Sign in
Sign in
Recover your password.
A password will be e-mailed to you.
ନବରଙ୍ଗପୁର ଠାରେ ବିକାଶ ମେଳା ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ
ନବରଙ୍ଗପୁର ତା ୧୬.୬.୨୦୨୫ଅଶୋକ ସାହୁ, ଶାସକ ପ୍ରଶାସକ,: ଗତ ୧୪.୬.୨୦୨୫ ରିଖ ରେ ସ୍ଥାନୀୟ ମଣ୍ଡେଇ ପଡିଆ ଠାରେ ଜିଲ୍ଲା ସ୍ତରୀୟ ବିକାଶ ମେଳା ମାନ୍ୟବର ଇସ୍ପାତ ଓ ଖଣି, ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ବିଭୂତି ଭୂଷଣ ଜେନା ମୁଖ୍ୟ ଅତିଥି ରୂପେ ଯୋଗଦେଇ ଉଦ୍ଘାଟନ କରିଛନ୍ତି।…
ଜିଲ୍ଲାର ବିଭିନ୍ନ ସ୍ଥାନରେ ରଜ ଉତ୍ସବ ପାଳିତ
https://youtu.be/xmudlfCGPlw
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ରଜ ପର୍ବ ପାଇଁ ସମଗ୍ର ପାରଳାଖେମୁଣ୍ଡି ସହର ଓ ଆଖପାଖ ଅଞ୍ଚଳ ଉତ୍ସବ ମୁଖର ଓ ଚଳଚଞ୍ଚଳ ହୋଇ ଉଠିଛି। ତିନିଦିନ ଧରି ଏହି ରଜ ପର୍ବ ଅତି ଧୁମ୍ ଧାମରେ ପାଳିତ ହୋଇ ଆସିଥିବା ବେଳେ ଏଥିରେ ଛୋଟ ଝିଅ ମାନଙ୍କ ଠାରୁ…
ବାନ୍ଦୁପଲା ଗ୍ରାମପଞ୍ଚାୟତରେ ରାଜ୍ୟ ସରକାରଙ୍କ “ବର୍ଷ ଏକ, ଉପଲବ୍ଧି ଅନେକ” ଉତ୍ସବ ଅନୁଷ୍ଠିତ
ଟିଟିଲାଗଡ଼/ଶାସକ ପ୍ରଶାସକ (ଘନଶ୍ୟାମ ନାଗ) ଓଡ଼ିଶା ରାଜ୍ୟ ସରକାର ଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ବାନ୍ଦୁପଲା ଗ୍ରାମ ପଞ୍ଚାୟତରେ ଏକ ଉତ୍ସବମୟ ଉପଲବ୍ଧି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଶତାଧିକ ସ୍ଥାନୀୟ ଗ୍ରାମବାସୀଙ୍କ…
ଏକ୍ସଟ୍ରିମ୍ ବ୍ଳାଷ୍ଟରସ୍ ଏବଂ ଏସ ଆର ଏସି ଦଳ ସେମିଫାଇନାଲକୁ ଉନ୍ନୀତ
୧୬ତମ ଓଡ଼ଗାଁ କ୍ରିକେଟ ଲିଗ୍ ୨୦୨୫ର ୮ମ ଦିନ
ଓଡ଼ଗାଁ, ୧୫।୬(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ମିନି ଷ୍ଟାଡିୟମ ଠାରେ ରଘୁନାଥ ଆଥଲେଟିକ ଆସୋସିଏସନ୍ ଆନୁକୂଲ୍ୟରେ ଆୟୋଜିତ ୧୬ ତମ ଓଡ଼ଗାଁ କ୍ରିକେଟ ଲିଗ୍ (ଓସିଏଲ୍) ୨୦୨୫ ରବିବାର ୮ମ ଦିନରେ ଅନୁଷ୍ଠିତ ୨ ମ୍ୟାଚରେ…
ଜିଲ୍ଲାସ୍ତରୀୟ ବିକାଶ ମେଳା ଦ୍ୱିତୀୟ ସନ୍ଧ୍ୟାର କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲାସ୍ତରୀୟ ବିକାଶ ମେଳା , ପରମ୍ପାରିକ ଖାଦ୍ୟ ମେଳା ଓ ଆମ୍ବ ମେଳାର ଦ୍ଵିତୀୟ ସନ୍ଧ୍ୟା କାର୍ଯ୍ୟକ୍ରମରେ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର ନୀଳାଚଳ ସେନାପତି ମତ୍ସ୍ୟ ବିଭାଗ ପକ୍ଷରୁ…
ଶ୍ରୀ ନୃସିଂହନାଥ କୃଷକ ସଙ୍ଗଠନ ତରଫରୁ କୃଷକ ଅଧିକାର ସଚେତନତା ଶିବିର
ବେଲଗୁଣ୍ଠା-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ଗୋବରା ସ୍ଥିତ ବୈକୁଣ୍ଠନାଥ ମନ୍ଦିର ପ୍ରାଙ୍ଗଣରେ କୃଷକ, ମଜଦୁର୍ ଏବଂ କଳାକାରଙ୍କ ସର୍ବନିମ୍ନ ମୌଳିକ ସୁବିଧା ସୁଯୋଗ ହାସଲ ସମ୍ପର୍କରେ ଏକ ସଚେତନତା ଶିବିର ଆୟୋଜିତ ହୋଇଯାଇଛି I ଏହି ଅବସରରେ ସହ ସହ କୃଷକ, ମଜଦୁର୍ ଏବଂ କଳାକାରଙ୍କୁ ନେଇ…
ସ୍ୱାସ୍ଥ୍ୟମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନଙ୍କର ଡାଇରିଆ ସ୍ଥିତି ନିରୀକ୍ଷଣ ଓ ସମୀକ୍ଷା ଘରକୁ ଘର ଅଭିଯାନ ଉପରେ…
ଭୁବନେଶ୍ୱର ତା-୧୫ .୦୬ .୨୦୨୫: ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ରାଜ୍ୟସ୍ତରୀୟ ବରିଷ୍ଠ ଅଧିକାରୀ ଏବଂ କେନ୍ଦ୍ରୀୟ ଟିମ୍ ମାନେ ଆଜି ଯାଜପୁର ଓ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ସବ୍ ଡିଭିଜନର ପ୍ରଭାବିତ ଅଂଚଳରେ ଡାଇରିଆ ସ୍ଥିତିର ନିରୀକ୍ଷଣ କରିଛନ୍ତି । ଆଜି…
ସାଥୀ ର ପରିବେଶ ସଚେତନତା ସାଇକେଲ ରାଲି
ରାଉରକେଲା, (ବସନ୍ତ କୁମାର ଜେନା): ସାମାଜିକ ଅନୁଷ୍ଠାନ ସାଥୀ, କ୍ଲିନ୍ ଆଣ୍ଡ ଗ୍ରୀନ ଓ ମିସନ ସଣ୍ଡେ ତରଫରୁ ପ୍ରଦୂଷଣ ନିୟନ୍ତ୍ରଣ କରିବା ଉପଲକ୍ଷେ ଏକ ସଚେତନତା ସାଇକେଲ ରାଲି ଅନୁଷ୍ଠିତ ହୋଇଯାଇଛି। ସାଥୀ ର ସଭାପତି ଆଇନଜୀବୀ ସଦାନନ୍ଦ ସାହୁ ଙ୍କ ଆବାହକତ୍ଵ ରେ ଆୟୋଜିତ ଏହି ରାଲି ସେକ୍ଟର…
ଆଇ ଏସ୍ ଆର୍ ଡି “ସଖୀ” ୱାନ ଷ୍ଟପ ସେଣ୍ଟର ତରଫରୁ ରଜ ଉତ୍ସବ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଇ ଏସ୍ ଆର୍ ଡି "ସଖୀ" ୱାନ ଷ୍ଟପ ସେଣ୍ଟର ତରଫରୁ ରଜ ଉତ୍ସବ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ "ସଖୀ" ୱାନ ଷ୍ଟପ କେନ୍ଦ୍ରର ଆଇନ ପରାମର୍ଶ ଦାତା ଶ୍ରୀଯୁକ୍ତ ନାଗେଶ୍ଵର ଚୌଧୁରୀ ଅତିଥି ମାନଙ୍କୁ ସ୍ଵାଗତ ଜଣାଇଥିଲେ। କେନ୍ଦ୍ର…
ବରିଷ୍ଠ ନାଗରିକ ସଂଘର ମାସିକ ବୈଠକ
ବିଜେପୁର :-ବିଜେପୁର ବ୍ଲକ ବରିଷ୍ଠ ନାଗରିକ ସଂଘର ମାସିକ ବୈଠକ ସଭାପତି ନବ କିଶୋର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ଅହମଦାବାଦ ଭୟଙ୍କର ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବିମାନଯାତ୍ରୀ ଓ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ…