ହେଡଲାଇନସ୍:

ନିଶ୍ଚିନ୍ତକୋଇଲି ବ୍ଲକ ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ 

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ମାହାଙ୍ଗା (ଶାସକ ପ୍ରଶାସକ) : ଆଜି ମାହାଙ୍ଗା ନିର୍ବାଚନ ମଣ୍ଡଳୀ ନିଶ୍ଚିନ୍ତକୋଇଲି ବ୍ଲକ ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି | ଏଥିରେ ମୁଖ୍ୟଅତିଥି ରୂପେ ବିଧାୟକ ତଥା ଗୃହ ନଗର ଉନ୍ନୟନ, ପାନୀୟ ଜଳ,  ପଂଚାୟତରାଜ ଓ ଆଇନ୍ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରତାପ ଜେନା ଯୋଗଦେଇ ଆନୁଷ୍ଠାନିକ ଭାବେ ବିଜୁ ଜନତା ଦଳର ଯୁବ, ଛାତ୍ର , ମହିଳା ଓ ସଂଖ୍ୟାଲଘୁର ବିଭିନ୍ନ ପଦ ପଦବୀର ନୂତନ ଭାବେ କର୍ମକର୍ତ୍ତା ନିଯୁକ୍ତ କରାଇଥିଲେ।

0
0
0
s2sdefault