Sign in
Sign in
Recover your password.
A password will be e-mailed to you.
ଜିଲ୍ଲାପାଳଙ୍କ ସହ ଦଶମ ଶ୍ରେଣୀ ଏ୧ କୃତୀ ଛାତ୍ରୀମାନଙ୍କ ସ୍ୱତନ୍ତ୍ର ଆଲୋଚନା ଚକ୍ର
ଝାରସୁଗୁଡା: ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ମାର୍ଗଦର୍ଶନରେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା କୃତୀ ଛାତ୍ରୀମାନଙ୍କୁ ନେଇ ଏକ ସ୍ୱତନ୍ତ୍ର ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ସମାସିଂହା ସ୍ଥିତ କେ.ଜି. ବାଳିକା ଉଚ୍ଚ ବିଦ୍ୟାଳୟର ଏ୧ ଗ୍ରେଡ୍…
ଜିଲ୍ଲା ମୃତ୍ତିକା ସଂରକ୍ଷଣ ଭବନରେ ମୃତ୍ତିକା ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ମୃତ୍ତିକା ସଂରକ୍ଷଣ ଭବନରେ ଲିନସି ଫାଉଣ୍ଡେସନର ସହଯୋଗରେ ଆଜି ( ବୁଧବାର) ମୃତ୍ତିକା ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟର ପ୍ରକଳ୍ପ ପରାମର୍ଶଦାତା ଡଃ ସୌରଭ…
ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ସର୍ବାଧିକ ଶାସନ ବର୍ଷ ପାଇଁ ମନ୍ଦିର ରେ ପୁଜା ପାଠ
ବାସୁଦେବପୁର - ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ର ସେବା, ସୂ ଶାସନ ର ସର୍ବାଧିକ ବର୍ଷ ଶାସନ, ଅବସର ରେ, ଆଜି ବାସୁଦେବପୁର ବିଧାନ ସଭା ନେତା ବାଣୀ କଲ୍ୟାଣ ମହାନ୍ତି ଙ୍କ ନେତୃତ୍ବ ରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ନଗେନ୍ଦ୍ର ବିଶ୍ଵାଳ, ଜିଲ୍ଲା କୋଷାଧକ୍ଷ ଜୟ ପ୍ରକାଶ ମଲ୍ଲିକ, ସମସ୍ତ…
ମୁଣ୍ଡାଗୁଡ଼ାରେ ସ୍ୱତନ୍ତ୍ର କ୍ରିକେଟ୍ ଷ୍ଟାଡିୟମ୍ ପାଇଁ କ୍ରୀଡ଼ାମନ୍ତ୍ରୀଙ୍କୁ ବିଧାୟକଙ୍କ ପତ୍ର ।
ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ:: ମାଲକାନଗିରି ଜିଲ୍ଲାର ଶହ ଶହ ଯୁବ କ୍ରିକେଟ୍ ଖେଳାଳିଙ୍କ ବହୁ ଦିନର ସ୍ୱପ୍ନ ଏବେ ସାକାର ହେବାର ଆଶା ଦେଖାଦେଇଛି। ମାଲକାନଗିରି ବିଧାନସଭା ସଦସ୍ୟ ଶ୍ରୀ ନରସିଂହ ମାଡକାମି କ୍ରୀଡ଼ା ଓ ଯୁବ ବ୍ୟାପାର, ଉଚ୍ଚଶିକ୍ଷା ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ…
ପ୍ରଧାନମନ୍ତ୍ରୀଙ୍କ ସଫଳତା କୁ ନେଇ ବ୍ରହ୍ମପୁର ବିଧାୟକଙ୍କ ଯଞ କାର୍ଯ୍ୟକ୍ରମ।
ବ୍ରହ୍ମପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସଫଳ ନେତୃତ୍ୱରେ ଖୁସି ଓ ଦୀର୍ଘାୟୁ କାମନା କରି ଯଞ ପବିତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଇତ୍ୟବସରରେ ବ୍ରହ୍ମପୁର ବିଧାୟକ କେ ଅନୀଲ କୁମାର ରେଶମ ନଗରୀ ବ୍ରହ୍ମପୁର ସହରରେ ପ୍ରସିଦ୍ଧ ଶୈବପୀଠ ନୀଳକଣ୍ଠେଶ୍ଵର ମନ୍ଦିର ରେ ହୋମ ଯଞ…
ନବରଙ୍ଗପୁର ଜିଲ୍ଲା ସାମ୍ବାଦିକ ୱେଲ ଫେୟାର ଟ୍ରଷ୍ଟ ପକ୍ଷରୁ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ |
ଝରିଗାଁ, ନବରଙ୍ଗପୁର 10/06-2026,ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ବଡ଼ଟେମରା ପଂଚାୟତ ଅନ୍ତର୍ଗତ ଚନ୍ଦନଧାରା ପର୍ଯ୍ୟଟନ ସ୍ଥଳୀରେ ବୁଧବାର ଦିନ ନବରଙ୍ଗପୁର ଜିଲ୍ଲା ସାମ୍ବାଦିକ ୱେଲଫେୟାର ଟ୍ରଷ୍ଟ ପକ୍ଷରୁ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି |ଝରିଗାଁ ବ୍ଲକ ସଭାପତି…
ମୋଦୀଙ୍କ ସଫଳ ନେତୃତ୍ୱ ପାଇଁ ମହାଦେବଙ୍କ ନିକଟରେ ପ୍ରାର୍ଥନା
ଝାରସୁଗୁଡ଼ା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭାରତର ସର୍ବାଧିକ ସମୟ ଧରି କ୍ରମାଗତ ଭାବେ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବେ ସେବା ପ୍ରଦାନ କରିବାର ଗୌରବ ଅର୍ଜନ କରିଥିବା ଅବସରରେ ଝାରସୁଗୁଡ଼ା ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ ବିଶେଷ ପୂଜାର୍ଚ୍ଚନା କରାଯାଇଛି। ପ୍ରଧାନମନ୍ତ୍ରୀ…
ଜାତୀୟ ରାଜପଥ-୨୬ରେ ମର୍ମନ୍ତୁଦ ଦୁର୍ଘଟଣା : ଅଜଣା ଟ୍ରକ ଧକ୍କାରେ ଦୁଇ ଟ୍ରକ ଚାଳକଙ୍କ ମୃତ୍ୟୁ, ଚାଳକ ଫେରାର
କଳାହାଣ୍ଡି :- କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଖଜୁରୀପଡା ଗାଁ ନିକଟସ୍ଥ ଜାତୀୟ ରାଜପଥ-୨୬ ଉପରେ ଘଟିଛି ଏକ ହୃଦୟବିଦାରକ ସଡ଼କ ଦୁର୍ଘଟଣା। ଏକ ଅଜଣା ଟ୍ରକର ଧକ୍କାରେ ଦୁଇ ଜଣ ଟ୍ରକ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।ସୂଚନା ଅନୁଯାୟୀ, ଦୁଇଟି ଟ୍ରକ ମଣ୍ଡିରୁ…
ପଞ୍ଚମ ରେଳ ଲାଇନ ଏବଂ ନୂତନ ଓଭରବ୍ରିଜ ପାଇଁ ବନ୍ଧମୁଣ୍ଡା ଫଟାପାଇପ୍ ଗୁଆଲା ପଟ୍ଟିରେ ଚାଲିଲା ବୁଲଡୋଜର
ରେଳବାଇ, ଆରଏସପି ଓ ପ୍ରଶାସନ ପକ୍ଷରୁ ବସ୍ତି ଉଚ୍ଛେଦ ଅବ୍ଯାହତ
ରାଉରକେଲା,(ବସନ୍ତ କୁମାର ଜେନା) :ରେଳବାଇର ପଞ୍ଚମ ଲାଇନ୍ ବିସ୍ତାରକରଣକୁ ନେଇ ପ୍ରାୟ ୬୦ ବର୍ଷ ତଳେ ରାଉରକେଲା ଇସ୍ପାତ କାରଖାନା ପକ୍ଷରୁ ରିଂରୋଡ ଉପରେ ଥିବା ପୁରୁଣା ଓଭରବ୍ରିଜ ପରିବର୍ତ୍ତେ ନୂତନ ଓଭରବ୍ରିଜ ନିର୍ମାଣ…
ସମାଜ ପ୍ରତି ଦାୟିତ୍ୱବୋଧର ଅନନ୍ୟ ଉଦାହରଣ: ଛୁଟିରେ ପିଲାଙ୍କ ଭବିଷ୍ୟତ ଗଢ଼ୁଛନ୍ତି ଧୁଲୁଣ୍ଡାର ଯୁବଗୋଷ୍ଠୀ
ଝାରସୁଗୁଡ଼ା: ଆଜିର ସମୟରେ ଯେତେବେଳେ ବ୍ୟକ୍ତିଗତ ସଫଳତା ଓ ସହରମୁଖୀ ଜୀବନଶୈଳୀକୁ ଅଧିକ ଗୁରୁତ୍ୱ ଦିଆଯାଉଛି, ସେତେବେଳେ ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ଚାରପାଲି ଗ୍ରାମ ପଞ୍ଚାୟତ ଅଧୀନସ୍ଥ ଧୁଲୁଣ୍ଡା ଗ୍ରାମ ସମାଜ ପ୍ରତି ଦାୟିତ୍ୱବୋଧର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ସୃଷ୍ଟି କରିଛି।…