ହେଡଲାଇନସ୍:

ରାଜ୍ୟରେ ଚିକିତ୍ସାଧୀନ କରୋନା ରୋଗୀଙ୍କ ମୃତ୍ୟୁ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର(ଶାସକ ପ୍ରଶାସକ) ଦୁଃଖ ଖବର | ରାଜ୍ୟରେ କରୋନା ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେବା ଅବସ୍ଥାରେ ରୋଗୀଙ୍କ ମୃତ୍ୟୁ ଘଟିଛି | ମୃତ ବ୍ୟକ୍ତି ଜଣକ ଭୁବନେଶ୍ୱର ମଧୁସୂଦନ ନଗରର | ତାଙ୍କ ବୟସ ୭୭ ବର୍ଷ | ସେ କୀମସ କୋଭିଡ ହସ୍ପିଟାଲରେ କରୋନା ପଜିଟିଭ ଭାବେ ଚିହ୍ନଟ ହୋଇ ଚିକିତ୍ସିତ ହେବା ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି | କରୋନା ପଜିଟିଭ ଭାବେ ଚିହ୍ନଟ ହୋଇଥିବା ଏହି ବ୍ୟକ୍ତିଙ୍କ ହାଇପରଟେନସନ ଡାଇବେଟିସ କିଡ଼ନୀ ଜନିତ ରୋଗର ଲକ୍ଷଣ ରହିଥିଲା ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି | ହେଲେ ଏ କରୋନା ପାଇଁ ସେ ଚିକିତ୍ସିତ ହେଉଥିବା ବେଳେ ଗତକାଲି ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି |

 

 

0
0
0
s2sdefault