ହେଡଲାଇନସ୍:

ସୂର୍ଯ୍ୟ ପାତ୍ର କେନ୍ଦୁଝର ଜିଲ୍ଲା ଲାଗି ବରିଷ୍ଠ ପର୍ଯ୍ୟବେକ୍ଷକ

User Rating: 3 / 5

Star ActiveStar ActiveStar ActiveStar InactiveStar Inactive
 

ଭୁବନେଶ୍ୱର : ବିଜୁ ଜନତା ଦଳ ବରିଷ୍ଠ ନେତା ତଥା ଦଳର ଉପସଭାପତି ସୂର୍ଯ୍ୟ ନାରାୟଣ ପାତ୍ର କେନ୍ଦୁଝର ଜିଲ୍ଲା ଲାଗି ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ହୋଇଛନ୍ତି | ସେହିପରି ଆଜି ସକାଳେ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି ପାଇଥିବା ବିଧାୟକ ପ୍ରିୟଦର୍ଶୀ ମିଶ୍ରଙ୍କୁ ଦଳର ମୁଖପାତ୍ର ଭାବେ ନିକୁକ୍ତ ହୋଇଛନ୍ତି | ଦଳର ସଭାପତି ନବୀନ ପଟ୍ଟନାୟକ ଏହି ନିଯୁକ୍ତି ପ୍ରଦାନ କରିଥିବା ଦଳର ସାଧାରଣ ସମ୍ପାଦକ ବିଜୟ ନାୟକ ସୂଚନା ଦେଇଛନ୍ତି | 

 

0
0
0
s2sdefault