୧୩ ବର୍ଷର ବୈଭବଙ୍କ ଅନନ୍ୟ ଭକ୍ତି: ଘରେ କଲେ ମହାପ୍ରଭୁଙ୍କ ସ୍ନାନ ପୂର୍ଣ୍ଣିମା ବିଧି

ପୁରୀ, (ଅନିମେଶ ପଟ୍ଟନାୟକ): ପିଲା ବୟସରେ ମଧ୍ୟ ଅପାର ଭକ୍ତିର ଦୃଷ୍ଟାନ୍ତ ସୃଷ୍ଟି କରିଛନ୍ତି ବୈଭବ ଶତପଥୀ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଓ ପ୍ରେମରେ ୧୩ ବର୍ଷର ବାଳକ । ନିଜ ଘରେ ପିଲାଟି ବେଳୁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପୂଜାର୍ଚ୍ଚନା କରନ୍ତି ଏହି କୁନି ଭକତ । ସ୍ନାନ ପୂର୍ଣ୍ଣିମା…

ଜିଲ୍ଲାରେ ଡେଙ୍ଗୁ, ଡାଇରିଆ ଓ ମେଲେରିଆ ନିରlକରଣ ପ୍ରସ୍ତୁତି ଉପରେ ଜିଲ୍ଲାପାଳଙ୍କ ସମୀକ୍ଷା

ରାୟଗଡ:-ତ. ୧୩/୦୬/୨୫- ଜିଲ୍ଲାରେ ଡେଙ୍ଗୁ, ଡାଇରିଆ ଓ ମେଲେରିଆ ବୃଦ୍ଧିକୁ ଆଶଙ୍କା କରି ଏହାର ନିରlକରଣ ନିମନ୍ତେ ପ୍ରସ୍ତୁତି ଉପରେ ଜିଲ୍ଲାପାଳଙ୍କ ଶ୍ରୀମତୀ ପାରୁଲ ପଟାୱରୀ ଆଜି ସମ୍ପୃକ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ଆୱାସି ମାଧ୍ୟମରେ ବ୍ଲକସ୍ତରୀୟ ଅଧିକାରୀଙ୍କୁ ନେଇ ସମୀକ୍ଷା ବୈଠକ…

ବିକାଶ ମେଳା ୨୦୨୫ ଉଦ୍ଘାଟିତ

ଜଗତସିଂହପୁର,ତା-୧୨.୦୬.୨୦୨୫/ସୁମନ୍ତକୁମାରଦାସ: ଆଜି ସନ୍ଧ୍ୟା ରେ ସ୍ଥାନୀୟ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ପରିସରରେ ଜିଲ୍ଲା ସ୍ତରୀୟ ବିକାଶ ମେଳା ୨୦୨୫ ଉଦଘାଟିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରଥମ ଦିବସ…

ଜିଲ୍ଲା ସ୍ଥରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା

ଜଗତସିଂହପୁର,ତା-୧୩.୦୬.୨୦୨୫/ସୁମନ୍ତ କୁମାର ଦାସ: ଜିଲ୍ଲା ସ୍ଥରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଜଗତସିଂହପୁର ନିମାଇଁ ଭବନ ପରିସରରେ ଅନୁଷ୍ଟିତ ହୋଇଯାଇଅଛି । ମିଶନ ଶକ୍ତି ଏବଂ ଓଡ଼ିଶା ଜୀବିକା ମିଶନ ର ସହଭାଗିତାରେ ଆୟୋଜିତ ଖାଦ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମରେ…

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତ ଅବସରରେ କଳାହାଣ୍ଡି ଜିଲ୍ଲା ସ୍ତରୀୟ ବିକାଶ ମେଳା।

ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ przରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତ ଅବସରରେ ନୂଆ ସରକାର ଙ୍କ ଦ୍ଵାରା କାର୍ଯ୍ୟକାରୀ ହେଇଥିବା ଜନକଲ୍ୟାଣ ଯୋଜନା ସମ୍ପର୍କରେ ସଚେତନ ସ୍ରୁଷ୍ଟି କରିବା ନିମନ୍ତେ ରାଜ୍ୟ ବ୍ୟାପୀ ଜୁନ 12 ତାରିଖ ରୁ ଜୁନ 20 ତାରିଖ ପର୍ଯ୍ୟନ୍ତ ସାଧାରଣ ସଭା,…

ଜିଲ୍ଲା ସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭, ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା ଆୟୋଜିତ

ଜଗତସିଂହପୁର,ତା-୧୩.୦୬.୨୦୨୫/ସୁମନ୍ତ କୁମାର ଦାସ: ଆଜି ଅପରାହ୍ନ ରେ ସ୍ଥାନୀୟ ଆଦିକବି ସାରଳା ଦାସ ସଂସ୍କୃତି ଭବନ ଠାରେ ଜିଲ୍ଲା ସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭, ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା ଆୟୋଜିତ ହୋଇଯାଇଛି।ଏହି କର୍ମଶାଳା ରେ ମୁଖ୍ୟ ଅତିଥି ଭାବେ…

୧୬ତମ ଓଡ଼ଗାଁ କ୍ରିକେଟ ଲିଗ୍ ୨୦୨୫ର ୬ଷ୍ଠ ଦିନ: ଏମ୍ପୋରିୟର ଇଲେଭେନ ଓ ଏସ ଆର ଏସସି ବିଜୟୀ

ଓଡ଼ଗାଁ, ୧୩।୬(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ମିନି ଷ୍ଟାଡିୟମ ଠାରେ ସ୍ଥାନୀୟ ରଘୁନାଥ ଆଥଲେଟିକ ଆସୋସିଏସନ୍ ଦ୍ବାରା ଅନୁଷ୍ଠିତ ୧୬ ତମ ଓଡ଼ଗାଁ କ୍ରିକେଟ ଲିଗ୍ (ଓସିଏଲ୍) ୨୦୨୫ ଶୁକ୍ରବାର ଷଷ୍ଠ ଦିନରେ ୨ ମ୍ୟାଚ୍ ଅନୁଷ୍ଠିତ ହୋଇଥିବା ବେଳେ ଏମ୍ପୋରିୟର ଇଲେଭେନ ଓ ଏସ…

ଚିଲିକାରେ ବିକାଶ ବାହନର ଶୁଭାରମ୍ଭ

ଚିଲିକା:(ସେକ କୌସର):ବିଜେପି ସରକାର ଏକ ବର୍ଷ ପୂର୍ତି ଅବସରରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକରେ ବିକାଶ ବାହାନ ରଥ ଶୁଭାରମ୍ଭ କରାଯାଇଛି । ଚିଲିକା ବ୍ଳକ ପରିସରରେ ରଥକୁ ପୂଜାର୍ଚ୍ଚନା ଓ ବନ୍ଦାପନା କରାଯାଇଥିଲା ପରେ ଏହି ରଥ ଚଣ୍ଡେଶ୍ୱର ଗ୍ରାମ ପଞ୍ଚାୟତ ପହଞ୍ଚିବା ପରେ ଚଣ୍ଡେଶ୍ୱର…

ଦୁଇଗୋଟି ଗ୍ରାମରେ ପାନୀୟ ଜଳ ଯୋଗାଣ ପାଇଁ ଉତ୍କଳ ଆଲୁମିନାର ପ୍ରୟାସ

ଦୁଇଗୋଟି ସ୍ଵଜଳ ଧାରା ଓ 5 ସୌରାଚାଳିତ ନଳକୂଅ ଉଦଘାଟିତ ରାୟଗଡା, 13/6; ରାୟଗଡା ଜିଲ୍ଲା ଟିକିରି ଅନ୍ତର୍ଗତ ଦୋରଗୁଡ଼ା ସ୍ଥିତ ଉତ୍କଳ ଆଲୁମିନା, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଆଦିତ୍ୟ ବିର୍ଲା ଗ୍ରୁପ ସହଯୋଗୀ କମ୍ପାନୀ ପକ୍ଷରୁ ଦୁଇଗୋଟି ସ୍ଵଜଳ ପ୍ରକଳ୍ପ ଓ ପାଞ୍ଚଗୋଟି ସୌରାଚାଳିତ ନଳକୂପ…

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ଵ ଶିଶୁ ଶ୍ରମିକ ବିରୋଧୀ ଦିବସ ପାଳନ

ନବରଙ୍ଗପୁର,ଅଶୋକ ସାହୁ, ଶାସକ ପ୍ରଶାସକ, ୧୩/୦୬/ ୨୦୨୫: ଗତ କାଲି ୧୨.୬.୨୦୨୫ ରିଖ ଦିନ ବିଶ୍ଵ ଶିଶୁ ଶ୍ରମିକ ବିରୋଧୀ ଦିବସ, ୨୦୨୫ ଅବସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ପାପଡାହାଣ୍ଡି ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଏକ ଆଇନ ସଚେତନା ଶିବିର ଅନୁଷ୍ଟିତ…