Sign in
Sign in
Recover your password.
A password will be e-mailed to you.
ଭବାନୀପାଟଣା ଟାଉନ ହଲ ଠାରେ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା
ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ): କଳାହାଣ୍ଡି ଜିଲ୍ଲାରେ ଚଳିତ ଶିକ୍ଷା ବର୍ଷରେ ଜିଲ୍ଲା ଶିକ୍ଷା ବିଭାଗ କଳାହାଣ୍ଡି ଦ୍ଵାରା ତଥା ପ୍ରଫେସର ଭୁବନେଶ୍ୱର ବେହେରା ମେମୋରିଆଲ, ମୁଣ୍ଡୁରାଗୁଡ଼ା ଓ ରୋଟାରୀ କ୍ଳବ୍ ଭବାନୀପାଟଣା ଙ୍କ ମିଳିତ ସହଯୋଗ ରେ ସିବିଏସଇ, ଆଇସିଏସଇ ଓ…
ଗୋଲାମୁଣ୍ଡା ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ।
ଭବାନୀପାଟଣା : ରୋହିତ କୁମାର ନାଏକ (ଶାସକ ପ୍ରଶାସକ) କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ…
ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର: ପଞ୍ଜିକୃତ ହେଲା ୭୧ ଅଭିଯୋଗ,୭ ଅଭିଯୋଗର ତତ୍କାଳ ସମାଧାନ
ଓଡ଼ଗାଁ,୨୭।୫(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ପଞ୍ଚାୟତ ସମିତି ପରିସରରେ ମଙ୍ଗଳବାର ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଉନ୍ନୟନ ଅଧିକାରୀ ଏବଂ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ନୟାଗଡ଼ ଲଗ୍ନଜିତ ରାଉତ, ଆରକ୍ଷୀ ଅଧିକ୍ଷକ ଏସ୍ ସୁଶ୍ରୀ,…
ପୂଜକ ଏବଂ ସୁଆର ସେବକଙ୍କ ସହ ପ୍ରଶାସନିକ ଅଧିକାରୀଙ୍କ ବୈଠକ
ଦୈନିକ ପ୍ରାପ୍ୟ ୫ଶହ ଟଙ୍କାକୁ ବୃଦ୍ଧି,
ସିଂହାସନ ରୂପାର ଛାଉଣୀ ପାଇଁ ବ୍ୟୟ ଅଟକଳ,
୭ଦିନ ମଧ୍ୟରେ ଉଠା ଦୋକାନୀ ସ୍ଥାୟୀ ଗୃହକୁ ଯାଆନ୍ତୁ,
ଓଡ଼ଗାଁ,୨୭।୫(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ଓଡ଼ଗାଁ ଠାରେ ବିଜେ…
ସାମ୍ବାଦିକଙ୍କୁ ଆକ୍ରମଣ ପ୍ରତିବାଦ ରେ _ଜଗତସିଂହପୁର ଜିଲ୍ଲା ଉତ୍କଳ ସାମ୍ବାଦିକ ସଙ୍ଘ ତରଫରୁ ଜିଲ୍ଲାପାଳ ଙ୍କୁ…
ଜଗତସିଂହପୁର,ତା-୨୭.୦୫. ୨୦୨୫/ସୁମନ୍ତ କୁମାର ଦାସ: ବଲାଙ୍ଗୀରି ରେ ସାମ୍ବାଦିକଙ୍କୁ ଆକ୍ରମଣ ପ୍ରତିବାଦ ରେଜଗତସିଂହପୁର ଜିଲ୍ଲା ଉତ୍କଳ ସାମ୍ବାଦିକ ସଙ୍ଘ ତରଫରୁ ଜିଲ୍ଲାପାଳ ଙ୍କୁ ଦାବିପତ୍ର ପ୍ରଦାନ। ଜଗତସିଂହପୁର ୨୭/୫ ବଲାଙ୍ଗୀରି ଜିଲ୍ଲାରେ ଜନୈକ ଠିକାଦାର କର୍ଭବ୍ୟ ରତ ସାମ୍ବାଦିକ ଙ୍କ…
ଅନେକ ପିସ୍ତଲ୍ , ଅଫୁଟା ଗୁଳି ସହିତ ଭଞ୍ଜନଗର ପୁଲିସ ଦ୍ଵାରା ଅଭିଯୁକ୍ତ ଗିରଫ
ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ବେଆଇନ ବନ୍ଧୁକ ରଖିଥିବା ଅପରାଧୀଙ୍କୁ ଦମନ କରିବା ପାଇଁ ଗଂଜାମ ଜିଲ୍ଲା ପୁଲିସ ପକ୍ଷରୁ ଚାଲିଥିବା ସ୍ୱତନ୍ତ୍ର ଅପରେସନରେ ଆଉ ଏକ ସଫଳତା ମିଳିଛି। ଭଞ୍ଜନଗର ପୁଲିସ ଆଜି ୨୭ ତାରିଖ ମଂଗଳ ବାର ୨୦୨୫ ଦିନ ୯ ଜଣ ଅଭିଯୁକ୍ତଙ୍କୁ କାବୁ କରିବା ସହ ସେମାନଙ୍କ…
ଉତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ଅବପାତରେ ପରିଣତ ହୋଇପାରେ: ସିଇସି
ଭୁବନେଶ୍ୱର, ୨୭/୦୫: ଓଡ଼ିଶା ଉପକୂଳରେ ଉତର-ପଶ୍ଚିମ ବଙ୍ଗୋପସାଗର ଉପରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଯାହାକି ପରବର୍ତୀ ସମୟରେ ଅବପାତରେ ପରିଣତ ହୋଇ ଉତର-ପୂର୍ବ ଦିଗରେ ଗତି କରିପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସେଂଟର ଫର ଏନ୍ଭାଇରନ୍ମେଂଟ ଆଣ୍ଡ…
ଦିବାକର ଛାଟୋଇ ଅସ୍ତରଙ୍ଗ ବ୍ଲକ ସାଂସଦ ପ୍ରତିନିଧି l
ଅସ୍ତରଙ୍ଗ: ଲୋକ ସଭା ନିର୍ବାଚନ ର ବର୍ଷକ ପରେ ଜଗତସିଂହପୁର ସାଂସଦ ଶ୍ରୀ ବିଭୁ ପ୍ରସାଦ ତାରାଇ ଅସ୍ତରଙ୍ଗ ବ୍ଲକ ର ଲୋକସଭା ପ୍ରତିନିଧି ମନୋନୀତ କରିଛନ୍ତି l ସେ ହେଉଛନ୍ତି ଅସ୍ତରଙ୍ଗ ଗ୍ରାମର ଶ୍ରୀ ଦିବାକର ଛାଟୋଇ l ଶ୍ରୀ ଛାଟୋଇ ପ୍ରଥମରେ କଂଗ୍ରେସ ଦଳରୁ ତାଙ୍କର ରାଜନୈତିକ ଜୀବନ ଆରମ୍ଭ…
ସିନାପାଲି ବ୍ଲକ୍ ରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ନୂଆପଡ଼ା ଜିଲ୍ଲା ରୁ କଲି ମ ମହମ୍ମଦ କ ରିପୋର୍ଟ ଶାସକ ପ୍ରଶାସକ: ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ସଭାଗୃହ ଠାରେ ନୂଆପଡା ଜିଲ୍ଲାପାଳ ଦାୟିତ୍ଵ ରେ ଥିବା ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲା ମୁଖ୍ଯ ଉନ୍ନୟନ…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ କଇଁପୁର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ,…