ହେଡଲାଇନସ୍:

ବ୍ରଜରାଜନଗର ଉପନିର୍ବାଚନର ପ୍ରାର୍ଥୀ ହେଲେ ରାଧାରାଣୀ ପଣ୍ଡା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର :ଭାରତୀୟ ଜନତା ପାର୍ଟି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଆଜି ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ କରାଯାଇଛି । ପୂର୍ବତନ ବିଧାୟିକା ଶ୍ରୀମତୀ ରାଧାରାଣୀ ପଣ୍ଡାଙ୍କୁ ବ୍ରଜରାଜନଗର ବିଧାନସଭାର ଉପନିର୍ବାଚନ ପାଇଁ ଦଳୀୟ ପ୍ରାର୍ଥୀଭାବେ ଘୋଷଣା କରାଯାଇଛି । ଏଥିନେଇ ଶ୍ରୀମତୀ ପଣ୍ଡା ରାଷ୍ଟ୍ରୀୟ ସଭାପତି ଶ୍ରୀ ଜେପି ନଡ୍ଡା, ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ସମେତ କେନ୍ଦ୍ର ଓ ରାଜ୍ୟର ବରିଷ୍ଠ ନେତୃମଣ୍ଡଳୀଙ୍କୁ କୃତଜ୍ଞତା ଜଣାଇଛନ୍ତି ।

0
0
0
s2sdefault