ହେଡଲାଇନସ୍:

ତପ୍ତପାଣିରେ ଦୁର୍ଘଟଣାରେ ୭ ମୃତ : ମୁଖ୍ୟମନ୍ତ୍ରୀ ପ୍ରକାଶ କଲେ ଗଭୀର ଦୁଃଖ 

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା

ଭୁବନେଶ୍ୱର : ତପ୍ତପାଣି ଠାରେ ଆଜି ଭୋରରୁ ଘଟିଥିବା ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୭ ଜଣଙ୍କ ଦୁଃଖଦ ମୃତ୍ୟୁ ଘଟଣାରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା  କରିବା ସହ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି | ରିଲିଫ ଓ ଉଦ୍ଧାର କାର୍ଯ୍ୟକୁ ତ୍ବରାନ୍ଵିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗଂଜାମ ଜିଲ୍ଲାପାଳ ଓ ଏସପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି | 

 

0
0
0
s2sdefault