ହେଡଲାଇନସ୍:

ସୂର୍ଯ୍ୟ ନାରାୟଣ ଚୌଧୁରୀଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହୃତ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ନୟାଗଡ ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳ ନେତା ସୂର୍ଯ୍ୟ ନାରାୟଣ ଚୌଧୁରୀଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହୃତ | ବିଜୁ ଜନତା ଦଳ ସଭାପତି ତାଙ୍କ ଉପରେ ଲାଗିଥିବା ନିଲମ୍ବନ ଆଦେଶ ପ୍ରତ୍ୟାହାର  କରିଥିବା ଦଳର ସମ୍ପାଦକ ବିଜୟ ନାୟକ ସୂଚନା ଦେଇଛନ୍ତି | 

0
0
0
s2sdefault