ବରିଷ୍ଠ କଂଗ୍ରେସ ନେତା ଶ୍ରୀ ଶରତ ପଟ୍ଟନାୟକ ପିସିସି ସଭାପତି ଭାବେ ନିଯୁକ୍ତ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର : ବରିଷ୍ଠ କଂଗ୍ରେସ ନେତା ଶ୍ରୀ ଶରତ ପଟ୍ଟନାୟକ ପିସିସି ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି | ଏହାସହିତ ବିଦାୟୀ ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଇସ୍ତଫାକୁ ଗ୍ରହଣ କରିନେଇଛନ୍ତି କଂଗ୍ରେସ ହାଇକମାଣ୍ଡ | ଖୁବଶୀଘ୍ର କିଛି କାର୍ଯ୍ୟକାରୀ ସଭାପତି ନାମ ଘୋଷଣା ହୋଇପାରେ  | 

0
0
0
s2sdefault