ହେଡଲାଇନସ୍:

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ ବୈଠକ 

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର(ଶାସକ ପ୍ରଶାସକ) ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି | ୧୦ଟା ୪୫ରେ ଅନୁଷ୍ଠିତ ହେବାକୁ ଯାଉଥିବା ଏହି ବୈଠକରେ ସାମ୍ପ୍ରତିକ ସ୍ଥିତି ପରିପ୍ରେକ୍ଷୀରେ କିଛି ଗୁରୁତ୍ୱପୂର୍ଣ ନିଷ୍ପତ୍ତି ନିଆଯିବ | ବୈଠକ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଭିଡିଓ ବାର୍ତ୍ତା ଦେବାର କାର୍ଯ୍ୟକ୍ରମ ରହିଛି | 

 

0
0
0
s2sdefault