Sign in
Sign in
Recover your password.
A password will be e-mailed to you.
ବେଲଗୁଣ୍ଠା ସ୍ୱାମୀ ବିବେକାନନ୍ଦ ଶିଶୁ ମନ୍ଦିରରେ ନନ୍ଦୋତ୍ସବ ପାଳିତ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ ), ବେଲଗୁଣ୍ଠା ସ୍ଥିତ ସ୍ୱାମୀ ବିବେକାନନ୍ଦ ଶିଶୁ ମନ୍ଦିର ପ୍ରାଙ୍ଗଣରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଅବସରରେ ନନ୍ଦୋତ୍ସବ ପାଳିତ ହୋଇଯାଇଛି I ଏହି ଉତ୍ସବରେ ଅତିଥି ରୂପେ ଅବସର ପ୍ରାପ୍ତ ଶିକ୍ଷକ ସୁରେଶ ଚନ୍ଦ୍ର ମହାପାତ୍ର,ଓଡ଼ିଶା ଉଚ୍ଚ ନ୍ୟାୟାଳୟର ଆଇନଜୀବୀ ଓମ୍…
ଭଞ୍ଜନଗରସ୍ଥ ଗୀତାଭଵନ ଠାରେ ଶ୍ରୀକୃଷ୍ଣ ଜନ୍ମ ଓ ନନ୍ଦୋତ୍ସବ ପାଳନ
ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଭଞ୍ଜନଗର ସହର ଭେଜିପୁଟ ରୋଡ଼ ମୁଖ୍ୟ ସଡ଼କ ପାଖରେ ଥିବା ବହୁ ପୁରାତନ ବୈଦିକ ଅନୁଷ୍ଠାନ "ଗୀତା ଭବନ" ରେ ଆଜି ମହାନ୍ ପବିତ୍ର ଦିନରେ ଶ୍ରୀକୃଷ୍ଣ ଜନ୍ମ ଓ ନନ୍ଦୋତ୍ସବ କୁ ମହା ଆନନ୍ଦ ଉଲ୍ଲାସରେ ପାଳନ କରାଯାଇଛି। ଆଜି ଅଗଷ୍ଟ ମାସ ୧୬ ତାରିଖ ଶନିବାର ୨୦୨୫…
ଅଭିଭାବକ ବୈଠକ ଅନୁଷ୍ଠିତ
ପାଇକମାଳ :- ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ତୃତୀୟ ଅଭିଭାବକ ବୈଠକ ପ୍ରଧାନ ଶିକ୍ଷକ ଡ଼ ଦ୍ଵାଦଶ କୁମାର ପଧାନ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ପ୍ରଥମେ ଶିକ୍ଷୟିତ୍ରୀ ନିରୁପମା ସାହୁ,ସରୋଜ ପ୍ରଧାନ ଦୀପ ପ୍ରଜ୍ବଳନ କରି ଉଦ୍ଘାଟନ କରିଥିଲେ l ବୈଠକରେ ୬୫ ଜଣ ଅଭିଭାବକ…
“ଗଞ୍ଜାମ ଜିଲ୍ଲାରେ ବିପର୍ଯ୍ୟସ୍ତ ହୋଇପଡିଛି ଆଇନଶୃଙ୍ଖଳା।”
ଏସପିଙ୍କୁ ଭେଟିଲା ଗଞ୍ଜାମ ଜିଲ୍ଲା ବିଜୁ ଜନତା ଦଳ
ବ୍ରହ୍ମପୁର/ କୈଳାଶ ଚୌଧୁରୀ : ଜିଲ୍ଲା ରେ ପ୍ରତି ଦିନ ଘଟୁଥିବା ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡ଼ିବାରେ ଲାଗିଛି,ନାରୀ ନିର୍ଯାତନା, ହତ୍ୟା , ହିଂସାକୁ ନେଇ ପୁର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ରାଜ୍ୟ ସଭାପତି ଶ୍ରୀ ନବୀନ…
ନୂଆପଡ଼ା ଜିଲ୍ଲା ଯାଦବ ସମାଜ ପକ୍ଷ ରୁ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଳିତ
ନୂଆପଡ଼ା ଜିଲ୍ଲା ରୁ କଲିମ ମହମ୍ମଦ (ଶାସକ ପ୍ରଶାସକ): ନୂଆପଡ଼ା ଜିଲ୍ଲା ଖଡିଆଳ ସହର ମଧ୍ୟରେ ଯାଦବ ସମାଜ ପକ୍ଷ ରୁ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଳିତ ହୋଇଯାଇଅଛି। ଶ୍ରୀକୃଷ୍ଣ ଜନ୍ମ ଏବଂ ନାନ୍ଦୋତ୍ସବ ପାଳିତ ହୋଇଅଛି। ଏହି ଉପଲକ୍ଷେ ଏକ ବିଶାଳ ଶୋଭାଯାତ୍ରା ଖଡିଆଳ ନଗର ପରିକ୍ରମା କରିଥିବା…
ଡାବୁଗାଁ ରେ ୭୯ ତମ ସ୍ବାଧିନତା ଦିବସ ପାଳିତ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୧୫/୦୮/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ରେ ୭୯ ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି। ସକାଳ ୭ ଘଣ୍ଟ ରୁ ୮ ଘଣ୍ଟ ମଧ୍ୟରେ ବିଭିନ୍ନ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ,ଶିକ୍ଷାନୁଷ୍ଠାନ ରେ ପତାକା ଉତ୍ତୋଳନ କରାଯାଇ ସ୍ଵାଧୀନତା ଦିବସ ପାଳନ…
ରାୟଗଡ ଜିଲ୍ଲା ସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସ ପାଳିତ ।
"ସମାଜର ସବୁଠାରୁ ଅବହେଳିତ ଓ ଦୁର୍ବଳତମ ଲୋକଙ୍କ ନିକଟରେ ପହଞ୍ଚି ସେମାନଙ୍କ ଓଠରେ ହସ ଫୁଟାଇବା ଆରମ୍ଭ କରିଛି ଲୋକଙ୍କ ସରକାର -ମାନ୍ୟବର ମନ୍ତ୍ରୀ
ରାୟଗଡ: ୭୯ ତମ ସ୍ୱାଧୀନତା ଦିବସ ରାୟଗଡ ଜିଲ୍ଲା ସଦର ମହକୁମାର ସ୍ଥାନୀୟ ଜି.ସି.ଡି. ଜିଲ୍ଲା ଉଚ୍ଚ ବିଦ୍ୟାଳୟ ପଡିଆ ଠାରେ ଅନୁଷ୍ଠିତ…
ବଲାଙ୍ଗିରରେ କୁକୁର କାମୁଡ଼ାରେ ୩ ମୃତୁ୍ୟରେ ପ୍ରଶାସନର ନିରବତାକୁ ବିଜେଡିର ସମାଲୋଚନା
ମୃତକଙ୍କ ପରିବାରବର୍ଗଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ କରନ୍ତୁ ସରକାର
ଭୁବନେଶ୍ୱର, ୧୬/୦୮/୨୦୨୫: ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକର ଚିଞ୍ଚେଡ଼ ଗ୍ରାମର ୩ ଜଣ ଲୋକଙ୍କୁ ବୁଲା କୁକୁର କାମୁଡ଼ି ଜୀବନରୁ ମାରିଦେଇଥିଲା ବେଳେ, ଗୁରୁତର ଆହତ ହୋଇଥିବା ୬ ଜଣଙ୍କୁ ବଲାଙ୍ଗିର ମୁଖ୍ୟ ଚିକିତ୍ସାଳୟରେ…
ଏଏମ୍/ଏନ୍ଏସ୍ ଇଣ୍ଡିଆ ପକ୍ଷରୁ ଓଡ଼ିଶାରେ ଏହାର କାର୍ଯ୍ୟକ୍ଷେତ୍ରଗୁଡ଼ିକରେ ଦେଶାତ୍ମବୋଧକ ଭାବନା ସହିତ ସ୍ୱାଧୀନତା ଦିବସ…
ଭୁବନେଶ୍ୱର, ୧୬ ଅଗଷ୍ଟ, ୨୦୨୫: ଆର୍ସଲରମିତ୍ତଲ ନିପ୍ପନ୍ ଷ୍ଟିଲ ଇଣ୍ଡିଆ (ଏଏମ୍/ଏନ୍ଏସ୍ ଇଣ୍ଡିଆ) ପକ୍ଷରୁ ଓଡ଼ିଶାରେ ଏହାର ବିଭିନ୍ନ କାର୍ଯ୍ୟକ୍ଷେତ୍ରଗୁଡ଼ିକରେ ୭୯ତମ ସ୍ୱାଧୀନତା ଦିବସ ଗର୍ବ ଏବଂ ଉତ୍ସାହର ସହିତ ପାଳିତ ହୋଇଯାଇଛି। ପାରାଦ୍ୱୀପ ପେଲେଟ୍ ପ୍ଲାଣ୍ଟରେ, ଏଏମ୍/ଏନ୍ଏସ୍ ଇଣ୍ଡିଆ…
ଶ୍ରୀ କୃଷ୍ଣ ଜନ୍ମ ମହୋତ୍ସବ ଓ ନନ୍ଦ ଉତ୍ସବ ପାଳିତ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ସରସ୍ଵତୀ ଶିଶୁ ବିଦ୍ୟା ଭବନ ତରଫରୁ ସ୍ଥାନୀୟ ଟାଉନ ହଲ ଠାରେ ଶ୍ରୀ କୃଷ୍ଣ ଜନ୍ମ ମହୋତ୍ସବ ଓ ନନ୍ଦ ଉତ୍ସବ ପାଳିତ ହୋଇସାରିଛି l ଅନୁଷ୍ଠାନ ର 100 ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ମାନେ ରାଧା କୃଷ୍ଣ ବେଶରେ ବିଭିନ୍ନ ସାଂସ୍କୃତିକ ନୃତ୍ୟ ପରିବେଷଣ…