- Hits: 280
ଝାଡେଶ୍ୱରପୁର କୁସମଣ୍ଡଳ ପ୍ରିମିୟର ଲିଗ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ; ଲାଇଅନ୍ସକୁ ହରାଇ ଆଜାଦ ବିଜୟୀ ।
ନିଶ୍ଚିନ୍ତକୋଇଲି/ଦେବେନ୍ଦ୍ର ଷଢଙ୍ଗି:ନିଶ୍ଚିନ୍ତକୋଇଲି ବ୍ଲକ ଝାଡେଶ୍ୱରପୁର ଗ୍ରାମ ପଞ୍ଚାୟତ କୁଶମଣ୍ଡଳ ଠାରେ ଚାନ୍ଦ ଆଥଲେଟିକ କ୍ଲବ ଆନୁକୂଲ୍ୟରେ ପ୍ରଥମ ବାର୍ଷିକ ନାଇଟ ଧମାକା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇ ଯାଇଛି । ଏଠାରେ...