ହେଡଲାଇନସ୍:

କାର୍ଯ୍ୟଭାର ଗ୍ରହଣ କଲେ ସଞ୍ଜୟ 

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର : ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ କୁମାର ଦାସବର୍ମା ଆଜି ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି | ସୂଚନାଯୋଗ୍ୟ ଯେ ଗତକାଲି ଶ୍ରୀ ଦାସବର୍ମାଙ୍କୁ  ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ଭାବେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ନିଯୁକ୍ତି ପ୍ରଦାନ କରିଥିଲେ । ଯୋଜନା ବୋର୍ଡ ଉପାଧ୍ୟକ୍ଷ  ଶ୍ରୀ ଦାସବର୍ମା କ୍ୟାବିନେଟ ମନ୍ତ୍ରୀ ପାହ୍ୟା ପ୍ରଦାନ କରାଯାଇଛି | 

 

0
0
0
s2sdefault