ଯୁକ୍ତ ଦୁଇ କଳାରେ ସୋନମ ପ୍ରଧାନ ବେଲଗୁଣ୍ଠା ବ୍ଳକ୍ ଟପର୍

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-କିଛି ଦିନ ତଳେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ କଳା ବିଭାଗରେ ବେଲଗୁଣ୍ଠା ବ୍ଳକ୍ ଗୋବରା ସ୍ଥିତ ପ୍ରଫୁଲ୍ଲ କୁମାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀ ସୋନମ ପ୍ରଧାନ ସମଗ୍ର୍ ବେଲଗୁଣ୍ଠା ବ୍ଳକ୍ ରେ ପ୍ରଥମ ସ୍ଥାନ ହାସଲ କରିଛନ୍ତି I…

ସିକିମରେ ମର୍ମନ୍ତୁତ ସଡ଼କ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଗଭୀର ଦୁଃଖ ପ୍ରକାଶ

ଅନେକ ଓଡ଼ିଆ ଯାତ୍ରୀ ଅଛନ୍ତି, ସିକ୍କିମ ସରକାରଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ଯାତ୍ରୀ ମାନଙ୍କ ସୁରକ୍ଷା ଓ ଚିକିତ୍ସା ବ୍ୟବସ୍ଥାରେ ସୁପରିଚାଳନା ପାଇଁ ଓଡ଼ିଶାରୁ ଯିବ ଏକ ସ୍ବତନ୍ତ୍ର ଟିମ୍ ଭୁବନେଶ୍ୱର: ସିକ୍କିମର ତିସ୍ତା ନଦୀରେ ଏକ ଟୁରିଷ୍ଟ ବସ୍ ବହୁ ଗଭୀରକୁ ଖସି…

ରଥଯାତ୍ରା ପାଇଁ ମହିଳା ସ୍ବେଚ୍ଛାସେବୀଙ୍କ ପ୍ରସ୍ତୁତି ବୈଠକ

ପୁରୀ,(ଅନିମେଶ ପଟ୍ଟନାୟକ): ଚଳିତବର୍ଷ ରଥଯାତ୍ରା ଉପଲେକ୍ଷ ଶ୍ରୀକ୍ଷେତ୍ରର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ମିତ୍ରସଂଘ ପକ୍ଷରୁ ନବକଳେବର ରୋଡ ସ୍ଥିତ ଆଖଣ୍ଡଳମଣି ମନ୍ଦିର ନିକଟସ୍ଥ ମିତ୍ରସଂଘ କାର୍ଯ୍ଯାଳୟ ପରିସରରେ ମହିଳା ସ୍ବେଚ୍ଛାସେବୀଙ୍କ ପ୍ରସ୍ତୁତି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି ।…

ଜିଲ୍ଲାର ବିଭିନ୍ନ ବିଭାଗର କାର୍ଯ୍ୟର ସମୀକ୍ଷା କଲେ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ

ପୁରୀ, (ଅନିମେଶ ପଟ୍ଟନାୟକ): ସରକାରଙ୍କ ର ପ୍ରତିଟି ଯୋଜନା ସାଧାରଣ ଜନତା ଙ୍କ ହିତ ପାଇଁ ଉଦିଷ୍ଟ । ଏହାର ସଫଳ ରୂପାୟନ ସହ ପ୍ରକୃତ ହିତାଧିକାରୀଙ୍କ ନିକଟରେ ସମସ୍ତ ଯୋଜନା ଯେପରି ପହଞ୍ଚେ ସେଥିପାଇଁ ଉତ୍ତରଦାୟୀ ଭାବେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି ଶିଳ୍ପ, ଦକ୍ଷତା ବିକାଶ ଓ…

ଭାରତୀୟ ନୌସେନା ଓ ଭାରତୀୟ ତଟରକ୍ଷୀ ସହ କିଟ୍‌ର ଦୁଇ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର, ୨୯ ।୫: ଶିକ୍ଷାଗତ ସଶକ୍ତିକରଣ ଏବଂ ଅନ୍ତର୍ଭୁକ୍ତିମୂଳକ ରାଷ୍ଟ୍ର ନିର୍ମାଣ ଦିଗରେ ଏକ ପଦକ୍ଷେପ ସ୍ୱରୂପ, କିଟ୍ ବିଶ୍ୱବିଦ୍ୟାଳୟ, ଭାରତୀୟ ନୌସେନା ଓ ଭାରତୀୟ ତଟରକ୍ଷୀ ମଧ୍ୟରେ ଦୁଇଟି ଅଲଗା ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି। ଏହି ବୁଝାମଣାପତ୍ରରେ କିଟ୍ ବିଶ୍ୱବିଦ୍ୟାଳୟ…

ବର୍ଷାଋତୁକାଳୀନ ରୋଗ ନିୟନ୍ତ୍ରଣ ନିମନ୍ତେ ବ୍ୟାପକ ପ୍ରସ୍ତୁତି

ସଘନ ସଚେତନତା ଓ ତୃଣମୂଳ ସ୍ତରରେ ଆବଶ୍ୟକୀୟ ଔଷଧ ମହଜୁଦ ପାଇଁ ଶାସନ ସଚିବଙ୍କ ନିର୍ଦ୍ଦେଶ ଭୁବନେଶ୍ୱର, ୨୯/୫ : ଚଳିତ ବର୍ଷ ବର୍ଷାଋତୁକାଳୀନ ରୋଗ ପ୍ରତିରୋଧ ଓ ନିୟନ୍ତ୍ରଣ ନିମନ୍ତେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଏହି ପରିପ୍ରେକ୍ଷୀରେ ଆଜି…

ଓଡ଼ଗାଁ ଏନ୍ଏସି ନିର୍ବାଚନ ପ୍ରକ୍ରିୟା ଆରମ୍ଭ,

ୱାର୍ଡ ସୀମା ନିର୍ଦ୍ଧାରଣ ସହିତ ସଂରକ୍ଷିତ ସୂଚି ପ୍ରକାଶ ଓଡ଼ଗାଁ,୨୯।୫(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି) ଓଡ଼ଗାଁ ୨୦୨୫ ସାଧାରଣ ନିର୍ବାଚନ ପାଇଁ ପ୍ରାକ୍ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ ହୋଇଛି । ୱାର୍ଡ ମାନଙ୍କର ସୀମା ନିର୍ଦ୍ଧାରଣ ଏବଂ…

ଉଚ୍ଚ କ୍ଷମତା ସମ୍ପର୍ନ୍ନ ବିଦ୍ୟୁତ କେବୁଲ୍ ଜଙ୍କସନରେ ପାଣି ପସି ଆଣ୍ଠୁଏ ଗାଢ,

ଓଡ଼ଗାଁ,୨୯।୫(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ କଲେଜ ଠାରୁ କେବୁଲ ପୋତି ଓଡ଼ଗାଁ ବିଦ୍ୟୁତ୍ ସବଷ୍ଟେସନ ପର୍ଯ୍ୟନ୍ତ ଯାଇଥିବା ଉଚ୍ଚ କ୍ଷମତା ସମ୍ପର୍ନ୍ନ ଲାଇନ ଜଙ୍କସନ କ୍ଷେତ୍ରରେ ପାଣିପସି ଆଣ୍ଠୁଏ ଆଣ୍ଠୁଏ ଗାଢ଼ ସୃଷ୍ଟି ହୋଇଛି । ଫଳରେ ସାମାନ୍ୟ ଅସାବଧାନତା ବସତଃ…

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‍ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ରୋଜେକ୍ଟ ବସୁଧା ଆରମ୍ଭ କରିଛି । ଏହା ଏକ ପୂର୍ଣ୍ଣାଙ୍ଗ ଗ୍ରାମାଞ୍ଚଳ ବିକାଶ…

ଡ଼ାବୁଗାଁ ରେ ମା ମଙ୍ଗଳା ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ

 https://youtu.be/vnkVzP_-lag ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୯/୦୫/୨୫ ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ସଦର ନୂଆଗୁଡା ଠାରେ ଆଜି ମା ମଙ୍ଗଳା ଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଛି। ଚାରି ଦିନ ଧରି ଚାଲିବାକୁ ଥିବା ଏହି ମନ୍ଦିର ପ୍ରତିଷ୍ଠା ଉତ୍ସବ ର…