ହେଡଲାଇନସ୍:

ଭାଗବତ ପ୍ରସାଦ ମହାନ୍ତିଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର,(ଶାସକ ପ୍ରଶାସକ) – କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଭାଗବତ ପ୍ରସାଦ ମହାନ୍ତିଙ୍କ ବିୟୋଗରେ ସାମାଜିକ ଗଣମାଧ୍ୟମରେ ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଟ୍ୱିଟରେ ଉଲ୍ଲେଖ କରିଛନ୍ତି ଯେ "ବରିଷ୍ଠ  ରାଜନେତା ଭାଗବତ ପ୍ରସାଦ ମହାନ୍ତିଙ୍କ ମୃତ୍ୟୁ ଖବର ଶୁଣି ମୁଁ ମର୍ମାହତ । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସାନ୍ତ୍ୱନା ଜଣେଇବା ସହ ଅମରଆତ୍ମାର ସଦଗତି କାମନା କରୁଛି ।"

0
0
0
s2sdefault