ଗଣେଶ୍ଵରଙ୍କୁ ପାରାଦୀପ ଦାୟିତ୍ୱ , ଜଗଦିଶ ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ପାଇଁ ସହ-ପର୍ଯ୍ୟବେକ୍ଷକ 

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର,: ବିଜୁ ଜନତା ଦଳ ରାଜ୍ୟ ସଭାପତି ଶ୍ରୀ ନବୀନ ପଟ୍ଟନାୟକ ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବିଧାୟକ ଶ୍ରୀ ଗଣେଶ୍ୱର ପାତ୍ରଙ୍କୁ ପାରାଦୀପ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି । ସେହିପରି ଶ୍ରୀ ଜଗଦିଶ ନାୟକଙ୍କୁ ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ପାଇଁ ସହ-ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରିଛନ୍ତି ବୋଲି ଦଳର ରାଜ୍ୟ ସାଧାରଣ ସଂପାଦକ ବିଜୟ ନାୟକ ଏକ ପ୍ରେସ୍‍ ଇସ୍ତାହାରରେ ଜଣାଇଛନ୍ତି ।

 

0
0
0
s2sdefault