ହେଡଲାଇନସ୍:

   ଭରଦ୍ୱାଜ ମିଶ୍ର ବିଜୁ ଜନତା ଦଳର ମୁଖପାତ୍ର  ନିଯୁକ୍ତ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର- ଆଜି ବିଜୁ ଜନତା ଦଳର ରାଜ୍ୟ ସଭାପତି  ଶ୍ରୀ ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ମୁଖପାତ୍ର ଭାବେ ଶ୍ରୀ ଭରଦ୍ୱାଜ ମିଶ୍ରଙ୍କୁ ନିଯୁକ୍ତି ଦେଇଛନ୍ତି । ସେହିପରି  ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ ସଭାପତି ଭାବେ ଶ୍ରୀ ନରେନ୍ଦ୍ର କୁମାର ପରିଡ଼ା ଓ କାର୍ଯ୍ୟକାରୀ ସଭାପତି ଭାବେ ଶ୍ରୀ ଅଜୟ କୁମାର ସାହୁଙ୍କୁ ନିଯୁକ୍ତି ଦେଇଛନ୍ତି ବୋଲି ଦଳର ରାଜ୍ୟ ସଂପାଦକ ଶ୍ରୀ ବିଜୟ ନାୟକ ଏକ ପ୍ରେସ୍‍ ଇସ୍ତାହାରରେ ଜଣାଇଛନ୍ତି ।

0
0
0
s2sdefault