ହେଡଲାଇନସ୍:

ରାଷ୍ଟ୍ରପତିଙ୍କୁ ଭେଟି ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର 

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ନୂଆଦିଲ୍ଲୀ/ଭୁବନେଶ୍ୱର – କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ରାଷ୍ଟ୍ରପତି ଭବନ ଗସ୍ତ କରି ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ୍ କରିବା ସହ ଇଂରାଜୀ ନବବର୍ଷ ୨୦୨୦ର ଶୁଭେଚ୍ଛା ଜଣାଇଛନ୍ତି ।

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ରାଷ୍ଟ୍ରପତି ଶ୍ରୀ କୋବିନ୍ଦଙ୍କ ସହ ବିଭିନ୍ନ ସମସାମୟିକ ବିଷୟରେ ଆଲୋଚନା କରିଥିଲେ ଓ ରାଷ୍ଟ୍ରପତିଙ୍କ ମାର୍ଗଦର୍ଶନ ପ୍ରାପ୍ତ କରିଥିଲେ । 

0
0
0
s2sdefault