ହେଡଲାଇନସ୍:

ଚିକିତ୍ସା ବିଜ୍ଞାନ ପାଇଁ ନୋବେଲ ପୁରସ୍କାର ଘୋଷଣା ହୋଇଛି

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଚିକିତ୍ସା ବିଜ୍ଞାନ ପାଇଁ ନୋବେଲ ପୁରସ୍କାର ଘୋଷଣା ହୋଇଛି | ମାନବ ବିବର୍ତ୍ତନ ସମ୍ବନ୍ଧୀୟ ଆବିଷ୍କାର ପାଇଁ ସ୍ୱିଡ଼େନର ଜେନେଟିଶିଷ୍ଟ ଭାନତେ ପାବୋଙ୍କୁ ମେଡିସିନରେ ବା ଚିକିତ୍ସା ବିଜ୍ଞାନ ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯିବ ବୋଲି ଜଣାପଡିଛି |

0
0
0
s2sdefault