ଦୁର୍ନୀତିର ମାର୍ଗ ସାଜିଛି ବିନା ସୂଚନା ଫଳକରେ ଉନ୍ନୟନ ମୂଳକ ନିର୍ମାଣ କାର୍ଯ୍ୟ

ଜମନକିରା (ଲିପନ ନାଏକ):ସମ୍ବଲପୁର ଜିଲ୍ଲା ଜମନକିରା ବ୍ଲକ ଅନ୍ତର୍ଗତ ଟିକିବା ପଞ୍ଚାୟତର ତାଳମୁଣ୍ଡା କଣ୍ଟାରେ ଏକ ପାହାଚ ଘାଟ ନିର୍ମାଣ କାର୍ଯ୍ୟ ହେଉଥିବା ଦେଖାଯାଇଛି। ଏହି କାର୍ଯ୍ୟ ଆରମ୍ଭରୁ କାର୍ଯ୍ୟର ସ୍ୱଛତା ଏବଂ ପାରଦର୍ଶିତା ବଜାୟ ରଖି କାର୍ଯ୍ୟ ଆରମ୍ଭରୁ ସୂଚନା ଫଳକ ନିର୍ମାଣ…

ସମାଜ ସେବୀ ମନୋଜ ନାୟକ ଙ୍କ ଦ୍ଵାରା ରଜ ମହୋତ୍ସବ ଆୟୋଜିତ

ବାସୁଦେବପୁର : ଆଜି ତୃତୀୟ ରଜ, ସବୁଠି ଜମୁଛି ରଜ ଆସର ।ଓଡିଶା ର ସଂସୃତି ପରମ୍ପରା ର ପର୍ବ ହେଉଛି ରଜ ଉତ୍ସବ । ଓଡିଆ ସଂସ୍କୃତି କୁ ମନେପକାଇବା ପାଇଁ ବାସୁଦେବପୁର ବାଲିମେଦ ପଡିଆ ଠାରେ ସମାଜ ସେବୀ ମନୋଜ ନାୟକ ଙ୍କ ପକ୍ଷରୁ ପ୍ରଥମ ରଜ ମହୋତ୍ସବ ର ବ୍ୟାପକ ଆୟୋଜନ କାରାଯାଇଛି ! ରଜ ଉପଲକ୍ଷେ…

ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣୀ

ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଭଞ୍ଜନଗରରେ ଜିଲ୍ଲା ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଆଜି ୧୬ ତାରିଖ ସୋମବାର ୨୦୨୫ ଦିନ ଅନୁଷ୍ଠିତ ହୋଇଯାଇଛି ।ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦେବଦତ୍ତ ପଣ୍ଡା ,ଭଞ୍ଜନଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରଞ୍ଜନ କୁମାର…

ଛୁରିଆନା ରେ ପହଁଞ୍ଚିଲା ବିକାଶ ବାହାନ ରଥ l

ଅସ୍ତରଙ୍ଗ;  ରାଜ୍ୟ ସରକାର ରାଜ୍ୟର ଶାସନ ଭାର ନେବାର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଗାଁ ଗାଁ ରେ ଗଡିଛି ବିକାଶ ବାହାନା ରଥ, ଏହି ରଥରେ ରାଜ୍ୟ ଓ କେନ୍ଦ୍ର ସରକାର ଙ୍କର ତାଙ୍କର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ରାଜ୍ୟ ରେ ହୋଇ ଥିବା ବିଭିର୍ଣ୍ଣ ବିକାଶର ଚିତ୍ର ଏଲସିଡି ମାଧ୍ୟମରେ ପ୍ରଚାର କରା…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଧାଣ୍ଡିମ୍ବା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ,…

ଲୋକଙ୍କ ନିକଟରେ ଯୋଜନା ସହ ବିକାଶ

ରାୟଗଡ଼ ୧୬-୬-୨୦୨୫:ଯୋଜନା ସହ ବିକାଶର ବାହନ ଲୋକଙ୍କ ନିକଟରେ ପହଞ୍ଚିଲା। ରାୟଗଡ଼ ବ୍ଳକର କାମ୍ପ ମାଲିଗାଁ, କୁଲି ଓ ବଡ଼ ଆଲୁବାଡ଼ି ଗ୍ରାମ ପଞ୍ଚାୟତ ରେ ସୋମବାର ବିକାଶ ବାହନ ପହଁଞ୍ଚିଛି। ବାଜା, ତୁରୀ, ହୁଳହୁଳି ଓ ନାଚ ଗୀତରେ ରଥକୁ ଲୋକେ ସ୍ଵାଗତ କରିଥିଲେ। ସରପଞ୍ଚ, ୱାର୍ଡ ସଦସ୍ୟ ଓ…

ମୋଟରସାଇକେଲ୍ ଦୁର୍ଘଟଣାରେ ଯୁବକ ଗୁରୁତର

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ଆଜି ସକାଳେ ଏକ ମୋଟରସାଇକେଲ୍ ଦୁର୍ଘଟଣାରେ ବେଲଗୁଣ୍ଠା ଅଞ୍ଚଳର ଜଣେ ଯୁବକ ଗୁରୁତର ଆହତ ହୋଇ ବ୍ରହ୍ମପୁର ମେଡିକାଲ୍ କୁ ସ୍ଥାନାନ୍ତର ହୋଇଥିବା ସୂଚନା ମିଳିଛି I ସୂଚନା ପ୍ରକାରେ ଆଜି ସକାଳ ୧୧ ଘଣ୍ଟା ୨୦ ମିନିଟ୍ ସମୟରେ ବେଲଗୁଣ୍ଠା ଆଳିଆ ସାହିର ବାଦଲ…

ଆନ୍ତର୍ଜାତିକ ଯୋଗ ଦିବସ ଅବସରରେ ସୋଆ ଆଇବିସିଏସରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ଜୁନ୍ ୧୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଟ୍ୟୁଟ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍) ପକ୍ଷରୁ ଏକାଦଶ ଆନ୍ତର୍ଜାତିକ ଯୋଗ ଦିବସ ପରିପ୍ରେକ୍ଷୀରେ ଜୁନ୍ ୯ ରୁ ୧୩ ତାରିଖ ପର୍ଯ୍ୟନ୍ତ ୫ ଦିନ ବ୍ୟାପୀ ଏକ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଯାଇଛି ।…

ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଆୟୋଜିତ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନି ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପତାକା…

ଗୁଣପୁରରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:- ତା.୧୬-୦୬-୨୦୨୫ରିଖ ଦିନ ଗୁଣପୁର ଉପ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ରେ ଜିଲ୍ଲାପାଳ, ରାୟଗଡ଼ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ପାରୁଲ ପଟୱାରୀଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିର ରେ ଆରକ୍ଷୀ ଅଧିକ୍ଷକ…