ହେଡଲାଇନସ୍:

ପ୍ରିୟଦର୍ଶୀ ମିଶ୍ର ହେଲେ ସାଧାରଣ ସମ୍ପାଦକ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର : ଦଳୀୟ ଟିକେଟରୁ ବଂଚିତ ହୋଇଥିବା ଭୁବନେଶ୍ୱର ଉତ୍ତର ବିଧାୟକ ପ୍ରିୟଦର୍ଶୀ ମିଶ୍ର ବିଜେଡିର ରାଜ୍ୟ ସାଧାରଣ ସମ୍ପାଦକ ନିଯୁକ୍ତ ହୋଇଛନ୍ତି | ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ପ୍ରିୟଦର୍ଶୀଙ୍କ ଏହି ନିଯୁକ୍ତି ଦେଇଛନ୍ତି ବୋଲି ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ବିଜୟ ନାୟକ କହିଛନ୍ତି | 

0
0
0
s2sdefault