁଣ କୁମାର ସାହୁ   ନୟାଗଡ଼(ବିଶ୍ୱଜିତ ନାୟକ):- ନୟାଗଡ଼ ଜିଲ୍ଲା ସଦରବ୍ଲକ ଓ ନଗରପାଳିକା ଆନୁକୁଲ୍ୟରେ ଆଜି ଅବସରପ୍ରାପ୍ତ…

‘ଜାତୀୟ ଶିକ୍ଷକ ପୁରସ୍କାର- ୨୦୨୫’ ପ୍ରଦାନ କଲେ ମାନ୍ୟବର ରାଷ୍ଟ୍ରପତି

ଶିକ୍ଷାଦାନକୁ ରୋଚକ ଓ ଚାପମୁକ୍ତ କରିବା ପାଇଁ ଶିକ୍ଷକଙ୍କ ଅଭିନବ ଶୈଳୀ ପ୍ରେରଣାଦାୟୀ- ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ/ଭୁବନେଶ୍ୱର, ସେପ୍ଟେମ୍ବର ୫,୨୦୨୫ - ପବିତ୍ର ‘ଗୁରୁ ଦିବସ’ ଅବସରରେ ଶୁକ୍ରବାର ନୂଆଦିଲ୍ଲୀ ଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ…

ସାଳି ପ୍ରେମରେ ପାଗଳ ଭିଣେଇ :ଦକ୍ଷିଣଖଣ୍ଡଭୋଳ ଗ୍ରାମରେ ପାରିବାରିକ ବିବାଦ, ଥାନାରେ ଅଭିଯୋଗ ।

କେନ୍ଦ୍ରାପଡ଼ା (ପ୍ରଫୁଲ୍ଲ କୁମାର ମଲ୍ଲ) ସଦର ଥାନା ଅନ୍ତର୍ଗତ ଦକ୍ଷିଣ ଖଣ୍ଡଭୋଳ ଗ୍ରାମରେ ଏକ ଆଶ୍ଚର୍ୟ ଜନକ ଘଟଣା ସାମ୍ନାକୁ ଆସିଛି । ସାଳି ସହ ପ୍ରେମ ସମ୍ପର୍କରେ ପାଗଳ ଭିଣେଇକୁ ନେଇ ସମଗ୍ର ଗ୍ରାମରେ ତୀବ୍ର ଚର୍ଚ୍ଚା ଚାଲିଛି ।ସୂଚନା ଅନୁସାରେ, ସ୍ୱଜନଙ୍କ ସାଳି ସହିତ ପ୍ରେମ ସମ୍ପର୍କ…

ଝାରସୁଗୁଡ଼ା ପୌର କାର୍ଯ୍ୟାଳୟ ସ୍ଥାନାନ୍ତର ନକରିବାକୁ ବିଜେଡି ଜିଲ୍ଲାପାଳଙ୍କ ନିକଟରେ ଫେରାଦ

  ଝାରସୁଗୁଡ଼ା : ପୌର ପରିଷଦର ନୂତନ କାର୍ଯ୍ୟାଳୟ ପାଇଁ ସହରର ବିଟିଏମ୍ ଅଞ୍ଚଳରେ ଜାଗା ଚିହ୍ନଟୀକରଣ କାର୍ଯ୍ୟ ଶେଷ ହୋଇଛି। ଆସନ୍ତା ୬ ତାରିଖରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ଝାରସୁଗୁଡ଼ା ଗସ୍ତ ସମୟରେ ଏହି ପ୍ରକଳ୍ପ ପାଇଁ ଶିଳାନ୍ୟାସ ବି ହେବାର କାର୍ଯ୍ୟକ୍ରମ ରହିଛି। କିନ୍ତୁ ଏହା ପୂର୍ବରୁ…

ଦୀପାଳି ହେଲେ ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା

 ଝାରସୁଗୁଡ଼ା : ବିଜେଡିର ସାଙ୍ଗଠନିକ ପରିବର୍ତ୍ତନ ହୋଇଛି। ଯେଉଁଠି ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କୁ ରାଜ୍ୟ ବିଜେଡିର ସାଧାରଣ ସମ୍ପାଦିକା ଦାୟିତ୍ବ ପ୍ରଦାନ କରାଯାଇଛି। ଯାହାକୁ ନେଇ ଦୀପାଳିଙ୍କ ଅନୁଗତଙ୍କ ମଧ୍ୟରେ ଖୁସିର ଲହରୀ ଖେଳି ଯାଇଛି। ଏହା ପୂର୍ବରୁ ବି ସୁଶ୍ରୀ ଦାସ ଦଳର…