Sign in
Sign in
Recover your password.
A password will be e-mailed to you.
ଅବ୍ୟବସ୍ଥାରେ ଦଣ୍ଡୋର ଆରୋଗ୍ୟ କେନ୍ଦ୍ର, ରହୁନାହାନ୍ତି ସ୍ବାସ୍ଥ୍ୟକର୍ମୀ
ଓଡ଼ଗାଁ, ୧୦।୬(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ କୁରାଳ ପଞ୍ଚାୟତର ଦଣ୍ଡୋର ଆରୋଗ୍ୟ କେନ୍ଦ୍ରକୁ କେହି ସ୍ବାସ୍ଥ୍ୟକର୍ମୀ ଆସୁନଥିବାରୁ ତାହା ଏକରକମ ଅକାମୀ ଅବସ୍ଥାରେ ପଡ଼ିରହିଛି । ଏପରିକି ୪୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ସ୍ବାସ୍ଥ୍ୟ କେନ୍ଦ୍ରଟି…
ଧରତୀ ଆବା ଜନଜାତି ଗ୍ରାମ ଉତ୍କର୍ଷ ଅଭିଯାନ ଏବଂ ପ୍ରଧାନମନ୍ତ୍ରୀ-ଜନମନ ଅଧୀନରେ ଗଜପତି ଜିଲ୍ଲା ରେ ସଚେତନତା-ସହ-ଆଇଇସି…
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ :ରାଜ୍ୟ ସରକାର , କେନ୍ଦ୍ର ଆଦିବାସୀ ମନ୍ତ୍ରଣାଳୟ ସହିତ ମିଳିତ ଭାବରେ ରାଜ୍ୟ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ , ପିଏମ-ଜନମନ ଏବଂ ଧରତୀ ଆବା ଜନଜାତି ଗ୍ରାମ ଉତ୍କର୍ଷ ଅଭିଯାନ (DA-JGUA) ଅଧୀନରେ ସମଗ୍ର ରାଜ୍ୟ ତଥା ଜିଲ୍ଲା ବ୍ୟାପି…
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରଙ୍କ ନୀରବ ପ୍ରତିବାଦ:ଆକ୍ରମଣକାରୀଙ୍କୁ ଗିରଫ ଦାବି
ନୟାଗଡ଼(ବିଶ୍ୱଜିତ ନାୟକ) :- ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ମା ଓ ଗର୍ଭସ୍ଥ ଶିଶୁ ମୃତ୍ୟୁ ଘଟଣା ଆଜି ଭିନ୍ନ ମୋଡ଼ ନେଇଛି । ଓଡ଼ିଶା ମେଡିକାଲ ସେବା ସଂଘ ନିଷ୍ପତ୍ତିକ୍ରମେ ଆଜିଠାରୁ ଡାକ୍ତରମାନେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡ୍ୟୁଟି ସରିବା ପରେ ନୀରବ…
ଚଳନ୍ତା କାର ରେ ଲାଗିଲା ନିଆଁ ଅଳ୍ପକେ ବର୍ତିଲେ ଡ୍ରାଇଭର
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୧୦/୦୬/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ - ଉମରକୋଟ ରାଜ୍ୟ ରାଜପଥ ମୁଖ୍ୟରାସ୍ତା ଡାବୁଗାଁ ଆଦର୍ଶ ବିଦ୍ୟାଳୟ ପାଖରେ ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୧୧ ଘଣ୍ଟ ସମୟରେ ଏକ ଚଳନ୍ତା କାର ରେ ନିଆଁ ଲାଗି ସମ୍ପୂର୍ଣ ପୋଡି ଯାଇଛି।ଏଥିରେ କାର ଚଳାଉଥିବା…
ଜୟପାଟଣା ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ।
ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ)କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ…
ଏକ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାର ବିଶେଷ ଜନ ସଚେତନତା ପାଇଁ ସାମ୍ୱାଦିକ…
ନବରଙ୍ଗପୁର ତା ୧୦.୬.୨୦୨୫:ଅଶୋକ ସାହୁ, ଶାସକ ପ୍ରଶାସକ: ଆସନ୍ତା ୧୨ ତାରିଖରୁ ୧୮ ତାରିଖ ପର୍ଯ୍ୟନ୍ତ ନବରଙ୍ଗପୁର ଠାରେ ଜିଲାସ୍ତରୀୟ ବିକାଶ ମେଳା ସ୍ଥାନୀୟ ମଣ୍ଡେଇ ପଡିଆ ଠାରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ଆହୂତ ସାମ୍ବାଦିକ ସମ୍ମିଳନୀରେ ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ)ତପନ…
ରଥ ନିର୍ମାଣ କାର୍ଯ୍ୟ ବୁଲି ଦେଖିଲେ ବିଜେପି ଟିମ୍
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଦକ୍ଷିଣ ଓଡ଼ିଶାର ଅନ୍ୟତମ ପ୍ରମୁଖ ଐତିହାସିକ ରଥଯାତ୍ରା ପାରଳାଖେମୁଣ୍ଡି ଠାରେ ବହୁ ବର୍ଷ ଧରି ଆୟୋଜନ ହେଇଆସୁଛି। ଆଗମୀ ଦିନରେ ହେବାକୁ ଥିବା ରଥଯାତ୍ରା ପୂର୍ବ ରୁ ରଥ ନିର୍ମାଣ କାର୍ଯ୍ୟ ବୁଲି ଦେଖିଲେ ବିଜେପି ଜିଲ୍ଲା ସଭାପତି ନବ କିଶୋର ଶବର…
ଟେବୁଲ ଟପ ଏକସର ସାଇଜ ଏବଂ ମକ ଡ୍ରିଲ ନିମନ୍ତେ ପ୍ରସ୍ତୁତି ବୈଠକ ଏବଂ ମକ ଡ୍ରିଲ ନିମନ୍ତେ ପ୍ରସ୍ତୁତି ବୈଠକ
ନବରଙ୍ଗପୁର ୧୦.୬.୨୦୨୫ ଅଶୋକ ସାହୁ, ଶାସକ ପ୍ରଶାସକ,: ନବରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ବିଶ୍ଵଜିତ ବର୍ମନ ଙ୍କ ଅଧ୍ୟକ୍ଷତାରେ ଟେବୁଲ ଟପ ଏକସର ସାଇଜ ଏବଂ ମକ ଡ୍ରିଲ ନିମନ୍ତେ ପ୍ରସ୍ତୁତି ବୈଠକ ଅଶୋକ ମେହେଟ୍ଟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା l ଆଗାମୀ ଅଠର ତାରିଖ ପୂର୍ବାହ୍ନରେ…
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଅବସରରେ ବରିଷ୍ଠ ନାଗରିକ ମାନେ ରାସ୍ତାରେ ଚାଲି ଚାଲି ଗଲେ।
ଧରଣୀଧର ମହାବିଦ୍ୟାଳୟର ଅସ୍ତିତ୍ବ ବଜାୟ ରଖିବାକୁ ଦିଆଗଲା ଦାବିପତ୍ର।
କେନ୍ଦୁଝର,ତା୧୦/୬- କେନ୍ଦୁଝର ଜିଲ୍ଲାର ଗର୍ବ ଗୌରବ ହେଲା ଧରଣୀଧର ସ୍ୱୟଂ ଶାସିତ ମହାବିଦ୍ୟାଳୟ। ଏଠାରୁ ପାସ କରି ଅନେକ ଛାତ୍ରଛାତ୍ରୀ ଦେଶ ବିଦେଶରେ ଉଚ୍ଚ ପଦବୀରେ ଅବସ୍ଥାପିତ। ନିକଟରେ ଅବସର ନେଇଥିବା…
ସମ ହସ୍ପିଟାଲରେ ପ୍ରଥମ ଥର ପାଇଁ ଫିଜିଓଥେରାପି ମାଧ୍ୟମରେ ଟ୍ରାନ୍ସରେକ୍ଟାଲ୍ ଟ୍ରାନ୍ସଭଜାଇନାଲ୍ ପେଲ୍ଭିକ୍ ଫ୍ଲୋର…
ଭୁବନେଶ୍ୱର, ଜୁନ ୧୦: ଓଡ଼ିଶାରେ ପ୍ରଥମ ଥର ପାଇଁ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲ୍ରେ ଟ୍ରାନ୍ସଭଜାଇନାଲ୍ ଓ ଟ୍ରାନ୍ସରେକ୍ଟାଲ୍ ପେଲ୍ଭିକ୍ ଫ୍ଲୋର ପୁନର୍ବାସ ସମ୍ପର୍କିତ କର୍ମଶାଳା ଗତ ଜୁନ୍ ୭ ଓ ୮ ତାରିଖ ଦୁଇ ଦିନ ଧରି ହସ୍ପିଟାଲ ପରିସରରେ ଆୟୋଜିତ…