କଲିକେଶଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ୱ 

User Rating: 1 / 5

Star ActiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର : ବଲାଙ୍ଗୀର ସଂସଦ କଳିକେଶ ନାରାୟଣ ସିଂଦେଓଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ମିଳିଛି | ଦଳର ସଭାପତି ନବୀନ ପଟ୍ଟନାୟକ କଲିକେଶଙ୍କୁ ପାଲଲହଡା ନିର୍ବାଚନ ମଣ୍ଡଳୀ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଇଛନ୍ତି | ସେହିପରି କଳାହାଣ୍ଡି ଜିଲ୍ଲାର ପ୍ରଦୀପ କୁମାର ଦିଶାରୀଙ୍କୁ ସହ ପର୍ଯ୍ୟବେକ୍ଷକ ଭାବେ ପାଲଲହଡା ନିର୍ବାଚନମଣ୍ଡଳୀ ପାଇଁ ସହ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଥିବା ଦଳର ସାଧାରଣ ସମ୍ପାଦକ ବିଜୟ ନାୟକ ସୂଚନା ଦେଇଛନ୍ତି | 

0
0
0
s2sdefault