- Hits: 329
ଆଇସିସିଆର୍ ଶାଖା କାର୍ଯ୍ୟାଳୟ ରାଜ୍ୟରୁ ଉଠିଯିବ : ଓଡ଼ିଶାର ସାଂସ୍କୃତିକ ଭାବ ବିନିମୟରେ ବି କେନ୍ଦ୍ର ବାଧକ
ଓଡ଼ିଶାର କଳା ଓ କଳାକାରଙ୍କ ସ୍ୱାର୍ଥ ଦୃଷ୍ଟିରୁ ନିଷ୍ପତ୍ତିର ପୁନର୍ବିଚାର କରୁ କେନ୍ଦ୍ର :ବିଜୟ ଭୁବନେଶ୍ୱର : ଭାରତୀୟ ସାଂସ୍କୃତିକ ସମ୍ବନ୍ଧ ପରିଷଦ (ଆଇସିସିଆର୍) ଓଡ଼ିଶା ଶାଖା କାର୍ଯ୍ୟାଳୟକୁ ଅନ୍ୟ ରାଜ୍ୟକୁ ଉଠାଇ ନେବା ପାଇଁ...