ହେଡଲାଇନସ୍:

ବିଜେଡି ପ୍ରାର୍ଥୀଙ୍କ ଉପରେ ବିଜେପିର ନୃଶଂସ ଆକ୍ରମଣ ନିନ୍ଦନୀୟ: ବିଜେଡି

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର: ଭୁବନେଶ୍ୱରରେ ବିଜେଡି ପ୍ରାର୍ଥୀଙ୍କ ଉପରେ ବିଜେପି ନେତା ଓ କର୍ମୀଙ୍କ ଦ୍ୱାରା ହୋଇଥିବା ନୃଶଂସ ଆକ୍ରମଣକୁ ବିଜେଡି ଦୃଢ ଭାବେ ନିନ୍ଦା କରୁଥିବା କହିଛନ୍ତି ବିଜେଡି ମୁଖପାତ୍ର ସୁଶ୍ରୀ ଇପ୍ସିତା ସାହୁ । ଆଜି ଏଠାରେ ଗଣମାଧ୍ୟମକୁ ସୁଶ୍ରୀ ସାହୁ କହିଛନ୍ତି ଯେ ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ । ନିର୍ବାଚନ ଜିତିବା ପାଇଁ ହିଂସାର ପନ୍ଥା ଗ୍ରହଣ କରୁଥିବା ଲୋକଙ୍କୁ ଓଡ଼ିଶାବାସୀ ନିଶ୍ଚିତ ଭାବେ ପ୍ରତ୍ୟାଖ୍ୟାନ କରିବେ ।

0
0
0
s2sdefault